-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ମେହେଫିଲ ର ନିଆରା କାର୍ଯ୍ୟକ୍ରମ ♦️ ରେଷ୍ଟେ।ରେଣ୍ଟରେ ରକ୍ତଦାନ ଶିବିର 

04-Apr-2026



ମେହେଫିଲ ତରଫରୁ ୫୦ ୟୁନିଟ ରକ୍ତ ସଂଗ୍ରହ 

ବଲାଙ୍ଗୀର(ପ୍ରେରଣା ଖବର): ଦିନକୁ ଦିନ ଖରା ବଢ଼ିବାରେ ଲାଗିଛି ତାହାସହ ବଲାଙ୍ଗୀର ରକ୍ତଭଣ୍ଡାରକୁ ପ୍ରାୟ ୩ଟି ଜିଲ୍ଲାର ରୋଗୀ ନିର୍ଭର କରୁଛନ୍ତି। ଏହାକୁ ଆଖି ଆଗରେ ରଖି ବଲାଙ୍ଗୀର ସହର ସ୍ଥିତ ମେହେଫିଲ ରେଷ୍ଟେ।ରେଣ୍ଟ ସହ ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର ସହାଭାଗିତାରେ ଏକ ନିଆରା ପଦକ୍ଷେପ ହାତକୁ ନେଇଛି। ସୁସ୍ୱାଦୁ ଖାଇବା ଯୋଗାଉଥୁବା ରେଷ୍ଟେ।ରେଣ୍ଟ ରକ୍ତଦାନ ଶିବିର କରି ଉଦାହରଣ ପାଲିଟିଛି। ଆଜି ସ୍ଥାନୀୟ ମେହେଫିଲ୍ ରେଷ୍ଟେ।ରେଣ୍ଟରେ ବିଶିଷ୍ଟ ଶିକ୍ଷାବିତ୍ ସ୍ୱର୍ଗତ କ୍ଷୀରୋଦ୍ର ମିଶ୍ରଙ୍କ ସୃତିରେ ଆୟୋଜିତ ରକ୍ତଦାନ ଶିବିରକୁ ପୌରାଧକ୍ଷା ଲିକା ସାହୁ ଉଦଘାଟକ ଭାବରେ ଯୋଗଦେଇ ଉଦଘାଟନ କରିଥିବା ବେଳେ ମୁଖ୍ୟଅତିଥି ଭାବରେ ଜିଲ୍ଳା ମୁଖ୍ୟ ଚିକିତ୍ସା ଅଧିକାରିଣୀ ଡ. ପୁଷ୍ପାଞ୍ଜଳି ମିଶ୍ର ଯୋଗ ଦେଇଥିଲେ। ସେହିପରି ସମ୍ମାନିତ ଅତିଥି ଭାବରେ ପ୍ରମେୟ କେବିକେ ସଂସ୍କରଣ ମୁଖ୍ୟ ଅଖିଳ ହୋତା, ଜିଲ୍ଲା ଓକିଲ ସଂଘ ର ସଭାପତି ବାସୁ ରଥ ଯୋଗ ଦେଇଥିଲେ। ଆୟୋଜିତ ସଚେତନତା ସଭାକୁ ସୋମନାଥ ମିଶ୍ର ସଂଯୋଜନା କରିଥିବା ବେଳେ ମେହେଫିଲ୍ ର ମୁଖ୍ୟ ସୁଧାଂଶୁ ଶେଖର ମିଶ୍ର ମଂଚାସୀନ ଥିଲେ। ଏହି ଶିବିରରେ ବଲାଙ୍ଗୀର କଲେଜ ଅଫ ନର୍ସିଙ୍ଗ ର ଛାତ୍ରଛାତ୍ରୀ ମାନେ ପ୍ରମୁଖ ଭୂମିକା ନେଇଥିବା ବେଳେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ, ସ୍ବେଛାସେବୀ ସଂଗଠନ, ସମଲେଇ ମନ୍ଦିର ଆଳତି କମିଟି, ସ୍ୱାଭିମାନ ପରିବାର, ଅନ ଫିଟନେସ, ଯେଭିଅର ପବ୍ଲିକ ସ୍କୁଲ, ଟିନଟୋ କେଫେ, ଦ ସ୍କିଲ ସ୍କୁଲର କର୍ମକର୍ତା ରକ୍ତଦାନ କରି ଥିଲେ। ସୁଧାଂଶୁ ମିଶ୍ର, ତପସ୍ୱିନୀ ମହାପାତ୍ର, ଗୋବିନ୍ଦ ଶତପଥି, ଅନିଲ ନାଏକ, ପ୍ରମିତ ବଢିଆ, ଶ୍ରୀପତି ସିଂ, ସୁନୀଲ ନାଏକ, ସୁଦାମ ସାହୁ, ଗୋକୁଳା ମିଶ୍ର, ବନବିହାରୀ ମିଶ୍ର, ସ୍ୱସ୍ତିକ ମିଶ୍ର, କଲ୍ୟାଣୀ ନନ୍ଦ, ରାଜା ନନ୍ଦ, ସୁମନ ଉଦ୍ଗାତା, ଅରବିନ୍ଦଙ୍କ ସମେତ ୫୦ ଜଣ ରକ୍ତଦାନ କରିଥିଲେ। ଏହି ଶିବିରକୁ ନେହା କର, ସୋମ୍ୟା ପ୍ରିୟଦର୍ଶିନୀ,ଦ୍ରୁପ୍ତିମୟୀ ବାଗ, ଅଂଶୁମାନ ନନ୍ଦ, ବୁଲୁ ମହାକୁର, ମୁକେଶ ପଧାନ, କନ୍ଦର୍ପ ରଣା, ବ୍ୟାସଦେବ ନନ୍ଦ, ଶିବ ପ୍ରସାଦ ସିଂ, ପ୍ରଭାତ ମହାନ୍ତି, ଗୋବିନ୍ଦ ଶତପଥି, ବିକାଶ ସା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଜିଲ୍ଳା ରକ୍ତଭଣ୍ଡାରର ଡ. ଅଶୋକ ମିଶ୍ର, ସେକ ଅସରଫ,ଜ୍ୟୋତିର୍ମୟୀ ନାଏକ, ସ୍ଵାଗତିକା ରାଉଲ, ସୁଶୀଲ ସୁନା ରକ୍ତ ସଂଗ୍ରହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026

You Might Also Like