-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ଓଡ଼ିଶା ପକ୍ଷ ଦିବସ ପାଳନ ଅବସରରେ ଶ୍ରମ ଆୟୁକ୍ତ, ବଲାଙ୍ଗିରଙ୍କ ପକ୍ଷରୁ "ନାମଫଳକ ଓଡ଼ିଆରେ" ଲେଖା ଅଭିଯାନ

05-Apr-2026



ବଲାଙ୍ଗିର(ପ୍ରେରଣା ଖବର): ଓଡ଼ିଶା ପକ୍ଷ ଦିବସ ପାଳନ ଅବସରରେ ଶ୍ରମ ଆୟୁକ୍ତ, ବଲାଙ୍ଗିରଙ୍କ ପକ୍ଷରୁ "ନାମଫଳକ ଓଡ଼ିଆରେ" ଲେଖା ଅଭିଯାନ ସଚେତନତା ପଦଯାତ୍ରାର ଶୁଭାରମ୍ଭ ସ୍ଥାନୀୟ ପ୍ରଭାଗୀୟ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ ପରିସରରୁ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଭାଗୀୟ ଶ୍ରମ ଆୟୁକ୍ତ ସୁକାନ୍ତ ସେଠି, ପୌରପରିଷଦ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରା ଓ ଜିଲ୍ଲା ସଂସ୍କୃତି ଅଧିକାରୀ

ରାଜେନ୍ଦ୍ର କୁମାର ମାଝି ପ୍ରମୁଖ ଉପସ୍ଥିତ ଥିଲେ । ପଦଯାତ୍ରା ସହରର ପ୍ରମୁଖ ରାସ୍ତା ଓ ଛକ ଦେଇ ଆୟୋଜିତ ହୋଇ, ଜନସାଧାରଣ ଓ ବ୍ୟବସାୟୀଙ୍କୁ ନାମଫଳକ ଓଡ଼ିଆ ଭାଷାରେ ସ୍ପଷ୍ଟ ଓ ନିର୍ଭୁଲ ଭାବରେ ଲେଖିବା ପାଇଁ ସଚେତନ କରାଯାଇଥିଲା। ଏହି ଅଭିଯାନରେ ସହକାରୀ ଶ୍ରମ ଅଧିକାରୀ କେଶବ ବେହେରା, ରଜନୀକାନ୍ତ ଛତ୍ରିଆ, ବିଭୁଦତ୍ତ ମଲ୍ଲିକ, ସୁଶ୍ରୀ ଦୀପା ନେଟି, ପ୍ରେମରଞ୍ଜନ ରଣା, ଅଭୟ କୁମାର ମହାକୁର, ରାଜୀବ କୁମାର ମହାନ୍ତି, ଗ୍ରାମୀଣ ଶ୍ରମ ନିରୀକ୍ଷକ ଅଶୋକ କୁମାର ଡୁଙ୍ଗ ଡୁଙ୍ଗ ସହିତ ଶ୍ରମ ବିଭାଗର କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ।
ଏହା ସହ, ଓଡ଼ିଶା ପକ୍ଷ ଦିବସ ପାଳନ ଅବସରରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଆର.ଆର. କଲୋନୀ ଉଚ୍ଚ ବିଦ୍ୟାଳୟ, ଲର୍କିପାଲିରେ ଜିଲ୍ଲାସ୍ତରୀୟ ପ୍ରବେଶ ଉତ୍ସବ ଓ "ଖଡ଼ିଛୁଆଁ–୨୦୨୬" ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା, ରିନା ବେହେରା, ସେବାଶ୍ରୀ ଭୋଇ, ଗୋଷ୍ଠୀ ଶିକ୍ଷା ଅଧିକାରୀ ନୀଳମଣି ପଟେଲ, ପ୍ରଧାନଶିକ୍ଷକ କିଶୋର ହନୁମାନ ମଞ୍ଚାସୀନ ଥିଲେ । ଆଜିର କାର୍ଯ୍ୟକ୍ରମରେ ଶିଶୁମାନଙ୍କୁ ବେଗ ଓ ଶିକ୍ଷା ସାମଗ୍ରୀ ପ୍ରଦାନ କରାଯାଇଥିଲା । ଶିଶୁମାନଙ୍କୁ ଆକୃଷ୍ଟ କରିବା ପାଇଁ "ଖେଳଘର", "ରଙ୍ଗପସରା" ଓ "ଗପଘର" ଭଳି ବିଭିନ୍ନ ଷ୍ଟଲ ସଜାଯାଇଥିଲା । ଏହି ପ୍ରୟାସର

ମୂଳ ଉଦ୍ଦେଶ୍ୟ ଥିଲା — ଶିଶୁମାନଙ୍କୁ ଶିକ୍ଷା, ସୃଜନଶୀଳତା ଓ ମନୋରଞ୍ଜନ ସହିତ ସମ୍ପୃକ୍ତ କରିବା । "ଖେଳଘର" ମାଧ୍ୟମରେ ସଂଖ୍ୟା, "ରଙ୍ଗପସରା" ମାଧ୍ୟମରେ ଚିତ୍ରାଙ୍କନ ଓ "ଗପଘର" ମାଧ୍ୟମରେ କଥାକାହାଣୀର ଆନନ୍ଦ ଉପଭୋଗ କରିବାର ସୁଯୋଗ ଦିଆଯାଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ପତାକା ଦେଖାଇ ସଚେତନତା ରଥର ଉଦ୍ଘାଟନ କରିଥିଲେ। ସଦର ବ୍ଲକର ସମସ୍ତ ସହ-ଶିକ୍ଷା ଅଧିକାରୀ, ସିଆରସିସି, ପ୍ରଧାନଶିକ୍ଷକ, ପ୍ରଧାନ ଶିକ୍ଷୟିତ୍ରୀ ଓ ଅଭିଭାବକମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like