-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||     

HOME   ଜିଲ୍ଲା

ଫିଫ୍ଟି ଡିଗ୍ରୀ ହିଟ୍ ହେଇଯିବ ନୁରି ବୁଲବ ପାନି

05-Apr-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଉତ୍ତପ୍ତ ଜିଲ୍ଲା ଭାବେ ପରିଗଣିତ।ଗ୍ରୀଷ୍ମର ପ୍ରକୋପ ଜିଲ୍ଲାରେ ପରିଲକ୍ଷିତ ହେଲାଣି।ବାୟୁମଣ୍ଡଳରେ ଗ୍ରୀଷ୍ମର ଉଷ୍ମତା ବଢ଼ିବାରେ ଲାଗିଛି।ଏ ପରିପ୍ରେକ୍ଷୀରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ତରଭୁଜ ସହ ଅନ୍ୟାନ୍ୟ ପାନୀୟ ଦ୍ରବ୍ୟ ବିକ୍ରି ଚାଲିଲାଣି।ବଲାଙ୍ଗିର ଜିଲ୍ଲାରେ ତାପମାତ୍ରା ୫୦ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୁଏ। ଭୀଷଣ ରୌଦ୍ରତାପ ଜନ ଜୀବନକୁ ଅସ୍ତବ୍ୟସ୍ତ କରିଥାଏ। ଜିଲ୍ଲା ପ୍ରଶାସନ,ପଞ୍ଚାୟତ ଏବଂ ପୌରପାଳିକା ତରଫରୁ ଜଳଛତ୍ର ମାନ ଖୋଲାଯାଇ ନିଃଶୁଳ୍କ ଜଳ ବଣ୍ଟନ କରାଯାଇଥାଏ। ତେବେ ଏପ୍ରିଲ ମାସ ଆରମ୍ଭ ହେବା ପରେ ମଧ୍ୟ ଅନେକ ସ୍ଥାନରେ ଜଳଛତ୍ର ଖୋଲା ଯାଇ ନ ଥିବା ପରିଲକ୍ଷିତ ହୁଏ। ଶୀଘ୍ର ବିଭିନ୍ନ ଆବଶ୍ୟକୀୟ ସ୍ଥାନ ମାନଙ୍କରେ ଜଳଛତ୍ର ଖୋଲିବା ସହ ପଶୁପକ୍ଷୀ ମାନଙ୍କ ପାଇଁ ମଧ୍ୟ ରାସ୍ତାକଡ଼ରେ ଜଳର ବ୍ୟବସ୍ଥା କରାଗଲେ ଅନେକ ନିରୀହ ପଶୁ ପକ୍ଷୀ ଗ୍ରୀଷ୍ମର ପ୍ରକୋପରୁ ରକ୍ଷା ପାଇ ପାରିବେ। ସେହିଭଳି ସହର ତଥା ଗ୍ରାମାଞ୍ଚଳ ମାନଙ୍କରେ ଥିବା ବିଭିନ୍ନ ସ୍ଥାନ ମାନଙ୍କରେ ବୁଲା ପଶୁ ମାନଙ୍କ ପାଇଁ ଅସ୍ଥାୟୀ ଛାଉଣୀ ସହ ଖାଦ୍ୟର ବ୍ୟବସ୍ଥା ହେଲେ ଅନେକ ବୁଲା ପଶୁ ସୁରକ୍ଷିତ ରେ ଏହି ସମୟ ଅତିବାହିତ କରିପାରିବେ।                            ହୁ ହୁ ହୋଇ ଗ୍ରୀଷ୍ମ ବଢ଼ିବାର ଅନେକ କାରଣ ରହିଛି।ସରକାର ବିକାଶ ନାମରେ ରାସ୍ତା କଡ଼ରେ ଥିବା ଶହଶହ ବର୍ଷର ବୃକ୍ଷ ମାନଙ୍କୁ ନିର୍ମମ ଭାବରେ ହାଣି ଚେରରୁ ଓପାଡ଼ି ଦେଉଛନ୍ତି।ତା ପରିବର୍ତ୍ତେ ନୂତନ ବୃକ୍ଷ ରୋପଣ କରାଯାଉ ନ ଥିବା ବେଳେ ବର୍ଷା କମିବା ସହ ଅସହ୍ୟ ଗ୍ରୀଷ୍ମ ପ୍ରବାହ ବର୍ଷର ଆଠ ମାସ ପର୍ଯ୍ୟନ୍ତ ଲାଗି ରହୁଛି।