-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||     

HOME   ରାଜ୍ୟ

ଆଉଟସୋର୍ସିଂ କର୍ମଚାରୀ ମହାସଂଘ ର ସାଧାରଣ ବୈଠକ

05-Apr-2026



ତୀବ୍ର ହେବ ଡିଜିଟାଲ ଆନ୍ଦୋଳନ

ବଲାଙ୍ଗିର(ପ୍ରେରଣା ଖବର)-ସ୍ଥାନୀୟ ଅମଲା ଭବନ ଠାରେ ବଲାଙ୍ଗୀର ଜିଲ୍ଲା ଆଉଟସୋର୍ସିଂ କର୍ମଚାରୀ ସଙ୍ଘ ତରଫରୁ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଜିଲ୍ଲାର ଚଉଦ ଗୋଟି ବ୍ଲକର ସରକାରଙ୍କ ଅଧୀନରେ ଥିବା ସମସ୍ତ ବିଭାଗରେ କାର୍ଯ୍ୟରତ ଆଉଟସୋର୍ସିଂ କର୍ମଚାରୀ ମାନେ ଯୋଗ ଦେଇଥିଲେ। ବିଗତ ଦିନରେ ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଦଶ ଦିନ ବ୍ୟାପି ବିଶାଳ ଗଣ ବିକ୍ଷୋଭ ପରେ ମୁଖ୍ୟମନ୍ତ୍ରୀ ସିଧାସଳଖ ସଙ୍ଘର ରାଜ୍ୟ ନେତୃତ୍ୱଙ୍କ ସହିତ

ଆଲୋଚନା କରିଥିଲେ । ଖୁବ ଶୀଘ୍ର ଉଚ୍ଚସ୍ତରୀୟ କମିଟି ଗଠନ ପୂର୍ବକ ଆଉଟସୋର୍ସିଂ ପ୍ରଥା ଉଚ୍ଛେଦ କରାଯିବ, ଛଟେଇ ବନ୍ଦ କରି ନିୟମିତ କରିବା ଦିଗରେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନିଜେ ପ୍ରତିଶୃତି ଦେଇଥିଲେ । ମାତ୍ର ଏ ପର୍ଯ୍ୟନ୍ତ ଆଖିଦୃଶିଆ ପଦକ୍ଷେପ ନେଇ ନାହାନ୍ତି। ଦଶନ୍ଧି ଦଶନ୍ଧି ଧରି କାର୍ଯ୍ୟରତ ରାଜ୍ୟର ହଜାର ହଜାର କର୍ମଚାରୀ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶୃତିକୁ ଭରସା କରି ରହିଛନ୍ତି। ଆଗାମୀ ଦିନରେ ଦାବି ପୂରଣ ନ ହେଲେ ଡିଜିଟାଲ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ଆଜିର ବୈଠକରେ ମହାସଂଘ ତରଫରୁ ନିଷ୍ପତ୍ତି ନିଆଯାଇଛି। ବିଭିନ୍ନ ବିଭାଗର ନେତୃତ୍ୱମାନେ ପ୍ରତ୍ୟେକ କର୍ମଚାରୀଙ୍କୁ ସକ୍ରିୟ କରାଇ ବିଭିନ୍ନ ସୋସିଆଲ ମିଡ଼ିଆ ମାଧ୍ୟମରେ ନିଜ ଦାବି ଗୁଡିକୁ ଉପସ୍ଥାପନ କରାଇବେ ବୋଲି ଆଲୋଚନା ହୋଇଥିଲା । ଏହି ଅବସରରେ ବଲାଙ୍ଗୀର ଠାରେ ଅନୁଷ୍ଠିତ ଅନ୍ୟ ଏକ କାର୍ଯ୍ୟକ୍ରମକୁ ଅତିଥି ଭାବେ ଯୋଗ ଦେଇଥିବା ପୂର୍ବତନ ମନ୍ତ୍ରୀ

ଅରୁଣ ସାହୁ, ବିଧାୟକ କଳିକେଶ ନାରାୟଣ ସିଂଦେଓ ଏବଂ ଶାସକ ଦଳ ବିଧାୟକ ଇରାଶିଷ ଆଚାର୍ଯ୍ୟଙ୍କୁ ଭେଟି ଜିଲ୍ଲା ସଙ୍ଘ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଜିଲ୍ଲା ସଭାପତି ରାଜେଶ ଝାଙ୍କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସାଧାରଣ ବୈଠକକୁ ଜିଲ୍ଲା ସମ୍ପାଦକ ଚଞ୍ଚଳ ମିଶ୍ର ପରିଚାଳନା କରି ଥିଲେ। ଏଥିରେ ଜିଲ୍ଲା ସଙ୍ଘର ଉପସଭାପତି ଦିଲ୍ଲୀପ ସାହୁ, କାର୍ଯ୍ୟକାରୀ ସମ୍ପାଦକ ଆଶୁତୋଷ ବେହେରାମାଳୀ, ମେଡ଼ିଆ କୋଅର୍ଡିନେଟର ଅଭିଳାଷ ମିଶ୍ର, କାର୍ଯ୍ୟକାରୀ ସଦସ୍ୟ ରବୀନ୍ଦ୍ର କୁମାର ନାଏକ, ଲକ୍ଷ୍ମଣ ସାହୁ, ରିତେଶ ସାହୁ, ବିଜୟ ମିଶ୍ର, କୋଷାଧ୍ୟକ୍ଷ ଶିଶିର ଷଡ଼ଙ୍ଗୀ, ସ୍ଵପ୍ନେଶ୍ଵର ମିଶ୍ର, ରଶ୍ମିରଂଜନ ହୋତା, ସତ୍ୟାନନ୍ଦ ସେଠ, ସରୋଜ ଦେହେରୀ, ମନୋଜ ବେହେରା ସମେତ ଶତାଧିକ ସଂଘ କର୍ମଚାରୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026

You Might Also Like