-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଓ଼ ସାରସ୍ୱତ ସମାରୋହ

04-Apr-2026



ଡେଲାଙ୍ଗ ,ଇତିହାସ ପ୍ରସିଦ୍ଧ ଘୋରଡ଼ିଆ ଦୟଣାଚୋରି କୁଞ୍ଜ ମେଳଣ ମହୋତ୍ସବ ଅବସରରେ  ଓଡିଶା ସାହିତ୍ୟ ଏକାଡେମୀ, ଭୁବନେଶ୍ୱର,   ମେକ୍ ଇନ ଇଣ୍ଡିଆ ଆଣ୍ଡ ମିଡ଼ିଆ ପରିବାର ଓ଼ ଜଳନ୍ଧର ସ୍ମୁତି ସାହିତ୍ୟ ପ୍ରତିଷ୍ଠାନ, ଘୋରଡ଼ିଆ ଆନୁକୂଲ୍ୟରେ ୧୧ତମ ବାର୍ଷିକ ଦୟଣାଚୋରି ସାହିତ୍ୟ ଆସର -୨୦୨୬  ଦୟଣାଚୋରି ମେଳଣ ମହୋତ୍ସବ ମଞ୍ଚରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି  ! ଏହି ଅବସରରେ ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ  ଦିଲ୍ଲୀପ କୁମାର ଧାଉଡ଼ିଆଙ୍କ ପୌରହିତ୍ୟରେ

ଆୟୋଜିତ   ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ ଓ଼ ସାରସ୍ୱତ ସମାରୋହ ଉତ୍ସବରେ   ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସୁସାହିତ୍ୟକ, ଗବେଷକ, ବାସ୍ତୁ ତଥା ଜ୍ୟୋତିଷ ବିଶାରଦ ଡ. ଦେବୀ ପ୍ରସାଦ ମହାପାତ୍ର, ମୁଖ୍ୟବକ୍ତା ରୂପେ ସମାଜସେବୀ ତଥା ବିଭାଗୀୟ ଅଧିକାରୀ,ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ , ସମ୍ମାନିତ ଅତିଥି ଭାବେ ବରିଷ୍ଠ ଶିଶୁ  ସାହିତ୍ୟିକ ତଥା ନାଟ୍ୟକାର ଡକ୍ଟର ହେମନ୍ତ କୁମାର ଛୋଟରାୟ,ବରିଷ୍ଠ ସାମ୍ବାଦିକ ତଥା କବି ପ୍ରସନ୍ନ କୁମାର ତ୍ରିପାଠୀ, ଯୁବ ସମାଜସେବୀ ତଥା ସଭାପତି ଦୟାଣାଚୋରି ମେଳଣ କମିଟି ଶ୍ରୀଯୁକ୍ତ ଶଶି ଶେଖର ରାୟ,  ବରିଷ୍ଠ ଶିକ୍ଷାବିତ,କବି ତଥା  ସମ୍ପାଦକ ମାଟିରମହକ ମାନସ ରଞ୍ଜନ ପଟ୍ଟନାୟକ,ରାଧାମୋହନ ଦେବ ମଠ ସଭାପତି ପ୍ରହଲ୍ଲାଦ ବଳିୟାରସିଂହ, କବି ବିପିନି ବିହାରୀ ଦଳେଇ,ପ୍ରମୁଖ ଯୋଗଦେଇ   କବି କବୟିତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ ଦୟଣାଚୋରି ଯାତ୍ରା ର ଐତ୍ୟହ, ପରମ୍ପରା ଓ଼ କଳା ସଂସ୍କୃତି, ଭାଷା ସାହିତ୍ୟ ଉପରେ ଆଲୋକପାତ କରିଥିଲେ   ।  ଏହି ଆସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଶତାଧିକ କବି କବୟିତ୍ରୀ ଯୋଗଦେଇଥିଲେ ! କବି ରୋହିତ ଚମ୍ପତ୍ତି , ପ୍ରଭାସ ଚନ୍ଦ୍ର ମହାପାତ୍ର , ଦୂତ୍ତିକୃଷ୍ଣ ମହାନ୍ତି,ହରିହର ବଳବନ୍ତରାୟ ,ଶରତ  ରାଉତ , ଶ୍ରୀମାନ ଗବା,ଅଧିକାରୀ ସ୍ୱାଇଁ,କବୟିତ୍ରୀ ସରୋଜିନୀ ଜେନା,ଲଷ୍ମୀପ୍ରିୟା ଦାଶ ବେଣୁଧର ବେହେରା,କବୟିତ୍ରୀ ଜ୍ୟୋସ୍ନାମୟୀ ସ୍ୱାଇଁ,ମଲ୍ଲୀକା ସିଂହ, ପ୍ରମିଳା ପଟ୍ଟନାୟକ, ମିଲିନା ସାହୁ, ହୃଷିକେଶ ପାଢ଼ୀ ଲିଙ୍ଗରାଜ ମହାପାତ୍ର,ଡ଼. ନୀଳାଦ୍ରି ଜଗଦେବ, ବିକ୍ରମ ଚମ୍ପତ୍ତି ସତ୍ୟବାଦୀ ସାହୁ, ନମିତା ସ୍ୱାଇଁ ପ୍ରମୁଖ ଯୋଗଦେଇ ସ୍ବ ରଚିତ କବିତା ଆବୃତି କରି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ, ସମସ୍ତ କବି କବୟିତ୍ରୀଙ୍କୁ ଅନୁଷ୍ଠାନ ପକ୍ଷରୁ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା !

କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ, ପରେ ବନ୍ଦେ ଉତ୍କଳ ଜନନୀ ଜ୍ଞାନ, ସ୍ୱାଗତ ସଂଙ୍ଗୀତ, ଦେଶାତ୍ମକ ସଙ୍ଗୀତ, ସମ୍ବଲପୁରୀ ଓ଼ ନୃତ୍ୟ ଗୀତ କୁନିକୁନି ପିଲାଙ୍କ ଦ୍ୱାରା ପରିବେଷଣ କରାଯାଇଥିଲା ! ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନିୟ ଅବଦାନ ପାଇଁ ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ! ମଞ୍ଚ ପରିଚାଳନା ଓ କବିତା ସଂଯୋଜନା କରିଥିଲେ ବରିଷ୍ଠ କବି ତଥା ଉପଦେଷ୍ଟା ରମେଶ ଚନ୍ଦ୍ର ସ୍ୱାଇଁ !କାର୍ଯ୍ୟକ୍ରମ ର ସଫଳତା ପାଇଁ ଶେଷରେ   ଟ୍ରଷ୍ଟି ଗୀତାରାଣୀ ରଣଜିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like