-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||     

HOME   ଜିଲ୍ଲା

ଶିକ୍ଷାକ୍ଷେତ୍ରରେ ପ୍ରତିମା ରାଉତଙ୍କ ଅବଦାନ ଅତୁଳନୀୟ

03-Apr-2026



(ରଂଜିତ ମହାନ୍ତି )
ବରୀ ବ୍ଲକ୍ ଅଧୀନ ବାଲିବିଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ପ୍ରତିମା ରାଉତଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ୨୮ ବର୍ଷର ଶିକ୍ଷକତାରେ ଶିକ୍ଷାକ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ରହିଛି। ଏଥିପାଇଁ ବିଦ୍ୟାଳୟ ପକ୍ଷରୁ ଏହି ସଭା ଆୟୋଜନ କରାଯାଇଥିଲା। ସଭାରେ ପ୍ରଧାନଶିକ୍ଷକ ପ୍ରମୋଦ
କୁମାର ଦାସ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ ମନମୋହନ ପାଢ଼ୀ ଯୋଗଦେଇ ଶିକ୍ଷୟିତ୍ରୀଙ୍କ କର୍ତ୍ତବ୍ୟନିଷ୍ଠା ଓ ସରଳ ଜୀବନଶୈଳୀର ଭୂୟସୀ ପ୍ରଶଂସା କରିଥିଲେ। ମୁଖ୍ୟବକ୍ତାଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଅଜୟ ସାମଲ ଯୋଗଦେଇ ଶିକ୍ଷା ପ୍ରସାରରେ ତାଙ୍କର ଭୂମିକା ସମ୍ପର୍କରେ ଆଲୋକପାତ କରି କରିଥିଲେ। ସମ୍ମାନିତ ଅତିଥି ଭାବେ ନିକୁଞ୍ଜ ସାମଲ, ସରସ୍ୱତୀ ସ୍ବାଇଁ ଇଁ, ଦୀପ୍ତିମୟୀ ଦାସ ଏବଂ ଲକ୍ଷ୍ମୀଧର ହେସା ଉପସ୍ଥିତ ରହି ଶିକ୍ଷୟିତ୍ରୀଙ୍କ ସୁସ୍ଥ ଓ
ନିରାମୟ ଜୀବନ କାମନା କରିଥିଲେ। ଶିକ୍ଷୟିତ୍ରୀଙ୍କୁ ଶୋଭାଯାତ୍ରା ମାଧ୍ଯମରେ ତାଙ୍କ ବାସଭବନକୁ ପା ଛୋଟି ନିଆଯାଇଥିଲା। କାର୍ଯ୍ୟକ୍ରମରେ ଶିକ୍ଷକ ଯଶୋବନ୍ତ ବେହେରା, ଚୈତନ୍ୟ ସୋରେନ, ଶିକ୍ଷୟିତ୍ରୀ ସବିତା ଓଝା, ନର୍ମଦା ବାରିକ, ବନ୍ଦନା ସାମଲ, ସୁଶ୍ରିତା ଜେନା, ହିମାଂଶୁ ଶେଖର ଦା ଶ ଶ ଓ କାଳନ୍ଦୀ ଚରଣ ବେ ବହେରା ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟା ଦ୍ୟାଳୟର କର୍ମଚାରୀ ଓ ଛାତ୍ରୀଛାତ୍ର ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026

You Might Also Like