-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||     

HOME   ଜିଲ୍ଲା

କେନ୍ଦୁଝର : ଷ୍ଟେଟ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

05-Apr-2026



କେନ୍ଦୁଝର (ପ୍ରେରଣା ଖବର):  ଷ୍ଟେଟ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ କେନ୍ଦୁଝର ଜିଲ୍ଲା ଆନନ୍ଦ ପୁର ସ୍ଥିତ ଆଚିଲସ୍ ହୋଟେଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ କେନ୍ଦୁଝର ବିଧାୟକ ବଦ୍ରି ନାରାୟଣ ପାତ୍ର ଯୋଗ ଦେଇ ସାମ୍ବାଦିକ ଏକତା ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଆପଣ ଚାହିଁଲେ ସରକାର କୁ ମଧ୍ୟ କାଠଗଡ଼ାକୁ ଟାଣି ପାରିବେ, ତେଣୁ ନିର୍ଭୀକ ଭାବରେ 

ଜଣେ ସାମ୍ବାଦିକ ନିଜର ପକ୍ଷ ରଖିବା ଉଚିତ ବୋଲି କହିଥିଲେ।ସମ୍ମାନିତ ଅତିଥି ଭାବରେ ଘସିପୁରା ବିଧାୟକ ଅଭିମନ୍ୟୁ ସେଠୀ ଯୋଗ ଦେଇ ନିଜ ବକ୍ତବ୍ୟରେ କାହା ଚାପରେ ଚେପା ନହୋଇ ସାମ୍ବାଦିକ ମାନେ ନିରପେକ୍ଷ ହୋଇ କାମ କଲେ ଗଣତନ୍ତ୍ର ସୁଦୃଢ଼ ହୋଇପାରିବ ବୋଲି କହିଥିଲେ।ସାମ୍ବାଦିକ ମାନଙ୍କ ଦାବିକୁ ନେଇ ମୁଁ ନିଶ୍ଚୟ ବିଧାନସଭାରେ ସ୍ୱର ଉତ୍ତୋଳନ କରିବି ବୋଲି ଶ୍ରୀ ସେଠି ପ୍ରତିଶୃତି ଦେଇଥିଲେ। ଆନନ୍ଦ ପୁର ଏସ.ଡି. ପି.ଓ  କମଳ କୁମାର ପଣ୍ଡା, ଆନନ୍ଦପୁର ଉପଜିଲ୍ଲାପାଳ ନୀଳମାଧଵ ସୁନା ଯୋଗ ଦେଇ ସାମ୍ବାଦିକ ମାନଙ୍କ ହକ୍ ଓ ସୁରକ୍ଷା ପାଇଁ ଲଢ଼େଇ କରିବାକୁ ପଡିବ ବୋଲି କହିଥିଲେ। 

ଏସ ଯୁଜେ ସାଧାରଣ ସମ୍ପାଦକ ପ୍ରଶାନ୍ତ ପାଢ଼ୀ ଏବଂ ଚିନ୍ତାମଣି ପାଢ଼ୀ ମଂଚାସୀନ ରହି ନିଜର ବକ୍ତବ୍ୟ ରଖିଥିଲେ। ଷ୍ଟେଟ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ର ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକ ନିଜର ଉଦବୋଧନରେ ଗଣତନ୍ତ୍ର ବ୍ୟବସ୍ଥାକୁ ଆଗେଇ ନେବା ପାଇଁ ସାମ୍ବାଦିକ ମାନଙ୍କ ସର୍ବନିମ୍ନ ଆବଶ୍ୟକତା ପୂରଣ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ। କାର୍ଯ୍ୟକ୍ରମକୁ ସୌମ୍ୟଶ୍ରୀ ସଂଯୋଜନା କରିଥିବା ବେଳେ ଆନନ୍ଦ ପୁର ପ୍ରେସ କ୍ଲବ ସଭାପତି ନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ସମାବେଶରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଏସ ୟୁ ଜେ କର୍ମକର୍ତ୍ତା ଓ ସାମ୍ବାଦିକ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026

You Might Also Like