-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||     

HOME   ଜିଲ୍ଲା

ବରପାଲିରେ ବିଶ୍ଵ ଅଟିଜମ୍ ସଚେତନତା ଦିବସ ପାଳିତ

05-Apr-2026



ବରପାଲି (ସୁଦାମ ଦୀପ) 
ବରପାଲି ସରସ୍ୱତୀ ଥେରାପି ଏବଂ ପୁନର୍ବାସ କେନ୍ଦ୍ର ସହ ଲିଟଲ୍ ଏଞ୍ଜେଲ୍ସ ପବ୍ଲିକ୍ ସ୍କୁଲ୍‌ର ମିଳିତ ଆୟୋଜନରେ ବିଶ୍ଵ ଅଟିଜମ୍ ସଚେତନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନଧର୍ମୀ ପଦଯାତ୍ରା ଆୟୋଜିତ ହୋଇ ସହର ପରିକ୍ରମା କରାଯାଇଥିଲା। ସରସ୍ଵତୀ ସଂଘ ସଭାପତି   ଲୀଳାବତୀ ତ୍ରିପାଠୀ ପତାକା ଦେଖାଇ ପଦଯାତ୍ରାର ଶୁଭାରମ୍ଭ କରିଥିଲେ। ପଦଯାତ୍ରାରେ ସଂଘ ସଭ୍ୟ, ସ୍ୱତନ୍ତ୍ର ପ୍ରଶିକ୍ଷକ, ସଦସ୍ୟ ଏବଂ ଯୁନିଫାଇଡ୍ ଚ୍ୟାମ୍ପିଅନ୍ ସ୍କୁଲ୍ ଭାବେ ପରିଚିତ ଲିଟଲ୍ ଏଞ୍ଜେଲ୍ସ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମଧୁସ୍ମିତା ମୁଣ୍ଡ, ପ୍ରଶାସନିକ ଅଧିକାରୀ ମିନତି ପ୍ରଧାନଙ୍କ ସହ ଅନ୍ୟାନ୍ୟ ଶିକ୍ଷକ-ଶିକ୍ଷୟିତ୍ରୀ ମାନେ ସକ୍ରିୟ ଭାବରେ ଅଂଶଗ୍ରହଣ କରିଥିଲେ । ଶୋଭାଯାତ୍ରା ସମାପନ ପରେ ଏକ ସଭା ଆୟୋଜନ ହୋଇଥିଲା। ସଭାରେ ଅଟିଜମ୍ ସଚେତନତା  ବିଷୟରେ ଉପସ୍ଥିତ ସମସ୍ତ ବ୍ୟକ୍ତିବର୍ଗ ନିଜନିଜ ମତାମତ ପ୍ରକାଶ କରିଥିଲେ ଏବଂ ସମାଜରେ ଏହି ବିଷୟରେ ଅଧିକ ସଚେତନତା ଆଣିବାରେ ଜୋର ଦେଇଥିଲେ । ଉକ୍ତ ସଭାରେ ସଂପାଦିକା ସୁନିତା ମୁଣ୍ଡ, ବିଜୟ ଲକ୍ଷ୍ମୀ ଦାଶ, ସ୍ନିଗ୍ଧାରାଣୀ ଦେବତା , ବେବିଶିଖା ବେହେରା, ପ୍ରଶାନ୍ତ ସାମଲ, ସାକେତ୍ ବେହେରା, ନୂତନ ପଧାନ ଆଦି ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026

You Might Also Like