-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ଜିଲ୍ଲା

ମଁl ସମଲେଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉପଲକ୍ଷେ କଳସଯାତ୍ରା

03-Apr-2026



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଡୁଡୁକ। ରେ ମା ସମଲେଇ ମନ୍ଦିର ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ କଳସ ଯାତ୍ରା ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି ।  ଏହି ଅବସର ରେ ପୂଜା ମଣ୍ଡପ ରୁ 500 ରୁ ଉର୍ଦ୍ଧ ମହିଳା ମାନେ କଳସ ନେଇ ଗ୍ରାମ ର ନିକଟସ୍ଥ ପୋଖରୀ କୁ ଯାଇ ସେହିଠାରେ ପଣ୍ଡିତ ମାନଙ୍କ ପୂଜା ଅର୍ଚ୍ଚନା ପରେ ପୂର୍ଣ୍ଣ କଳସ ନେଇ ଗ୍ରାମ ଅଭିମୁଖେ ବାହାରି ଏକ ବିରାଟ ଶୋଭା ଯାତ୍ରା ରେ ଗ୍ରାମ ପରିକ୍ରମା କରିଥିଲେ ।ଏହି ସମୟରେ ଘଣ୍ଟ ବାଦ୍ୟରେ ଗ୍ରାମ ଉତ୍ସାହ ଓ ଆନନ୍ଦ ଦେଖିବାକୁ ମିଳିଥିଲା । ଏହାପରେ ପୁଣି ମଣ୍ଡପ କୁ ପୂର୍ଣ୍ଣ କଳସ ନେଇ ସ୍ଥାପନା କରିଥିଲେ । ଏହି ସମଲେଇ ମନ୍ଦିର ପ୍ରତିଷ୍ଠା ଉତ୍ସବ 3/୪ ତାରିଖ ରୁ ଆରମ୍ଭ ହୋଇ 10/୪ ତାରିଖ ଦିନ ପୂର୍ଣ୍ଣାହୁତି ହେବ ବୋଲି ଗ୍ରାମ କମିଟି ପକ୍ଷରୁ ପ୍ରକାଶ ।ଏହି ଅବସର ରେ ପ୍ରତ୍ୟକ ଦିନ ଅଷ୍ଟ ପ୍ରହରୀ ନାମ ଯଜ୍ଞ, ପରାୟଣ , ମହିଷାସୁର ଦରବାର ଓ ସଂ।ସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହା ବ୍ୟତୀତ ପଞ୍ଚ କୁଣ୍ଡୀୟ ବିଶ୍ଵଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେବ।ଏଥିରେ 5 ଜଣ ଦମ୍ପତି ପୂଜା ମଣ୍ଡପ ରେ ପୂଜା ଦାୟିତ୍ୱ ନିର୍ବାହ କରିବେ ।

ସେମାନେ ହେଲେ ମନ ମୋହନ ପଟେ ଲ _ ଜୟନ୍ତୀ ପ ଟେ ଲ , ଚୁଡ଼ାମଣି ପୋଡ _ ସବ୍ୟ। ପୋଡ଼ , ଅଶୋକ ପ ଟେ ଲ _ ଦୋଳ।ନି ପଟେଲ , ମୋହନ ପଟେ ଲ _ ସୁଷମା ପ ଟେ ଲ , ଗୋପାଳ ବଗର୍ତ୍ତି ଓ ଜସୋବନ୍ତିଁ ବଗର୍ତ୍ତି ସାତଦିନ ପର୍ଯ୍ୟନ୍ତ ପୂଜା ର କର୍ତ୍ତା ଦାୟିତ୍ୟୁ ସମ୍ପନ୍ନ କରିବେ ।ସେହିପରି 22 ଜଣ ପଣ୍ଡିତ ମନ୍ଦିର ପ୍ରତିଷ୍ଠା ଉତ୍ସବ ରେ ପୂଜା ଦ।ୟିତ୍ୟୁ ନିର୍ବାହ କରିବେ ।ସେମାନଙ୍କ ମଧ୍ୟରେ  ଯଜ୍ଞ ବ୍ରହ୍ମ। ଭାବେ ପଦ୍ମପାନି ମହାପାତ୍ର , ବୈରାଗୀ ଚରଣ ଆଚାର୍ଯ୍ୟ , ବିଶ୍ୱଜିତ୍ ମହାପାତ୍ର , ଆୟୁଷ ପଣ୍ଡା , ଶୁଭମ୍ ଶତପଥୀ , ସନ୍ତୋଷ ବିଶି , ସଂଜିପ ଷଡଙ୍ଗୀ , ରମଣୀ ରଂଜନ ପଣ୍ଡା ପ୍ରମୁଖ ସହଯୋଗ କରିବେ ବୋଲି ସୂଚନା ଦେଇଛନ୍ତି । ଏହି ପ୍ରତିଷ୍ଠା ଉତ୍ସବ ରେ ଗ୍ରାମବାସି ସମ୍ପୂର୍ଣ୍ଣ ଉପସ୍ଥିତ ରହି ସହଯୋଗ କରିବେ ବୋଲି କମିଟି ସୂତ୍ର ରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like