-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||     

HOME   ଜିଲ୍ଲା

ଇକୋ କ୍ଲବ ପକ୍ଷରୁ ପରିବେଶ ଭିତ୍ତିକ ଶିକ୍ଷା କାର୍ଯ୍ୟକ୍ରମରେ ପୁଷ୍କରିଣୀ ସଫେଇ ଅଭିଯାନ

02-Apr-2026



ବରଗଡ଼(ପ୍ରେରଣା ଖବର): ପୃଥିବୀରେ ଜୀବଜଗତର ଅବସ୍ଥାନ ସର୍ବଦା ଜଳ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ। ତେଣୁ ଜଳ ସଂରକ୍ଷଣ, ଜଳର ବିଜ୍ଞ ବ୍ଯବହାର ତଥା ଜଳର ଗୁଣବତ୍ତାକୁ ଉନ୍ନତ କରିବା ଦିଗରେ ବାଲ୍ୟାବସ୍ଥାରୁ ଶିକ୍ଷାର୍ଥୀମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପି ଏମ୍ ଶ୍ରୀ ଜନତା ସରକାରୀ ହାଇସ୍କୁଲ,ଭୁକ୍ତାରେ ପରିବେଶ ଭିତ୍ତିକ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଭୁବନେଶ୍ଵର ସ୍ଥିତ ପରିବେଶ ଶିକ୍ଷଣ କେନ୍ଦ୍ର ଓ ପି ଏମ୍ ଶ୍ରୀ ଜନତା ସରକାରୀ ହାଇସ୍କୁଲର ଇକୋ କ୍ଳବ୍ ପକ୍ଷରୁ ଅନୁଷ୍ଠିତ ଏହି ପରିବେଶ ଭିତ୍ତିକ ଶିକ୍ଷା କାର୍ଯ୍ୟକ୍ରମରେ ପ୍ରଥମେ ନିକଟସ୍ଥ ପୁଷ୍କରିଣୀକୁ ନିର୍ମଳ ରଖିବା ନିମନ୍ତେ ବିଭିନ୍ନ ଶୈବାଳ ଓ ଚିଙ୍ଗୁଡ଼ିଆ ଦଳ ଇତ୍ୟାଦିକୁ କାଢ଼ି ପରିଷ୍କାର କରାଯାଇଥିଲା। ଆର୍ଦ୍ରଭୂମି ମିତ୍ର ଭାବରେ ଆର୍ଦ୍ରଭୂମି ସଂରକ୍ଷଣ କରିବାପାଇଁ ଶିକ୍ଷାର୍ଥୀମାନଙ୍କୁ ଇକୋ କ୍ଲବ୍ ମାଷ୍ଟର ଟ୍ରେନର  ସଞ୍ଜୟ ଖମାରୀ ଶପଥ ପାଠ କରାଇଥିଲେ।କାର୍ଯ୍ୟକ୍ରମର ସ୍ମୃତିଚିହ୍ନ ସ୍ୱରୂପ ପୋଖରୀ ହୁଡ଼ାରେ ଚାରା ରୋପଣ କରାଯାଇଥିଲା।ଏହି ଅବସରରେ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଅତିରିକ୍ତ ତହସିଲଦାର ପ୍ରଦୀପ କୁମାର ମେହେର,ସମ୍ମାନିତ ଅତିଥି ଭାବରେ ପି ଏମ୍ ଶ୍ରୀ କେଦାରନାଥ ଆଦିବାସୀ ସରକାରୀ ହାଇସ୍କୁଲ ଅମ୍ବାଭୋନାର ପ୍ରଧାନ ଶିକ୍ଷକ

ସୁବାସ ଚନ୍ଦ୍ର ରଥ ଓ ପୁରୁଷୋତ୍ତମ ସରକାରୀ ହାଇସ୍କୁଲ ରୁଚିଦାର ପ୍ରଧାନ ଶିକ୍ଷକ ଅଜୟ କୁମାର ମେହେର ଯୋଗ ଦେଇ ଜଳ ସଂରକ୍ଷଣର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ।ଏହି ଅବସରରେ ଆୟୋଜିତ ସେମିନାରରେ ଇକୋ କ୍ଲବ୍ ମାଷ୍ଟର ଟ୍ରେନର  ଇକୋ କ୍ଳବ୍ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ଜଳ ସଂରକ୍ଷଣ ଓ ଏହାର ସୁବିନିଯୋଗ ସମ୍ପର୍କରେ ଶିକ୍ଷାର୍ଥୀମାନଙ୍କୁ ଧାରଣା ପ୍ରଦାନ କରିଥିଲେ।ଶିକ୍ଷାର୍ଥୀମାନଙ୍କ ମଧ୍ୟରେ "ଜଳ ସଂରକ୍ଷଣ" ପ୍ରସଙ୍ଗ ଉପରେଆୟୋଜିତ ଚିତ୍ରାଙ୍କନ ଓ କୁଇଜ୍ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ଆଶୁତୋଷ ଭୋଇ,ବୋଧରାମ

ବିଶ୍ବାଳ,ତେଜରାମ ସା,ସୁବାସ ଚନ୍ଦ୍ର ଖମାରୀ, ଅଙ୍କିତ ମହନ୍ତ, ପ୍ରଶାନ୍ତ ମହାପାତ୍ର,ପଦ୍ମଲୋଚନ ବିଶି, ଅନୀଳ ସିଦାରଙ୍କ ସମେତ ବିଦ୍ୟାଳୟର ଇକୋ କ୍ଲବ୍,ଶକ୍ତି କ୍ଲବ ଓ ବିଜ୍ଞାନ କ୍ଲବର ସମସ୍ତ ସଦସ୍ୟ  ସକ୍ରିୟ ଅଂଶ ଗ୍ରହଣ କରିଥିଲେ।ଶିକ୍ଷକ ଶ୍ରୀପତି ସାହୁ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ରୋଜାଲିନ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026

You Might Also Like