-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||     

HOME   ଜିଲ୍ଲା

ଇକୋ କ୍ଲବ ଆନୁକୂଲ୍ୟରେ ହାତୀ ସୁରକ୍ଷା ସଚେତନତା ଅଭିଯାନ

03-Apr-2026



ବରଗଡ଼/ଅମ୍ବାଭୋନା(ପ୍ରେରଣା ଖବର): ପାରିସ୍ଥିତିକ ଭାରସାମ୍ୟ ରକ୍ଷା କରିବା ସହ ନିମିତ୍ତ ହାତୀ ପରି ବନ୍ୟଜୀବର ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।ଏହାକୁ ଭିତ୍ତି କରି ପରିବେଶ ଶିକ୍ଷଣ କେନ୍ଦ୍ର ଭୁବନେଶ୍ୱର ଓ ଗୋପାଳପୁର ଆଶ୍ରମ ସ୍କୁଲ ଭଟଲିର ଇକୋ କ୍ଲବ୍ ପକ୍ଷରୁ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜୁନାନୀ ଗାଁରେ ହାତୀ ସୁରକ୍ଷା ପାଇଁ ଏକ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି।ଏହି ସଚେତନତା କାର୍ଯ୍ୟକ୍ରମରେ ଗୋପାଳପୁର ଆଶ୍ରମ ସ୍କୁଲର ପ୍ରଧାନ ଶିକ୍ଷକ ତଥା ପ୍ରକୃତିପ୍ରେମୀ ଉଚ୍ଛବ ଭୁଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ବନ୍ୟ ପ୍ରାଣୀ ବିଭାଗର ଏସିଏଫ୍ ଦିଲ୍ଲୀପ କୁମାର ଧଳ, ମୁଖ୍ୟ ବକ୍ତା ଭାବରେ ଇକୋ କ୍ଲବ୍ ମାଷ୍ଟର ଟ୍ରେନର ତଥା ପରିବେଶବିତ୍ ସଞ୍ଜୟ ଖମାରୀ,ସମ୍ମାନିତ ଅତିଥି ଭାବରେ ପ୍ରକୃତି ବନ୍ଧୁ ଶୋଭାରାମ ସାହୁ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଦ୍ରୁପଦ ପାତ୍ର ମଞ୍ଚାସୀନ ଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥିବୃନ୍ଦ ବିଘ୍ନ ବିନାଶକ ଶ୍ରୀଗଣେଶଙ୍କ ପୂଜାର୍ଚ୍ଚନା କରିବା ପରେ ଅତିଥିମାନଙ୍କୁ ଚାରା ପ୍ରଦାନ କରି ସ୍ବାଗତ କରାଯାଇଥିଲା।କାର୍ଯ୍ୟକ୍ରମର ସ୍ମୃତିସନ୍ତକ ସ୍ୱରୂପ ଗ୍ରାମବାସୀଙ୍କୁ

ସ୍ମୃତି ଚାରା ବଣ୍ଟନ କରାଯାଇଥିଲା।ସମସ୍ତ  ଗ୍ରାମବାସୀ ଓ ପ୍ରକୃତି ପ୍ରେମୀ ବିଦ୍ୟୁତ ତାରକୁ ସୁରକ୍ଷିତ କରି ବନ୍ୟପ୍ରାଣୀଙ୍କ ଯେପରି କ୍ଷତି ନ ହୁଏ ସେଥିପ୍ରତି ଯତ୍ନବାନ ହେବାର ଆବଶ୍ୟକତା ରହିଛି ବୈଠକରେ ମତ ପ୍ରକାଶ ପାଇଥିଲା।ହାତୀ ପରି ବନ୍ୟପ୍ରାଣୀ ସହ ସଂଘର୍ଷ ନ କରି  ବନ୍ୟଜୀବର

ସୁରକ୍ଷା କରିବା ପ୍ରତ୍ୟେକ ନାଗରିକର ନୈତିକ ଦାୟିତ୍ବ ଓ ବନ୍ୟପ୍ରାଣୀଙ୍କ ଦ୍ବାରା କ୍ଷୟକ୍ଷତି ହେଲେ ଅନୁକମ୍ପା ଆପ୍ ମାଧ୍ୟମରେ କିପରି ସହାୟତା ପାଇବେ ସେ ସଂପର୍କରେ ଆଲୋଚନା ହୋଇଥଲା।ଏହି ସଚେତନତା କାର୍ଯ୍ୟକ୍ରମରେ ବନରକ୍ଷୀ ସଞ୍ଜୀବ ଭୁଏଙ୍କ ସମେତ ଜୁନାନୀ ଗ୍ରାମବାସୀ ଓ ସ୍ଵଂୟ ସହାୟକ ମହିଳା ଗୋଷ୍ଠୀ ଉପସ୍ଥିତ ଥିଲେ।ଶିକ୍ଷକ ରୋହିତ ଭୁଏ ସଭା କାର୍ଯ୍ୟ ପରିଚାଳନା କରିଥିବାବେଳେ ଅଭିମନ୍ୟୁ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026

You Might Also Like