-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||     

HOME   ଜିଲ୍ଲା

*ଖଡିଛୁଆଁ ଉତ୍ସଵ ପାଳନ ପ୍ରହସନ- ମିଡିଆ ବୁମ୍ ଆଗରେ ଜିଲ୍ଲା ଶିକ୍ଷାଧିକାରୀ ଗୁମ୍*

04-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଲାଗି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାରା ରାଜ୍ୟରେ ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ବିଦ୍ୟା ଆରମ୍ଭ ଓ ଖଡ଼ିଛୁଆଁ କରିବାକୁ କେତେ ଆଡ଼ମ୍ବରରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର । ମୁଖ୍ୟମନ୍ତ୍ରୀ ନିଜେ ବି ରାଜ୍ୟ ଖଡ଼ି ଛୁଆଁ ଉତ୍ସବରେ ମୂଖ୍ୟ ଅତିଥି ଥିଲେ । ହେଲେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲାରେ । ସୁନ୍ଦର ସ୍କୁଲ୍ କୋଠା ସହ ମୁରୁଜରେ ସାଜ ସଜ୍ଜା କୁ ଚକା ଚକ ପରିବେଶ । ଜିଲ୍ଲା ସ୍ତରୀୟ ଖଡିଛୁଆଁ ପର୍ବ ପାଳନ ପାଇଁ ସୁବର୍ଣ୍ଣପୁର ମଝିପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଠାରେ ସକାଳ ୯ ଟା ବେଳେ ଉତ୍ସଵର ସମୟ ଧାର୍ଯ୍ୟ ହୋଇଥିଲା । ଶିକ୍ଷକ ଶିକ୍ଷୟିତ୍ରୀ ଶିକ୍ଷା ବିଭାଗ ଅଧିକାରୀ, ସାମ୍ୱାଦିକ, ଅତିଥି ଜିଲ୍ଲା ପ୍ରଶାସନର ଅଧିକାରୀ ସମସ୍ତେ ଠୁଳ । ଦୁଇ ଘଣ୍ଟା ଅପେକ୍ଷା ହେଲେ ଯାହାଙ୍କୁ ନେଇ ଏହି ପର୍ବ ପାଳନ ହେବ ତାଙ୍କର ଦେଖା ନ ଥିଲା । ଶେଷ କୁ ଗଣିଲା ବେଳେ ପିଲା ମାତ୍ର ୯ ଜଣ । କାରଣ ଏ ନେଇ ଅଭିଭାବକ ଓ ଛାତ୍ର ଛାତ୍ରୀଙ୍କୁ କୋଡ଼ିନେଟର ଅଭାବ ଥିଲା ନିଶ୍ଚିତ । କେମିତି ପୁଅ ଝିଅ ମାନେ ଅପାଠୁଆ ନ ରହିବେ, ଅଧାରୁ ସ୍କୁଲ ନ ଛାଡ଼ିବେ ଏ ନେଇ "ସଭିଏଁ ପଢ଼ିବା ସଭିଏଁ ସ୍କୁଲ ଯିବା" ଅଭିଯାନ ରେ  ଖଡିଛୁଆଁ ପର୍ବରେ ଦିଲ୍ ଖୋଲି ମନ ଖୋଲି ଟଙ୍କା ଖର୍ଚ୍ଚ  କରୁଛନ୍ତି ରାଜ୍ୟ ସରକାର । କିନ୍ତୁ ସେଠାରେ ଯେଉଁ ଛୁଆଙ୍କୁ ନେଇ ଏହି ଉତ୍ସବ ସେମାନଙ୍କ ପାଖରେ ପଙ୍ଖା ନାହିଁ ଝାଳନାଳ କିନ୍ତୁ ସେଠାରେ ଉପସ୍ଥିତ ଅତିଥି ମାନେ ଆରାମ ରେ ପଙ୍ଖା ତଳେ।

ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କ ମନ ଊଣା କାହିଁକି ? ମନମାନି କାହିଁକି ? କେତେ ପିଲାଙ୍କର ଖଡିଛୁଆଁ ହେବ ? ପିଲାଙ୍କପାଇଁ କଣସବୁ ବ୍ୟବସ୍ଥା କରାଯାଇଛି ? ଏ ସ୍କୁଲରେ କେତେ ପିଲା ପାଠ ପଢୁଛନ୍ତି ଏସବୁର ସୂଚନା କିନ୍ତୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପାଖରେ ନ ଥିଲା ଆଜି ଭଳି ଦିନରେ ।ଏନେଇ ଗଣମାଧ୍ୟମ ପ୍ରତିନିଧି  ପଚାରିବାରୁ ସେମିତି କିଛି ନାଇଁ ପିଲା ଆସୁଛନ୍ତି କହି ଆଦୌ ଉତ୍ତର ଦେଇ ପାରିଲେନି । ମିଡିଆ ବୁମ୍ ଆଗରେ ଗୁମ୍ ହୋଇଗଲେ ଓ ଝାଳ ନାଳ ହୋଇ ପ୍ରଶ୍ନ ସବୁ ଏଡାଇ ବୁମ୍ ଏଡ଼ାଇ ଚାଲିଗଲେ । ଉତ୍ସବ ରେ ଭାଷଣ ଦେଲେ ପିଲାଙ୍କ ସହ ଭାବ ବିନିମୟ ମାଧ୍ୟମରେ ପରିସ୍ଥିତି କୁ ସୁଧାରି ବାକୁ ଖୁବ୍ ଚେଷ୍ଟା କଲେ ଓ ମନ ଖୋଲା ହସ ଟିଏ ହସିବାକୁ ଚେଷ୍ଟା କଲେ ତାହା ବି ହେଲାନି । କାରଣ ଏହା ପୁର୍ବରୁ ସର୍ଵ ସମ୍ଭୁଖରେ ସାମ୍ୱାଦିକଙ୍କ ପ୍ରଶ୍ନରେ ଜିଲ୍ଲା ଶିକ୍ଷା ଅଧିକାରୀ ମିନାରାଣୀ ମେଡମ ଆଜି ଘାଇଲା ହୋଇ ଯାଇଥିଲେ । ସମଗ୍ର ଶିକ୍ଷା ବିଭାଗ ପକ୍ଷରୁ ବିଦ୍ୟାବନ୍ତ ବିଦ୍ୟାର୍ଥୀ, ବିକଶିତ ଓଡିଶା ଗଠନ ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ କୋଟି କୋଟି ଟଙ୍କା ଖର୍ଚ୍ଚ ସବୁ ବେକାର ବୋଲି ଆଜି ସବୁଠି ଚର୍ଚ୍ଚା ।


News Comment




Photo in News

Advertisment
Lastest News
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026

You Might Also Like