-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ

05-Apr-2026



(ରଂଜିତ ମହାନ୍ତି )
ବରୀ ଶିକ୍ଷାମଣ୍ଡଳୀ ଅଧିନ କିମ୍ଭିରିଆପାଳ ପଞ୍ଚାୟତ ଅଧିନସ୍ଥ ଜଳେଶ୍ଵର ବ୍ରହ୍ମପୁର ନୋଡାଲ ଉପ୍ରା ବିଦ୍ୟାଳୟ ଠାରେ ମଣ୍ଡଳ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେlଇଯାଇଛି l ଉକ୍ତ ଉତ୍ସବ ରେ ବରୀ ବ୍ଳକ ର ମଣ୍ଡଳ ଶିକ୍ଷାଅଧିକାରିଣୀ ସୁଶ୍ରୀପ୍ରତିଶ୍ରୁତି ସିଂ ଙ୍କ ସଭାପତି ତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ଜିଲ୍ଲାଜରୁରୀ ଅଧିକାରୀ ଅଶୋକ କୁମାର ବେହେରା ଓ ସମ୍ମାନିତ ଅତିଥି ଭାବେ ବ୍ଳକ ଉନ୍ନୟନ ଅଧିକାରୀ ଅସିତ କୁମାର ମହାନ୍ତି, ସରପଞ୍ଚ ପ୍ରତିନିଧି ଅଭିମନ୍ୟୁ ସାହୁ, ବ୍ଳକ ସହ ଶିକ୍ଷାଅଧିକାରୀ ଜଳଧର ଖଟୁଆ ଓ ସଂଯୁକ୍ତା ମିଶ୍ର, ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଗଗନ ବିହାରୀ ସାହୁ, ସିଆରସିସି ସୁଦର୍ଶନ ପାଢ଼ୀ, ପରିଚାଳନା କମିଟିର ସଭାପତି ହୃଦlନନ୍ଦ ସାହୁ, ପିଲାମାନଙ୍କର ପିତାମାତା ଓ ଗ୍ରାମବାସୀ ବୃନ୍ଦ ଦେଇ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବ କୁ ଉଦଘାଟନ କରିଥିଲେ l ଏହି ଉତ୍ସବ ଅବସର ରେ ଅତିଥିବୃନ୍ଦ ଶିକ୍ଷାରଥ କୁ ସବୁଜ ଦେଖାଇ ଶୁଭା ରମ୍ଭ କରିଥିଲେ ପରେ ଅତିଥିମାନଙ୍କ ଦ୍ୱରା ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ପିଲାମାନଙ୍କୁ ଖଡ଼ି ଛୁଆଁ କରାଇଥିଲେ l ଏହି ଅବସର ରେ ପିଲାମାନଙ୍କୁ ଶିକ୍ଷଣ ସାମଗ୍ରୀ ଯଥା ବ୍ୟାଗ, ସ୍କେଟ, ଖଡି ଓ ରଙ୍ଗ ପେନସିଲ ପ୍ରଭୁତି ପ୍ରଦାନ କରାଯାଇଥିଲା l ପ୍ରଧାନଶିକ୍ଷକ ଅତିଥି ପରିଚୟ କରିଥିବା ବେଳେ ସିଆରସିସି ସଭାକାର୍ଯ୍ୟ ପରିଚାଳନା ରେ ସହଯୋଗ କରିଥିଲେ l ସହକାରୀ ଶିକ୍ଷକ ସୁବ୍ରତ ସାହୁ, ଶିକ୍ଷୟତ୍ରୀ ସୁଷମା ବେହେରା, ଶୈଳଵାଲାମଣ୍ଡଳ, ଅରୁଣିମା ଲେଙ୍କା, ରଶ୍ମିତା ସାହୁ ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ସେହିପରି ବୋଦୁଅ ପାଳସାହି ପ୍ରାଥମିକ ବିଦ୍ୟାଳୟ ରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହେଇଥିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶରତ ଚନ୍ଦ୍ର ଜେନା, ସହକାରୀ ଶିକ୍ଷକ ସରୋଜ କାନ୍ତ ମହାନ୍ତି ପିଲାମାନଙ୍କୁ ନୂତନ ସିଲଟ ରେ ଖଡ଼ିଛୁଆଁ ସହିତ ପିଲାମାନଙ୍କୁ ମିଷ୍ଟlନ୍ନ ବଣ୍ଟନ କରାଯାଇଥିଲା


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like