-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ଜିଲ୍ଲା

ସଂସ୍କୃତ ଭାରତୀ ଦ୍ୱାରା ସମୀକ୍ଷା ଯୋଜନା ବୈଠକ ଅନୁଷ୍ଠିତ

05-Apr-2026



ସ୍ଥାନୀୟ କଦମପଡା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସଂସ୍କୃତ ଭାରତୀ, ଓଡ଼ିଶା ପଶ୍ଚିମ ପ୍ରାନ୍ତ ପକ୍ଷରୁ ରାଜ୍ୟ ସ୍ତରୀୟ ଦ୍ବି ଦିନାତ୍ମକ ସମୀକ୍ଷା ଯୋଜନା ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂସ୍କୃତ ଭାଷାର ପ୍ରଚାର ପ୍ରସାର କରି ଏହି ଭାଷା ର ପୁନରୁଜ୍ଜୀବନ ପାଇଁ , ଭାରତୀୟ ସନାତନ ସଂସ୍କୃତିର ପୁନରୁତ୍ଥାନ ପାଇଁ, ଭାରତର ପୁନଃନିର୍ମାଣ ପାଇଁ ଏହି କାର୍ଯ୍ୟକ୍ରମର ଉଦଘାଟନ ସଭାରେ ମୁଖ୍ୟାତିଥି  ସମାଜସେବୀ ଶ୍ରୀ ରଙ୍କ ପଣ୍ଡା, ସାରସ୍ବତ ଅତିଥି ଭାବରେ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସନାତନ ମିଶ୍ର, ସଂସ୍କୃତ ଭାରତୀର ଅଖିଳ ଭାରତୀୟ ପ୍ରଚାର ପ୍ରମୁଖ ମାନନୀୟ ଶ୍ରୀଶଦେବ ପୂଜାରୀ, ପୂର୍ବ କ୍ଷେତ୍ର ସଂଗଠନ ମନ୍ତ୍ରୀ ଶ୍ରୀ ପ୍ରଣବ ନନ୍ଦ, ରାଜ୍ୟ ଅଧ୍ୟକ୍ଷ ଶ୍ରୀ ଆୟୁଷ୍ମନ୍ତ ଷଡ଼ଙ୍ଗୀ 
 ଉପାଧ୍ୟକ୍ଷ ସୁରେଶ ମହାନ୍ତି, ସମ୍ପାଦକ ଅଜିତ କୁମାର ପଣ୍ଡା , ସହ ସମ୍ପାଦକ ଡ଼ ନବୀନ ପ୍ରଧାନ, ସହ ସମ୍ପାଦକ ଡ଼ ମାନସ ରଞ୍ଜନ ସାହୁ, ପ୍ରଚାର ପ୍ରମୁଖ ଶେଷଦେବ ମିଶ୍ର ଉପସ୍ଥିତ ଥିଲେ। ପଶ୍ଚିମ ଓଡ଼ିଶାର ବରଗଡ, ବଲାଙ୍ଗିର, ନୂଆଁପଡ଼ା, ସୁନ୍ଦରଗଡ, କଳାହାଣ୍ଡି, ବୌଦ୍ଧ, ସୋନପୁର, କୋରାପୁଟ ଜିଲ୍ଲାରୁ ସଂଯୋଜକ, ସହ ସଂଯୋଜକ, ପ୍ରାନ୍ତର‌ ଅନେକ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଗତ ବର୍ଷରେ କରାଯାଇଥିବା କାର୍ଯ୍ୟର ସମୀକ୍ଷା ତଥା ଆଗାମୀ ବର୍ଷର ଯୋଜନା ବିଷୟରେ ଚର୍ଚ୍ଚା ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like