-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||     

HOME   ଜିଲ୍ଲା

ଆସନ୍ତା କାଲିଠାରୁ ସକାଳୁଆ ସ୍କୁଲ୍

03-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାର ସରକାରୀ ଓ ଘୋରୋଇ ସ୍କୁଲରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀର ସମୟକୁ ତୁରନ୍ତ ସକାଳ ୬.୩୦ ରୁ ସକାଳ ୧୦.୩୦ ପର୍ଯ୍ୟନ୍ତ ପୁନଃ ନିର୍ଦ୍ଧାରିତ ପାଇଁ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଏହା ସହିତ ସମସ୍ତ ସ୍କୁଲରେ ପାନୀୟ ଜଳର ଉପଲବ୍ଧତା ସୁନିଶ୍ଚିତ କରିବାକୁ ସ୍ୱତନ୍ତ୍ର ଭାବେ ଯତ୍ନ ନେବାକୁ ତଥା ଆବଶ୍ୟକ ସ୍ଥଳେ ସ୍କୁଲ କ୍ୟାମ୍ପସ ଭିତରେ ଥିବା ନଳକୂପ ଗୁଡ଼ିକୁ ମରାମତି କରାଯିବା ଉଚିତ ଯାହା ଦ୍ୱାରା ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରାଯାଇପାରିବ।
ପୁଣି ସ୍କୁଲରେ ପର୍ଯ୍ୟାପ୍ତ ORS ପ୍ୟାକେଟ ରଖିବା ସହ ଆବଶ୍ୟକତା ଅନୁଯାୟୀ ଛାତ୍ର/କର୍ମଚାରୀଙ୍କୁ ଯୋଗାଇ ଦିଆଯିବା ଉଚିତ ବୋଲି ନିର୍ଦ୍ଦେଶନାମା ରେ ଉଲ୍ଲେଖ ରହିଛି । ଛାତ୍ରମାନେ ଯେପରି ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ବାହ୍ୟ କାର୍ଯ୍ୟକଳାପକୁ ସୀମିତ କରିବାକୁ ପଡିବ। ସମସ୍ତ ପିତାମାତାଙ୍କୁ ସ୍କୁଲକୁ ଯିବା ସମୟରେ ସେମାନଙ୍କ ପିଲାମାନେ ପାଣି ବୋତଲ ବହନ କରିବା ପାଇଁ ସଚେତନ କରାଯିବା ଉଚିତ ବୋଲି ମଧ୍ଯ କୁହାଯାଇଛି । ଅଭିଭାବକ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଏହା ପର୍ଯ୍ୟାପ୍ତ ପ୍ରଚାର କରାଯିବା କରାଯିବା ଉଚିତ ବୋଲି ଜିଲ୍ଲାପାଳ ଆଜି ମିଡିଆ ଙ୍କୁ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026

You Might Also Like