-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||     

HOME   ରାଜ୍ୟ

ଶିକ୍ଷୟତ୍ରୀ ରଶ୍ମିରାଣୀଙ୍କୁ ନେସନ ବିଲଡର ସମ୍ମାନ

05-Apr-2026



ବଲାଙ୍ଗିର,ତା.୦୫.୦୪.୨୬ ( ପ୍ରେରଣା ଖବର):  ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ କଳିଙ୍ଗ ଗୌରବ ଫାଉଣ୍ଡେସନ ଓ ଅନ୍ତର୍ଜାତିକ ରୋଟାରୀ କ୍ଲବର ମିଳିତ ଆନୁକୁଲ୍ୟରେ ଆୟୋଜିତ ସମାରୋହରେ ପୁଇଁନ୍ତଲା ବ୍ଲକ ଅଙ୍କରିଆପଦର ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶିକ୍ଷୟତ୍ରୀ ରଶ୍ମିରାଣୀ ଦାଶଙ୍କୁ ରାଜ୍ୟସ୍ତରୀୟ ନେସନ ବିଲଡର ସମ୍ମାନରେ ସମ୍ମାନୀତ କରାଯାଇଛି । ଶିକ୍ଷା କ୍ଷେତ୍ରରେ ତାଙ୍କ ଅବଦାନ, ସମାଜ ପ୍ରତି ତ୍ୟାଗ ଓ ସମର୍ପଣ ଭାବ, ପ୍ରାଥମିକ ଚିକିତ୍ସା ତାଲିମଦାତା, ସଡକ ସୁରକ୍ଷା ଅଭିଯାନ ର ରାଜ୍ୟସ୍ତରୀୟ ରକ୍ଷକ ମାଷ୍ଟର ଟ୍ରେନର ଓ ଶିକ୍ଷାର୍ଥୀଙ୍କ ପ୍ରତି ଉତ୍ସଗୀକୃତ ମନୋଭାବ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଡିଷ୍ଟିକ ଗର୍ଭନର ରୋଟାରୀଆନ ମନୋଜ ତ୍ରିପାଠୀ, ସମ୍ମାନିତ ଅତିଥି ଭାବରେ ପୂର୍ବତନ ରେଡକ୍ରସ, ଓଡିଶା ରାଜ୍ୟ ଶାଖାର ଅଧ୍ୟକ୍ଷ ମେଜର ଡ. କଳ୍ପନା ଦାସ, ଜିଲ୍ଲା ସଭାପତି ଡ. ଚିଦାମ୍ଭିକା ଖୁଟୁଆ, କ୍ଲବ ସଂପାଦିକା ସୁନୀତା ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ । ସୂଚନା ଯୋଗ୍ୟ ଯେ ରାଜ୍ୟରୁ ୩୦ଜଣ ଶିକ୍ଷକ ରାଜ୍ୟସ୍ତରୀୟ ପୁରସ୍କାର ପାଇଛନ୍ତି । ପ୍ରକାଶ ଥାଉକି ୨୦୦୩ ମସିହାରେ ଶ୍ରୀମତୀ ଦାଶ ପ୍ରଥମରେ ବୌଦ୍ଧ ଜିଲ୍ଲାର ବହିରା ପ୍ରାଥମିକ ବିଦ୍ୟାଳୟରେ ପରେ ଦେଓଳି ବିଦ୍ୟାଳୟ ରେ ଶିକ୍ଷକ ଭାବରେ ନିଯୁକ୍ତି ପାଇଥିଲେ । ସେ ମଧ୍ୟ ବିଗତ ଦିନରେ ଶିକ୍ଷକତା ପାଇଁ ଜିଲ୍ଲା ସ୍ତରରେ ପୁରସ୍କୃତ ହୋଇଛନ୍ତି । ତାଙ୍କର ପ୍ରଚେଷ୍ଟାରେ ବିଦ୍ୟାଳୟ ଛାତ୍ର ଛାତ୍ରୀମାନେ ଜିଲ୍ଲା ସ୍ତରରେ ତଥା ରାଜ୍ୟ ସ୍ତରରେ ଅଂଶଗ୍ରହଣ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ନେସନ ବିଲଡର ସମ୍ମାନରେ ସମ୍ମାନିତ ହୋଇଥିବାରୁ ଶ୍ରୀମତୀ ଦାଶ ଙ୍କୁ ଶିକ୍ଷକ ବୁଦ୍ଧିଜୀବୀ ମହଲରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026

You Might Also Like