-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ “ଐତିହ୍ୟ ଗଣଦୌଡ଼” ଉତ୍ସାହଭରା ପରିବେଶରେ ଆୟୋଜିତ

05-Apr-2026




ବଲାଙ୍ଗିର(ପ୍ରେରଣା ଖବର)- ଓଡ଼ିଆ ପକ୍ଷ ଅବସରରେ ଆଜି ବଲାଙ୍ଗିର ଜିଲ୍ଲା ପ୍ରଶାସନଙ୍କ ପରିଚାଳନାରେ ଜିଲ୍ଲାସ୍ତରୀୟ “ଐତିହ୍ୟ ଗଣଦୌଡ଼” ଉତ୍ସାହଭରା ପରିବେଶରେ ଆୟୋଜିତ ହୋଇଥିଲା। ସ୍ୱାସ୍ଥ୍ୟ ସଚେତନତା, ଯୁବ ସଶକ୍ତିକରଣ ଓ ସାମୂହିକ ଏକତାକୁ ପ୍ରୋତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ପ୍ରଧାନ ଉଦ୍ଦେଶ୍ୟ ଥିଲା । ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ସମ୍ମାନିତ ଅତିଥି ଭାବେ ପୌରାଧ୍ୟକ୍ଷା ଲିକା ସାହୁ ଓ ସାଂସଦ ପ୍ରତିନିଧି ଦିନେଶ ଶର୍ମା ଯୋଗଦାନ କରିଥିଲେ। ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ହରିତ ପତାକା ଦେଇ ଦୌଡ଼ର ଶୁଭାରମ୍ଭ

କରାଯାଇଥିଲା । ଗଣଦୌଡ଼ ସରସ୍ୱତୀ ଶିଶୁ ମନ୍ଦିର କଲେଜ ଛକରୁ ଆରମ୍ଭ ହୋଇ ଆର.ଏନ. ସିଂଦେଓ ସ୍ପୋର୍ଟ୍ସ କୋମ୍ପ୍ଲେକ୍ସ ପର୍ଯ୍ୟନ୍ତ ଆୟୋଜିତ ହୋଇଥିଲା। ବିଭିନ୍ନ ବୟସ୍କ ଶ୍ରେଣୀର ଯୁବ, ଛାତ୍ରଛାତ୍ରୀ, ସମାଜସେବୀ ଓ କ୍ରୀଡାପ୍ରେମୀଙ୍କ ସକ୍ରିୟ ଯୋଗଦାନ ଏହାକୁ ଉତ୍ସବମୟ କରିଥିଲା । ମୁଖ୍ୟ ଅତିଥି ନିଜ ବକ୍ତବ୍ୟରେ କହିଥିଲେ, ଏହି ପ୍ରକାରର ଗଣଦୌଡ଼ କାର୍ଯ୍ୟକ୍ରମ

ଯୁବମାନଙ୍କୁ ସୁସ୍ଥ ଜୀବନଶୈଳୀ ପାଇଁ ପ୍ରେରିତ କରିବା ସହିତ ସମାଜରେ ସାମୂହିକ ଏକତାକୁ ଶକ୍ତିଶାଳୀ କରେ। ସମ୍ମାନିତ ଅତିଥିମାନେ ସୁସ୍ଥ ଯୁବ, ସୁସ୍ଥ ଜିଲ୍ଲା ସ୍ଲୋଗାନ ସହିତ ସ୍ୱାସ୍ଥ୍ୟ, ସଚେତନତା ଓ ସାମୂହିକ ଦାୟିତ୍ୱର ପ୍ରଚାର କରାଯାଇଥିବାକୁ ଉଲ୍ଲେଖ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ଅଧିକାରୀ ହରିଅମ ନାରାୟଣ ଦାସ, ଭାରପ୍ରାପ୍ତ ଜିଲ୍ଲା ସଂସ୍କୃତି ଅଧିକାରୀ ରାଜେନ୍ଦ୍ର ମାଝି, କ୍ରୀଡ଼ା ଛାତ୍ରାବାସ ଅଧୀକ୍ଷକ ପରାସର ବାଗ, ସ୍ପୋର୍ଟ୍ସ କୋମ୍ପ୍ଲେକ୍ସର ଛାତ୍ରଛାତ୍ରୀ ଓ କର୍ମଚାରୀ ବୃନ୍ଦ ସକ୍ରିୟ ଭାବରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like