-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ଆର ଆର କଲୋନୀ ସ୍କୁଲରେ ଜିଲ୍ଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ

05-Apr-2026



ବଲାଙ୍ଗୀର(ପ୍ରେରଣା ଖବର): ନୂତନ ଶିକ୍ଷା ବର୍ଷ ୨୦୨୬-୨୭ ଆରମ୍ଭ ହୋଇଛି।ଜାତୀୟ ଶିକ୍ଷାନୀତି(ଏନଇପି)-୨୦୨୦ ଅନୁଯାୟୀ ଖୋଲାଯାଇଥିବା ଶିଶୁବାଟିକା ଶ୍ରେଣୀରେ ନାମଲେଖା ଓ ପିଲାମାନଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଆୟୋଜନ କରିଛନ୍ତି।ଏହି କ୍ରମରେ ଜିଲ୍ଲା ସମଗ୍ର ଶିକ୍ଷା ତରଫରୁ ସ୍ଥାନୀୟ ଆର ଆର କଲୋନୀ ସ୍କୁଲ ରେ ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅତ୍ୟନ୍ତ ଉତ୍ସାହ ଓ ଆନନ୍ଦ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।ନୂତନ ଭାବେ ବିଦ୍ୟାଳୟ ରେ ଭର୍ତ୍ତି ହୋଇଥିବା ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଜଣାଇ ସେମାନଙ୍କର ଶିକ୍ଷା ଜୀବନର ଶୁଭାରମ୍ଭ କରାଯାଇଥିଲା।ଖଡ଼ିଛୁଆଁ ଅବସରରେ ୨୦ଜଣ ଶିଶୁ ପ୍ରଥମେ ଅକ୍ଷର ଲେଖି ନିଜର ଶିକ୍ଷା ଯାତ୍ରା ର ଆରମ୍ଭ କରିଥିଲେ।ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।ନିଜ ବକ୍ତବ୍ୟରେ ଶ୍ରୀମତୀ ସାହୁ ପ୍ରତ୍ୟେକ ଶିଶୁ ଗୁଣାତ୍ମକ ଶିକ୍ଷା ପାଇବା ଦରକାର ବୋଲି କହିବା ସହ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଶିଶୁ ମାନଙ୍କ ଜୀବନରେ ଏକ ନୂତନ ଆରମ୍ଭର ପ୍ରତୀକ ଓ ଏହା ସେମାନଙ୍କ ଶିକ୍ଷା ଯାତ୍ରା ର ପ୍ରଥମ ପଦକ୍ଷେପ ଏବଂ ଏହାକୁ ସ୍ମରଣୀୟ କରିବା ପାଇଁ ସମସ୍ତଙ୍କ ଉଦ୍ୟମ ପ୍ରଶଂସନୀୟ ବୋଲି କହିଥିଲେ।ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ନିଜ ବକ୍ତବ୍ୟରେ ଶିଶୁ ମାନଙ୍କ ଭବିଷ୍ୟତ ଗଢିବାରେ ଶିକ୍ଷକ ମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିବା ସହ ଅଭିଭାବକ ମାନଙ୍କୁ ମଧ୍ୟ ସେମାନଙ୍କ ସନ୍ତାନଙ୍କ

ଶିକ୍ଷା ପ୍ରତି ସଚେତନ ରହିବାକୁ ଓ ସହଯୋଗ କରିବାକୁ ଅନୁରୋଧ କରିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରବୀର କୁମାର ପଣ୍ଡା, ରୀନା କୁମାରୀ ବେହେରା,ସେବାଶ୍ରୀ ଭୋଇ,ବଲାଙ୍ଗୀର ବ୍ଲକ ଶିକ୍ଷା ଅଧିକାରୀ ନୀଳମଣି ପଟେଲ,ଏବିଇଓ ସନ୍ଧ୍ୟାରାଣୀ ଧରୁଆ,ପ୍ରଧାନ ଶିକ୍ଷକ କିଶୋର ହନୁମାନ,ଡ଼ିଆଇଇଟି ର ସିନିଅର ଟିଚର ଏଜୁକେଟର ଗଣେଷ ପ୍ରସାଦ ଜେନା,ଆରତୀ ସାହୁ,ପେଡାଗୋଜି ସଂଯୋଜିକା ମଧୁମିତା ଦାଶ ମଂଚାସୀନ ଥିଲେ।ଛୋଟ ପିଲାଙ୍କୁ ଆମୋଦ ପ୍ରମୋଦ ମଧ୍ୟରେ ଶିକ୍ଷା ଦେବା ପାଇଁ ତିନୋଟି ଥିମାଟିକ ଷ୍ଟେସନ କରାଯାଇଥିଲା।ସେଗୁଡିକ ମଧ୍ୟରେ ଖେଳ କୁଦ ପାଇଁ 'ଖେଳଘର', କଳା ଓ ସୃଜନଶୀଳତା ପାଇଁ 'ରଙ୍ଗ ପସରା' ଏବଂ ଗଳ୍ପ ଶୁଣିବା ପାଇଁ 'ଗପ ରାଇଜ' ଖୋଲା ଯାଇଥିଲା।ଛାତ୍ର ଛାତ୍ରୀ ମାନଙ୍କୁ ସ୍କୁଲ ପ୍ରତି ଆକର୍ଷିତ କରିବା ପାଇଁ ବିଭିନ୍ନ ସ୍ଲୋଗାନ,ଗୀତ ଓ ସଚେତନତା ବାର୍ତ୍ତା ପ୍ରସାରଣ କରିବା ପାଇଁ ଚଳିତ ମାସ ୧୦ତାରିଖ ପର୍ଯ୍ୟନ୍ତ ଜିଲ୍ଲା ର ପ୍ରତ୍ୟେକ ବ୍ଲକ ରେ ଶିକ୍ଷା ସଚେତନତା ରଥ ପରିକ୍ରମା କରିବ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like