-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||     

HOME   ଜିଲ୍ଲା

ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ

03-Apr-2026



 

ପାଟଣାଗଡ଼, (ପ୍ରେରଣା ଖବର) ପାଟଣାଗଡର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ଷୋଡ଼ଶ ବାର୍ଷିକ ଉତ୍ସବ ଧୂମାଭଟା ରୋଡସ୍ଥିତ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ଧୂମଧାମରେ ଅନୁଷ୍ଠିତ ହୋଇଥିଲା।ସଂସଦର ସଭାନେତ୍ରୀ ସୁଶ୍ରୀ ସଂଯୁକ୍ତା ପରିଛାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ରାମଚନ୍ଦ୍ର ସାହୁ ମୁଖ୍ୟ ଅତିଥି, ଡ.ସଞ୍ଜୟ କୁମାର ମିଶ୍ର ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ । ସଭାନେତ୍ରୀ ତଥା ମୁଖ୍ୟବକ୍ତା ଓ ମୁଖ୍ଯ ଅତିଥି ବର୍ତ୍ତମାନ ସମାଜର ପରିସ୍ଥିତି ଓ ସାମାଜିକ ପରିବର୍ତ୍ତନରେ ସାହିତ୍ଯିକଙ୍କ ଭୂମିକା ବିଷୟରେ ଆଲୋକପାତ କରିଥିଲେ।କୋଷାଧ୍ୟକ୍ଷ ସତ୍ୟାନନ୍ଦ ଖମାରୀ ଅତିଥି ପରିଚୟ, ସମ୍ପାଦିକା ସୁଶ୍ରୀ ସବିତା ଭୋଇ ବିବରଣୀ ପଠନ,ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା ଓ ଡ.ନକୁଳ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ମାଁ ପାଟଣେଶ୍ୱରୀଙ୍କ ଫଟୋଚିତ୍ରରେ ଧୂପଦୀପ ପ୍ରଦାନ କରି ସଭାରମ୍ଭ କରାଯାଇଥିଲା।ବରିଷ୍ଠ ସଭ୍ୟ ସ୍ୱର୍ଗତ ସୁଧୀର ଦାଶ, ଗୋବର୍ଦ୍ଧନ ଭୋଇ,ସଦାନନ୍ଦ ତ୍ରିପାଠୀଙ୍କ ଅମର ଆତ୍ମାର ଶାନ୍ତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।ସହଯୋଗ ଭିତ୍ତିକ ସଂସଦର ମୁଖପତ୍ର ପାଟଣାସୌରଭ ଅତିଥି ମାନଙ୍କ କର କମଳରେ ଶୁଭ ଉନ୍ମୋଚିତ ହୋଇଥିଲା।ରାଜ୍ୟର ପ୍ରତିଭାଧାରୀ କବି ଲେଖକ ନିତ୍ୟାନନ୍ଦ ମିଶ୍ରଙ୍କୁ ପାଟଣେଶ୍ୱରୀ ସାରସ୍ୱତ ସମ୍ମାନ, ହିମାଞ୍ଚଳ ସାହୁଙ୍କୁ ଗ୍ରାମ୍ୟକବି ରତ୍ନ ଚୂଡାମଣି ପାଣିଗ୍ରାହୀ ସ୍ମୃତି ସମ୍ମାନ, କପିଳେଶ୍ୱର ଖମାରୀଙ୍କୁ ବିପିନ ବିହାରୀ ପରିଛା ସ୍ମୃତି ସମ୍ମାନ, ଚନ୍ଦ୍ରାବତି ପାଣ୍ଡେଙ୍କୁ ଗୀତାଞ୍ଜଳି ଖମାରୀ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଥିଲା।ସଂସଦର ଆଜୀବନ ସଦସ୍ୟ ହୋଇଥିବାରୁ ସଚ୍ଚିଦାନନ୍ଦ ମେହେର, ଜନ୍ମେଜୟ ପଣ୍ଡା, ବିଜୟିନୀ ଝାଙ୍କରଙ୍କୁ ଆଜୀବନ ସଦସ୍ୟ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା।ଦ୍ୱିତୀୟ ଅଧିବେଶନରେ ବହୁଭାଷୀ କବିତା ପାଠ ଡକ୍ଟର ନକୁଳ ମେହେରଙ୍କ ସଭାପତିତ୍ୱରେ ହୋଇଥିଲା।ଦିଲ୍ଲୀପ ମିଶ୍ର ଓ ଶ୍ୱେତଲିପ୍ତା ମହାପାତ୍ରଙ୍କ ସଂଯୋଜନାରେ ଶତାଧିକ କବି କବୟିତ୍ରୀ ସହଦେବ ମେହେର, ରୋଶନୀ ଭୋଇ,ପ୍ରଦୀପ କୁମାର ଦାଶ ଆଦି କବିତା ପାଠ କରିଥିଲେ।ଏହି କାର୍ଯ୍ୟକ୍ରମରେ    ଶିଳ୍ପୀ ଅନ୍ତର୍ଯ୍ୟାମୀ ମେହେର, ଅଭିଳାଷ ମେହେର, ଗୌରୀ ରାଉତ, ଦୀପ୍ତିପ୍ରକାଶ ଦାସ,ପ୍ରତିମା ମେହେର,ଦୀନବନ୍ଧୁ ବଗର୍ତ୍ତୀ,ଶେଷଦେବ ପଣ୍ଡା,ଦୁର୍ଗା ପ୍ରସାଦ ପାଣିଗ୍ରାହୀ, ଅଞ୍ଜଳା ପରମଗୁରୁ,ପ୍ରିୟବ୍ରତ ଚନ୍ଦନ,ଗଜାନନ ପୁରୋହିତ,ସହଦେବ ମେହେର,ଉଗ୍ରେସନ ମିଶ୍ର, ମୁକେଶ କୁମାର ଶର୍ମା,ସମେତ ଅନେକ ସାହିତ୍ୟ ସଂସ୍କୃତି ପ୍ରେମୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026

You Might Also Like