-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହେଲେ ପ୍ରୀତି ସୁନା

02-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁରର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବରେ  ସୁଶ୍ରୀ ପ୍ରୀତି ସୁନା ବର୍ତ୍ତମାନ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ସେ  ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ ଙ୍କ ଠାରୁ ଆଜି ଏହି ଗୁରୁଦାୟିତ୍ୱ ଗ୍ରହଣ କରିଛନ୍ତି।
ସୁଶ୍ରୀ ସୁନା ଓଡିଶା ସୂଚନା ସେବାରେ ଗତ ନଭେମ୍ବର ମାସ ୨୭ ତାରିଖରେ ସୁବର୍ଣ୍ଣପୁର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କାର୍ଯାଳୟରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବରେ ଯୋଗ ଦେଇଥିଲେ। ସୁଶ୍ରୀ ସୁନା ପ୍ରଥମେ ଦୀର୍ଘ ଦିନଧରି ସାମ୍ବାଦିକତା କ୍ଷେତ୍ରରେ କାମକରି 
 ଇଂରାଜୀ ଖବର କାଗଜ ଟାଇମସ ଅଫ ଇଣ୍ଡିଆ, ଭୁବନେଶ୍ୱର ସଂସ୍କରଣରେ ୨ ବର୍ଷ କାମ କରିଥିବାବେଳେ   ତା ପୂର୍ବରୁ ୩ ବର୍ଷ ପଶ୍ଚିମ ଓଡ଼ିଶାର ଏକ ୱେବ ଚ୍ୟାନେଲ ‘ପହରା’ରେ ସମ୍ବଲପୁରର ରିପୋର୍ଟର ଭାବରେ ବେଶ୍ ପାରଦର୍ଶିତା ଲାଭ କରିଥିଲେ। ସେ ମଧ୍ୟ୨୦୨୦ ମସିହାରେ ପଣ୍ଡିଚେରୀ ସେଣ୍ଟ୍ରାଲ ୟୁନିଭରସିଟିରୁ  ସାମ୍ବାଦିକତା  ଓ ଗଣଯୋଗାଯୋଗ ସ୍ନାତକୋତ୍ତର ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ବାଣିଜ୍ୟରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ।
ସୁବର୍ଣ୍ଣପୁର ଜିଲ୍ଲା ବାସୀଙ୍କୁ ସଠିକ ସରକାରୀ ସୂଚନା ପହଞ୍ଚାଇବା ଏବଂ ସରକାରଙ୍କ ସମସ୍ତ ଯୋଜନା ବିଷୟରେ ଅବଗତ କରାଇବା ମୋର ମୂଳ ଲକ୍ଷ୍ୟ ହେବ ବୋଲି ସେ ଆଜି ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026

You Might Also Like