ଏଣୁ ନୂତନ ଜଙ୍ଗଲ ସୃଷ୍ଟି କରିବା ସହ ସହର ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ନାରା ଏକ ପେଡ୍ ମାଁ କେ ନାମ କାର୍ଯ୍ୟକ୍ରମ କୁ ତ୍ୱରାନ୍ୱିତ କରି ପ୍ରତି ଘର ସମ୍ମୁଖ ରେ ଗୋଟିଏ ଗୋଟିଏ ବୃକ୍ଷ ଲଗାଇବା ପାଇଁ ଉତ୍ସାହିତ କରାଗଲେ ଗ୍ରୀଷ୍ମ ର ପ୍ରକୋପ ରୁ କିଛିଟା ଆଶ୍ୱସ୍ତି ମିଳିବ।
ପ୍ରକାଶ ଥାଉ କି ଗତ ବର୍ଷ ଗ୍ରୀଷ୍ମ ପ୍ରବାହ ପୂର୍ବରୁ ଟ୍ରାଫିକ ଛକ ମାନଙ୍କରେ ଅସ୍ଥାୟୀ ଛାଉଣୀ ସ୍ଥାପନ କରାଯାଇଥିଲା।ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଯାଇଥିଲେ ହେଁ ଛାଉଣୀ ର ବ୍ୟବସ୍ଥା ହୋଇପାରିନାହିଁ।ଖୋଲା ଆକାଶ ତଳେ ତଥା ଖରାର ପ୍ରକୋପ ରେ ବିନା ଛାଉଣୀ ରେ ଛିଡା ହେବା କଷ୍ଟକର।ଏଣୁ ଯଥା ଶୀଘ୍ର ଟ୍ରାଫିକ ଛକ ମାନଙ୍କରେ ଅସ୍ଥାୟୀ ଛାଉଣୀ କରାଗଲେ ଲୋକଙ୍କୁ ଖରାର ପ୍ରକୋପ ରୁ ଆଶ୍ୱସ୍ତି ମିଳିବ।
ଚାକିରି କରୁଥିବା କର୍ମଚାରୀ ମାନେ ମଧ୍ୟ ମଣିଷ।ବଲାଙ୍ଗିର ସହର ମଧ୍ୟରେ ଥିବା ଟ୍ରାଫିକ ଛକ ମାନଙ୍କରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ  ପୋଲିସ ମୁତୟନ କରାଯାଇଛି।ଟ୍ରାଫିକ ପୋଲିସ ମାନେ ଖରାରେ ବିନା ଟ୍ରାଫିକ ପୋଷ୍ଟ ରେ ଛିଡା ହୋଇ ଟ୍ରାଫିକ ନିୟନ୍ତ୍ରଣ କରୁଛନ୍ତି।ଏଣୁ ଜିଲ୍ଲା ପ୍ରଶାସନ ତଥା ପୋଲିସ ପ୍ରଶାସନ ପ୍ରତି ଟ୍ରାଫିକ ଛକ ରେ ଟ୍ରାଫିକ ପୋଷ୍ଟ ଗୁଡ଼ିକ ନିର୍ମାଣ କଲେ ଟ୍ରାଫିକ ପୋଲିସ ମାନେ ସୁରକ୍ଷିତ ରେ ନିଜର କାର୍ଯ୍ୟ କରିପାରିବେ।ବର୍ଷକୁ ବର୍ଷ ରୌଦ୍ରତାପ ବୃଦ୍ଧି ପାଇବାରେ ଲାଗିଛି।ରୌଦ୍ରତାପ ର ଭୟଙ୍କର ପ୍ରକୋପ କୁ ନେଇ ଲୋକଙ୍କ ମଧ୍ୟରେ ସେହି ପୁରୁଣା ସଙ୍ଗୀତ ଫିଫ୍ଟୀ ଡିଗ୍ରୀ ହିଟ୍ ହେଇଯିବୁ ନୁରୀ ବୁଲବୁ ପାନି ଯେମିତି ନ ହୁଏ ସେଥିପ୍ରତି ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେଲେ ଅନେକ ଜନ ଜୀବନ ସୁରକ୍ଷିତ ରହିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026

You Might Also Like