-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||     

HOME   ଜିଲ୍ଲା

ଓଡ଼ିଆ ପକ୍ଷ ଅବସରରେ ସୋନପୁରରେ ଓଡ଼ିଆ ନାମଫଳକ ସଚେତନତା ପଦଯାତ୍ରା

04-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଓଡ଼ିଆ ପକ୍ଷ -୨୦୨୬ ପାଳନ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ, ସୁବର୍ଣ୍ଣପୁରର ମିଳିତ ଆନୁକୂଲ୍ୟରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ, ସୋନପୁର ପରିସର ଠାରୁ ଏକ "ଓଡ଼ିଆ ଭାଷାରେ ନାମଫଳକ ଲେଖା ଅଭିଯାନ -ସଚେତନତା ପଦଯାତ୍ରା " ଆରମ୍ଭ ହୋଇ ସୋନପୁର ପୌରାଞ୍ଚଳ ପରିଭ୍ରମଣ କରି ପୌରପରିଷଦ କାର୍ଯ୍ୟାଳୟ, ସୋନପୁରଠାରେ ଶେଷ ହୋଇଥିଲା । ଉକ୍ତ ସଚେତନତା ପଦଯାତ୍ରାକୁ ଉଭୟ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ଶ୍ରୀ ରାଜେନ୍ଦ୍ର ମାଝୀ ଏବଂ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ସୁବର୍ଣପୁର ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । 
ଉକ୍ତ କାର୍ଯ୍ୟକ୍ରମରେ ପ୍ରଭାଗୀୟ ଶ୍ରମ ଆଯୁକ୍ତ ଶ୍ରୀ ଦିଲେଶ୍ୱର ଖାଖା, ସୁବର୍ଣ୍ଣପୁର, ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ  ଦିବ୍ୟ ଶଙ୍କର ଧୁରୁଆ, ସୁବର୍ଣ୍ଣପୁର, ଜିଲ୍ଲାସଂସ୍କୃତି ଅଧିକାରୀ ଶ୍ରୀମତୀ ଯମୁନା ପ୍ରଧାନ, ସୁବର୍ଣ୍ଣପୁର, କାର୍ଯ୍ୟ ନିର୍ବାହୀ, ଅଧିକାରୀ, ପୌରପରିଷଦ ଶ୍ରୀ ଋଷି ମାଝୀ,

ସୋନପୁର, ସହକାରୀ ଶ୍ରମ ଅଧିକାରୀ ଶ୍ରୀ କେଦାର ସିଂ ବରିହା, ସୋନପୁର, ସହ ଶ୍ରମ ଅଧିକାରୀ ଶ୍ରୀ ଚିନ୍ମୟ ମେହେର, ବିନିକା, ସହକାରୀ ଶ୍ରମ ଅଧିକାରୀ ଶ୍ରୀ ସୌମ୍ୟରଞ୍ଜନ ସାହୁ, ଡୁଙ୍ଗୁରିପାଲି, ସହକାରୀ ଶ୍ରମ ଅଧିକାରୀ ଶ୍ରୀ ସପ୍ରତିଭ ପ୍ରଧାନ ,ତରଭା, ସହକାରୀ ଶ୍ରମ ଅଧିକାରୀ ଶ୍ରୀ ଲିପକ୍ ରାଜ ନାଏକ,ଉଲ୍ଲୂଣ୍ଡା ,  ସଭାପତି, ସୁବର୍ଣ୍ଣପୁର ଜିଲ୍ଲା ବ୍ୟବସାୟୀ ସଂଘ, ସଭାପତି, ମାରୱାଡି ଯୁବ ମଞ୍ଚ ସୋନପୁର, ସଭାପତି ସୁବର୍ଣ୍ଣପୁର ଜିଲ୍ଲା ହୋଟେଲ ମାଲିକ ସଂଘ, ସୁବର୍ଣ୍ଣପୁର, ସଭାପତି, ସୁବର୍ଣ୍ଣପୁର ଜିଲ୍ଲା ଔଷଧ ବ୍ୟବସାୟୀ ସଂଘ, ସୁବର୍ଣ୍ଣପୁର, ସଭାପତି, ଟ୍ରେଡ଼ ୟୁନିଅନ ସମନ୍ୱୟ ସମିତି, ସୋନପୁର, ତଥା ଅନ୍ୟାନ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।
 ଏହି କାର୍ଯ୍ୟାକ୍ରମରେ  ବିଭିନ୍ନ ବିଭାଗ, ପ୍ରତିଷ୍ଠାନ, ସ୍ବେଚ୍ଚାସେବୀ ସଂଗଠନର ବ୍ୟକ୍ତି ବିଶେଷ ମଧ୍ୟ  ଯୋଗଦାନ କରି ସାଫଲ୍ୟ ମଣ୍ଡିତ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026

You Might Also Like