-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||     

HOME   ଜିଲ୍ଲା

*ଓଡ଼ିଆ ପକ୍ଷରେ ପାଳନ ଅବସରରେ ସୁବର୍ଣ୍ଣପୁରରେ ଐତିହାସିକ ଗଣ ଦୌଡ ଆୟୋଜିତ*-

05-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡା ଓ ଯୁବ ସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏକ ଐତିହାସିକ ଗଣ ଦୌଡ ଆୟୋଜିତ ହୋଇଯାଇଛି। ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ସୁରେଶ୍ୱରୀଙ୍କ ପୀଠରୁ ସକାଳ ୬.୩୦ ଟାରୁ ଆରମ୍ଭ ହୋଇଥିବା ଏହି ଦୌଡ ନଳିନୀ ଛକ, ବିଜୁ ପଟ୍ଟନାୟକ ଛକ, ମସଜିଦ ଛକ ଓ କୋର୍ଟ ଛକ ଦେଇ ସହର ପରିକ୍ରମା କରି ସୋନପୁର ମହାବିଦ୍ୟାଳୟରେ ସକାଳ ୮.୩୦ ଟାରେ ଉଦଯାପିତ ହୋଇଥିଲା।
ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଓ ସୋନପୁର ପୌରପାଳିକା ଅଧ୍ୟକ୍ଷ ଶ୍ରୀମତୀ ତାମାସୀ ତମସ୍ମିତା ନାଏକ ସବୁଜ ପତାକା ଦେଖାଇ ଏହି ଦୌଡର ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା କ୍ରୀଡା ଓ ଯୁବ ସେବା ଅଧିକାରୀ ଶ୍ରୀ ଚିତ୍ତ ରଞ୍ଜନ ମିଶ୍ର ପରିଚାଳନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀମତୀ ଯମୁନା ପ୍ରଧାନ ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ।
ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶ କ୍ରମେ ଓଡ଼ିଆ ପକ୍ଷ ପାଳନର ପଞ୍ଚମ ଦିନରେ ଆୟୋଜିତ ଏହି ଗଣ ଦୌଡ ଲୋକମାନଙ୍କ ମଧ୍ୟରେ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଗାରିମା ପ୍ରତି ସଚେତନତା ସୃଷ୍ଟି କରିଥିଲା।
ଏହି ଦୌଡ ରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟ, କୋଶଳ ଉଚ୍ଚ ବିଦ୍ୟାଳୟ, ସରକାରୀ ବହୁବୃତି ଅନୁଷ୍ଠାନ, ପ୍ରଜ୍ଞା ଭାରତୀ ଆବାସିକ ବିଦ୍ୟାଳୟ, ମହାରାଜା ଉଚ୍ଚ ବିଦ୍ୟାଳୟ, ମହିଳା ଡିଗ୍ରୀ ମହାବିଦ୍ୟାଳୟ, ସୋନପୁର ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ତଥା ଏନ୍ ସି ସି କ୍ୟାଡେଟ୍ ସମେତ ୫୦୦ ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଏବଂ ତାଙ୍କର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଏଥିରେ ସାମିଲ ହୋଇଥିଲେ । ଏହା ଛଡା ସୋନପୁର-ମନମୁଣ୍ଡା ର ସ୍ୱଚ୍ଛ ଭାରତ ସଂଗଠନ ମଧ୍ୟ ଗଣ ଦୌଡ଼ରେ ଯୋଗ ଦେଇଥିଲେ |    
କାର୍ଯ୍ୟକ୍ରମକୁ ସଫଳ କରିବାରେ, ଜିଲ୍ଲା ପୋଲିସ ବିଭାଗ, ଜିଲ୍ଲା ଚିକିତ୍ସା ବିଭାଗ ର ସ୍ୱାସ୍ଥ୍ୟ ଟିମ ଓ ତାଙ୍କର ଆମ୍ବୁଲାନ୍ସ, ସମସ୍ତ ଡେପୁଟି/ସହାୟକ ଜିଲ୍ଲାପାଳ ଓ ଜିଲ୍ଲା ପ୍ରଶାସନର ସମସ୍ତ କର୍ମଚାରୀମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026

You Might Also Like