-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||     

HOME   ଜିଲ୍ଲା

ବୌଦ୍ଧରେ ତିନି ଦିନିଆ ଆନନ୍ଦ ଅନୁଭୂତି ଶିବିର ଉଦଯାପିତ

05-Apr-2026



ବୌଦ୍ଧ(ପ୍ରେରଣା ଖବର): ବୌଦ୍ଧ ସଦର ଏ ଏନ ଏମ ଟ୍ରେନିଂ ସେଣ୍ଟର ସଭାଗୃହ ଠାରେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବି ଶଙ୍କର ଜୀଙ୍କ ଆର୍ଟ ଅଫ ଲିଭିଙ୍ଗ ସଂସ୍ଥା, ବ୍ୟକ୍ତି ବିକାଶ କେନ୍ଦ୍ର ବୌଦ୍ଧ ଶାଖା ତରଫରୁ ତିନି ଦିନିଆ ଆନନ୍ଦ ଅନୁଭୂତି ଶିବିର  ଅନୁଷ୍ଠିତ ହୋଇ ଆଜି ମଧ୍ୟାହ୍ନରେ ଉଦଯାପିତ ହୋଇଯାଇଛି l ଆର୍ଟ ଅଫ ଲିଭିଂର ବରିଷ୍ଠ ଶିକ୍ଷକ ତଥା ବୌଦ୍ଧର ପୂର୍ବତନ ଜିଲ୍ଲାପାଳ ସତ୍ୟ ରଞ୍ଜନ  ସାହୁଙ୍କ ମାର୍ଗଦର୍ଶନରେ ବରିଷ୍ଟ ଶିକ୍ଷକ ସତ୍ୟବ୍ରତ ପାଢ଼ୀ ଓ ରାଜଲଷ୍ମୀ ବିଶ୍ୱାଳ ପ୍ରମୁଖ ଯୋଗଦେଇ ବିଶ୍ୱ ଆଦୃତ ସୁଦର୍ଶନ କ୍ରିୟା ଶିକ୍ଷା

ପ୍ରଦାନ କରିଥିଲେ  l  ଶିବିରରେ ଯୋଗ, ପ୍ରାଣାୟମ, ଆସନ ସହିତ ସୁଦର୍ଶନ କ୍ରିୟା ଶିକ୍ଷା ଦ୍ୱାରା ମଣିଷ ଜୀବନରେ ଶାରୀରିକ ସୁସ୍ଥତା ଏବଂ ମାନସିକ ଶାନ୍ତି, ମନରେ ଏକାଗ୍ରତା, ଦୃଢ଼ ଆତ୍ମବିଶ୍ୱାସ, ପାରିବାରିକ ସୁସମ୍ପର୍କରେ ଉନ୍ନତି, ଆଧ୍ୟାତ୍ମିକତାର ବିକାଶ, ଚିନ୍ତାମୁକ୍ତ ଏବଂ ଆନନ୍ଦମୟ ଜୀବନ ବଞ୍ଚିବାର କଳା ଶିଖାଇବା ସହିତ ସାଧାରଣ ମଣିଷ ଜୀବନରେ ଏକ ରୋଗମୁକ୍ତ ଶରୀର ଓ ଚିନ୍ତାମୁକ୍ତ ମନ, ମାନସିକ ଦୁଶ୍ଚିନ୍ତା ଓ ବିଷଦରୁ ମୁକ୍ତି, ମାନସିକ ଉଦବେଗ ଓ ଉତ୍କଣ୍ଠା ରୁ ମୁକ୍ତି, ଅବସାଦ, ଭୟ ଓ ଆଶଙ୍କରୁ ମୁକ୍ତି, ନକରାତ୍ମକ ଚିନ୍ତାରୁ ମୁକ୍ତି ଇତ୍ୟାଦି ଲାଭ ହେବ ବୋଲି କହିଥିଲେ  l ଏହି ଶିବିରରେ 40ରୁ ଉର୍ଦ୍ଧ ବ୍ୟକ୍ତି ଯୋଗ ଦେଇ ଶିକ୍ଷା ଲାଭ କରିଥିଲେ l ଶେଷ ଦିନରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା l ଏଥିରେ ସମସ୍ତ ଅଂଶ ଗ୍ରହଣକରି ନିଜ ନିଜ ର ଅନୁଭୂତି ଉପରେ ବକ୍ତବ୍ୟ ରଖିଥିଲେ l ଉକ୍ତ କାର୍ଯ୍ୟକ୍ରମକୁ ଆର୍ଟ ଅଫ ଲିଭିଙ୍ଗ ବୌଦ୍ଧ ଶାଖାର ସ୍ବେଛାସେବୀ ସୁଜ୍ଞାନ କୁମାର ପାତ୍ର, କୃତ୍ତିବାସ ପଲିଆ, ରିତାକାନ୍ତି ବଲିଆରସିଂ, ସୁନିତା ଦାଶ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026

You Might Also Like