-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ନିତି, ଅନୀତି ଓ ରାଜନୀତିକୁ ନେଇ ଆଲୋଚନାଚକ୍ର

05-Apr-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଜିଲ୍ଲା ସାମ୍ବାଦିକ ଭବନ ସମ୍ମିଳନୀ କକ୍ଷ ରେ ଓଡ଼ଶା ସାମ୍ବାଦିକ ସଂଘ ବଲାଙ୍ଗିର ଜିଲ୍ଲା ଶାଖା ତରଫରୁ ନିତି, ଅନୀତି ଓ ରାଜନୀତି ଶୀର୍ଷକ ଆଲୋଚନାଚକ୍ର ଜିଲ୍ଲା ସଭାପତି ପ୍ରଦୀପ୍ତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତା ରବିବାର ଅନୁଷ୍ଠିତ ହୋଇଥିଲା। ଆଲୋଚନା ଚକ୍ର ରେ  ଅତିଥି ରୁପେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ମୁଖ୍ୟ ବକ୍ତା ରୁପେ ପୁର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଡ: ଅରୁଣ କୁମାର ସାହୁ, ବକ୍ତା ରୁପେ ଯୁବନେତା, ଭଟଲି ବିଧାୟକ ଇରାଶିସ ଆଚାର୍ଯ୍ୟ , ପୁର୍ବତନ କଣ୍ଟାବାଞ୍ଜି ବିଧାୟକ ତଥା

ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂହ ସାଲୁଜା, ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଯୋଶୀ, ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ ଯୋଗଦେଇଥିଲେ। ଏହି ଅବସରରେ ଅତିଥି ତଥା ବକ୍ତା ମାନେ ନିତି, ଅନୀତି ଓ ରାଜନୀତି ନେଇ ନିଜର ବକ୍ତବ୍ୟ ରଖିଥିବା ବେଳେ ନିୟମ, ସଞ୍ଜମ,ଶୃଙ୍ଖଳା, ସଦ ବିଚାର, ସୁସ୍ଥ ବିଚାର , ସୁଶାସନ, ଶାନ୍ତି ଓ ପ୍ରଗତି ହିଁ ନିତି ହୋଇଥିବା ବେଳେ ଅଧର୍ମ, ଅନ୍ୟାୟ, ଶୋଷଣ ଦୁର୍ନୀତି ହେଉଛି ଅନୀତି ବୋଳି ବକ୍ତା ମାନେ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ। ସେହି ପରି ନିତି ଦ୍ଵାରା ରାଜନୀତି ପରିଚାଳିତ ହେଲେ ସମାଜ ଓ ରାଷ୍ଟ୍ର ର ମଙ୍ଗଳ ସମ୍ଭବ ହୋଇ କହିଥିଲେ। ପ୍ରାକ୍ ସ୍ୱାଧୀନତା ଠାରୁ ସାମ୍ପ୍ରତିକ ସମୟ ମଧ୍ୟରେ ନିତି ଅନୀତି ଓ ରାଜନୀତି କୁ ଅନେକ ଯୁକ୍ତି ଉପସ୍ଥାପନା କରିଥିଲେ ବକ୍ତା ମନେ। ଏକ ସୁସ୍ଥ ସମାଜ ଗଠନ ପାଇଁ ସମସ୍ତେ ସଚେତନ ହେଲେ ପରିବାର ବାଦ ରାଜନିତିର ବିଲୟ ସମ୍ଭବ, ବିକାଶ ପ୍ରକ୍ରିୟା ର ଶେଷ ଧାଡ଼ିର ରେ ଥିବା ବ୍ୟକ୍ତି ପ୍ରଶ୍ନ ଉତ୍ଥାପନ କଲେ, ରାଜ ନୀତି ଦୁର୍ନୀତି ମୁକ୍ତ ହେଲେ ନିତି ସମ୍ଭବ ବୋଳି ବକ୍ତା ମାନେ କହିଥିଲେ। ଏହି ଅବସରରେ  ବରିଷ୍ଠ ସାମ୍ବାଦିକ ଦୟାନିଧି ସାହୁ, ନବୀନ ପଶାୟତ, ଦୀପକ ସମାଜଦାର, ପ୍ରଭାନ ଜିତ୍ ସିଂହ ସାଲୁଜା, ସଦାଶିବ ସରାଫ ଙ୍କୁ ପ୍ରମୁଖ ଙ୍କୁ ସ୍ୱର୍ଗତ ଶଙ୍କର ପ୍ରସାଦ ମିଶ୍ର, ସ୍ୱର୍ଗତ ଉତମା ନାଏକ, ସ୍ୱର୍ଗତ ବାଳ କୃଷ୍ଣ ହୋତା, ସ୍ୱର୍ଗତ କୈଳାସ ସାହୁ, ସ୍ୱର୍ଗତ ରାମ କୁମାର ଅଗ୍ରୱାଲ ସ୍ମୁତି ସମ୍ମାନ  ରେ ସମ୍ବର୍ଦ୍ଧିତ କରାଯାଇଥିଲା। କାଯ୍ୟକ୍ରମ କୁ ସାଧାରଣ ସମ୍ପାଦକ ଅଭୟ ତ୍ରିପାଠୀ ପରିଚାଳନା କରିଥିବା ବେଳେ ବରିଷ୍ଠ ସଦସ୍ୟ ହରି ନାରାୟଣ ପୁଝାରୀ, ନରେଶ ସାହୁ, ଶରତ ଚନ୍ଦ୍ର ମିଶ୍ର, ଘଟେଶ୍ୱର୍ ମିଶ୍ର, ପୂର୍ଣ୍ଣ ଚନ୍ଦ୍ର ପଣ୍ଡା, ସୁଧିର ପଣ୍ଡା,ସୁବାଷ ପଣ୍ଡା,,କାର୍ଯ୍ୟକାରୀ ସଭାପତି ଅନୀଲ କୁମାର ତ୍ରିପାଠୀ, ସଞ୍ଜୟ ବେହେରା, ସଞ୍ଜୟ ନାୟକ, ଅଞ୍ଜନ ପଧାନ, ଦିଲୀପ ମେହେର, ଗୁପ୍ତେଶ୍ୱର ପୃଷ୍ଟି, ଭଗବାନ ମହାନ୍ତି, ବଣ୍ଟି ଅଗ୍ରୱାଲ, ରଶ୍ମି ରଞ୍ଜନ ପୁଟେଲ, ନରେନ୍ଦ୍ର ଭୋଇ, ଉମାକାନ୍ତ ପ୍ରଧାନ, ସତ୍ୟପ୍ରିୟ ମିଶ୍ର, ଦିଲୀପ ଭୋଇ, ସଚି ବଗର୍ତ୍ତି,ସମେତ ସହରର ବୁଦ୍ଧିଜିବୀ ଯୋଗଦେଇଥିଲେ।ଶେଷରେ ସଭାପତି ପ୍ରଦୀପ୍ତ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026

You Might Also Like