-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

ଏସୟୁଜେ ଓଡ଼ିଶାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ 

05-Apr-2026



ଆନନ୍ଦପୁର(ପ୍ରେରଣା ଖବର): ସାମ୍ବାଦିକମାନେ ସମାଜର ଜାଗ୍ରତ ପ୍ରହରୀ। ନିଜ ଜୀବନ ତଥା ପରିବାରକୁ ବିପନ୍ନ କରି ସମାଜ ପାଇଁ ଦିନରାତି ୨୪ ଘଣ୍ଟା ଖବର ପରିବେଷଣ କରୁଥିବା ବେଳେ ସେମାନଙ୍କୁ ସୁରକ୍ଷାକୁ ସରକାରଙ୍କ ପ୍ରାଥମିକତା ନଦେବା ଦୁର୍ଭାଗ୍ୟ ଜନକ। ସକାରାତ୍ମକ ଖବର ପରିବେଷଣ ବିକଶିତ ରାଷ୍ଟ୍ର ନିର୍ମାଣର ପୁଞ୍ଜି ବୋଲି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ହୋଟେଲ ଆଚିଲ୍ସ ଠାରେ  ରାଜ୍ୟ ସାମ୍ବାଦିକ ସଂଘ ଏସୟୁଜେ ଓଡ଼ିଶାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ମତ ପ୍ରକାଶ ପାଇଛି।   ଗଣମାଧ୍ୟମ ବିପନ୍ନ ହେଲେ ଗଣତନ୍ତ୍ର ଦୁର୍ବଳ ହୁଏ।  ସାମ୍ବାଦିକ ମାନଙ୍କ ସର୍ବ ନିମ୍ନ ଦାବିକୁ ସରକାର ପୁରଣ କରିବା ସହିତ ସେମାନଙ୍କ ସୁରକ୍ଷା ଓ ଜୀବନ ଜୀବିକା ପ୍ରତି ସଚେତନ ରହିବାକୁ ଘସିପୁରା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ

ମତ ବ୍ୟକ୍ତ କରିଛନ୍ତି।  ଏସୟୁଜେ ଓଡିଶା ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକଙ୍କ  ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ମୁଖ୍ୟବକ୍ତା ଭାବେ ଆନନ୍ଦପୁର ଉପ ଜିଲ୍ଲାପାଳ ନୀଳମାଧଵ ସୁନା, ସ୍ୱତନ୍ତ୍ର ଅତିଥି ଭାବେ ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ,ଆନନ୍ଦପୁର ଏସ୍ଡଡିପିଓ କମଲ କୁମାର ପଣ୍ଡା,ଜାତୀୟ ସାମ୍ବାଦିକ ୟୁନିଅନ ଏନୟୁଜେ ଇଣ୍ଡିଆ ର ସଂଗଠନ ସମ୍ପାଦକ ଡ଼. ଚିନ୍ତାମଣି ପାଢ଼ୀ, ରାଜ୍ୟ ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ପାଢ଼ୀ ପ୍ରମୁଖ ଯୋଗଦେଇ ସାମ୍ବାଦିକ ମାନଙ୍କ ସ୍ୱାର୍ଥ ଓ ସୁରକ୍ଷା ଉପରେ ବକ୍ତବ୍ୟ ରଖିଥିଲେ। ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଦିଲ୍ଲୀପ କୁମାର ମିଶ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରୀ ସଭାପତି

କୀର୍ତ୍ତି ଚନ୍ଦ୍ର ସାହୁ, ମୁଖ୍ୟ କାର୍ଯ୍ୟନିର୍ବାହୀ ଶଶୀଭୂଷଣ ଷଡ଼ଙ୍ଗୀ, ଉପ ସଭାପତି ବାସୁଦେବ ତ୍ରିପାଠୀ, ସମରେଶ ମିଶ୍ର ପ୍ରମୁଖ ବକ୍ତବ୍ୟ ପ୍ରଦାନ କରି ଭୁବନେଶ୍ୱରରେ ଏକ ସାମ୍ବାଦିକ ଅତିଥି ଭବନନିର୍ମାଣ ପାଇଁ ଦାବି କରିଥିଲେ। କାର୍ଯ୍ୟକ୍ରମ ରେ ସୁସଂଗଠକ ପ୍ରଦୀପ କୁମାର ସାହୁ,  ସମାଜସେବୀ ସରୋଜ କୁମାର ସାହୁ, ନୃତ୍ୟ ଗୁରୁ ଜିତୁ ଦାଶ ଙ୍କ ସମେତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ସାମିଲ ହୋଇଥିବା ବୀଣାପାଣି କଳାନିକେତନ ର କଳାକାର, ଉପସ୍ଥାପିକା ସୌମ୍ୟଶ୍ରୀ ଚାଟାର୍ଜି ମାନଙ୍କୁ  ସମ୍ବର୍ଦ୍ଧିତ କରାଯାଇଥିଲା। ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରୟାଗରାଜ କର ସାମ୍ବାଦିକ ମାନଙ୍କ ସମସ୍ୟା ସମାଧାନ ପାଇଁ ରାଜ୍ୟର ସମସ୍ତ ସଂଘ ଏକତ୍ରିତ ହୋଇ ସ୍ୱର ଉଠାଇବାକୁ ପ୍ରସ୍ତାବ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ କୁ ସରସ ସୁନ୍ଦର କରିବାରେ ଏସୟୁଜେ କେନ୍ଦୁଝର ଶାଖାର ବରିଷ୍ଠ ଉପସଭାପତି  କିଶୋର ଆଚାର୍ଯ୍ୟ, ବରିଷ୍ଠ ସଭ୍ୟ ଗୋପାଳକୃଷ୍ଣ ରାଉତ,ନାରାୟଣ ସାହୁ, ସନ୍ତୋଷ ରାଉତ, ସ୍ଵପ୍ନେଶ୍ଵର ପଣ୍ଡା, ଗତିକୃଷ୍ଣ ଭୂୟାଁ, ସତ୍ୟଜିତ ସାହୁ, ଉପେନ୍ଦ୍ର ସାହୁ, ରାଜକିଶୋର ସାହୁ, ସୁଶାନ୍ତ ସାହୁ, ସ୍ମୃତିରଞ୍ଜନ ବିହାରୀ,  ପାର୍ଥ ସୌରଭ ସା, ରଞ୍ଜନ ସା,ଉମାକାନ୍ତ ସାହୁ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like