-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ଜନଗଣନା କ୍ଷେତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରିଦର୍ଶନ କଲେ ଜିଲ୍ଲା ପାଳ

04-Apr-2026



(ପ୍ରିୟଦର୍ଶିନୀ ପାତ୍)
ଡାବୁଗାଁ ବ୍ଲକ ସ୍ଥିତ ସରକାରୀ ପଂଚାୟତ ହାଇସ୍କୁଲ ଠାରେ  ଜନଗଣନା କ୍ଷେତ୍ର ପ୍ରଶିକ୍ଷକ ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଚତୁର୍ଥ ପର୍ଯ୍ୟାୟ ଚାଲିଛି । ଆଗାମୀ ଜନଗଣନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ  ଡାବୁଗାଁ ର  ତହସିଲଦାର ତଥା ପ୍ରମୁଖ ଜନଗଣନା ଅଧିକାରୀ ତହସିଲଦାର ଗୀତା ମୁର୍ମୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜନଗଣନା କାର୍ଯ୍ୟକୁ କିଭଳି ସୁଚାରୁରୂପେ ପରିଚାଳନା କରାଯାଉଛି ଏହା ଆଜି ପରିଦର୍ଶନ ପାଇଁ ଆସିଥିଲେ ନବରଙ୍ଗପୁର ଜିଲ୍ଲା ପାଳ ମହେଶ୍ୱର ସ୍ୱାଇଁ। ଏବଂ ଉପସ୍ଥିତ ସମସ୍ତ ତାଲିମଦାତାଙ୍କୁ ମାର୍ଗଦର୍ଶନ କରିଥିଲେ।ଏହି ପ୍ରଶିକ୍ଷଣ କର୍ମଶାଳା ରେ ଆଜି ଚତୃର୍ଥ ପର୍ଯ୍ୟାୟ ନବରଙ୍ଗପୁର ଜିଲ୍ଲା ପାଳ ସହ ଡାବୁଗାଁ ତହସିଲଦାର ଗୀତା ମୁର୍ମୁ, ଡାବୁଗାଁ ବିଡ଼ିଓ ସମୀର ପାତ୍ର ସହ ଅନେକ ଜିଲ୍ଲାସ୍ତରୀୟ କର୍ମଚାରୀ ଉପସ୍ଥିତ ଥିଲେ।
ପହଁଚି ସମସ୍ତ ଚାଲିଥିବା ସମୟରେ ସୁଚନା ଅନୁସାରେ ଆସନ୍ତା ଏପ୍ରିଲ ୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ମୋବାଇଲ ଆପ ଜରିଆରେ ଜନ ସାଧାରଣ ୩୩ ଟି ପ୍ରଶ୍ନ ରସ୍ଵୟଂ ଜନଗଣନା ତଥ୍ୟ ପ୍ରଦାନ କରିବେ ଏବଂ ଏପ୍ରିଲ ୧୬ ରୁ ମେ ୧୫ ପର୍ଯ୍ୟଂତ ଘରକୁଘର ଯାଇ ଜନ ଗଣନାକାରୀ ତଥ୍ୟ ସଂଗ୍ରହ କରିବେ। ଏହି ପ୍ରଶିକ୍ଷଣ ସମୟରେ ବିଶେଷ କରି ଜନଗଣନା ସମ୍ପର୍କିତ ତଥ୍ଯ ସଂଗ୍ରହ,ସଠିକ୍ ଲେ ଆଉଟ୍ ମ୍ୟାପ୍ ପ୍ରସ୍ତୁତି, ମୋବାଇଲ୍ ଆପ ରେ ଜନଗଣନା ସମ୍ପର୍କିତ ତଥ୍ୟ ପ୍ରଦାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ କିଭଳି ନିର୍ଭୁଲ ତଥ୍ୟ ଅପଲୋଡ଼ କରାଯାଇପାରିବ,ସେ ନେଇ ପ୍ରଶିକ୍ଷକଙ୍କୁ ବ୍ୟବହାରିକ ଜ୍ଞାନ ପ୍ରଦାନ କରାଯାଇଥିଲା।ଏହି ତାଲିମ ଡାବୁଗାଁ ତହସିଲ ଅଧୀନରେ ୨୩.୦୩.୨୦୨୬ ରୁ ୦୭.୦୪.୨୬ ପର୍ଯ୍ୟନ୍ତ ୪ଟି ପର୍ଯ୍ୟାୟରେ କରାଯାଉଥିବା ଡାବୁଗାଁ ତହସିଲଦାର ଶ୍ରୀମତୀ ଗୀତା ମୁର୍ମୁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026

You Might Also Like