-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ତଥା ଖଡ଼ିଛୁଆଁ ପାଳିତ

04-Apr-2026



ବଲାଙ୍ଗୀର, ତା. ୦୪/୦୪(ପ୍ରେରଣା ଖବର ) :  ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଆଡମ୍ବରର ସହକାରେ ବିଦ୍ୟାଳୟରେ ପ୍ରବେଶ ଉତ୍ସବ  ତଥା ଖଡ଼ିଛୁଆଁ ଉତ୍ସବ ଆରମ୍ଭ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମ ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ଏବଂ ଶିକ୍ଷୟିତ୍ରୀ କାନ୍ତି ଭୋଇଙ୍କ ପରିଚାଳନାରେ ଶ୍ରୀ ଗଣେଶ ବନ୍ଦନା ସହ ନୂତନ ଭାବେ ବିଦ୍ୟାଳୟରେ ପ୍ରବେଶିକା ଆରମ୍ଭ ସହ ପାରମ୍ପରିକ ଓଡ଼ିଆ ପଦ୍ଧତିରେ ଖଡ଼ି ଛୁଆଇଁ ବିଦ୍ୟାରମ୍ଭ କରାଯାଇଛି । ସର୍ବୋପରି ବିଦ୍ୟାଳୟରେ ଶିଶୁ ବାଟିକାରେ ପ୍ରବେଶ କରୁଥିବା ଛାତ୍ରଛାତ୍ରୀଙ୍କୁ  ଶିକ୍ଷକ, ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ବୃନ୍ଦ ଘରକୁ ଘର ବୁଲି ପୂର୍ବରୁ ବିଦ୍ୟାଳୟକୁ ଆସିବା ପାଇଁ ନିମନ୍ତ୍ରଣ କାର୍ଡ ବଣ୍ଟନ କରିଥିଲେ । ପରେ ଏହି ଦିନ ଓଡିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ସାରା ରାଜ୍ୟରେ ପ୍ରବେଶ ଉତ୍ସବ ପାଳନ କରାଯାଉଥିବା ବେଳେ ଏହି ଅବସରରେ ଶିକ୍ଷା ରଥକୁ ନେଇ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ବୁଡେକ୍ ବିଦ୍ୟାଳୟରେ ପହଞ୍ଚିଥିଲେ , ଯାହାକୁ ଆଡମ୍ବର ଓ ଉତ୍ସାହ ଉଦ୍ଦୀପନା ମଧ୍ୟରେ ଡେଙ୍ଗ ସରକାରୀ ବିଦ୍ୟାଳୟରେ ସ୍ଵାଗତ ସମ୍ବର୍ଦ୍ଧନା କରିବା ସହ ବିଦ୍ୟାଳୟରେ ନୂତନ ଆଡମିଶନ୍ ଶୁଭାରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଦ୍ରୌପଦୀ ଭୋଇ, ଜ୍ୟୋସ୍ନା ଝାଙ୍କର, ଗାୟତ୍ରୀ ବାରିକ, ତପସ୍ଵିନୀ ପଟେଲ, ଶିକ୍ଷକ ଲିଙ୍ଗରାଜ ନନ୍ଦ, ଦେବେଶ ହୋତା, ମନରଞ୍ଜନ ପରିଡ଼ା, ହିମାଂଶୁ ବିଶ୍ଵାଳ, କୃପାସିନ୍ଧୁ ମିଶ୍ର, ବୃନ୍ଦାବନ ଭୂଏ   ପ୍ରମୁଖ ଛାତ୍ରଛାତ୍ରୀଙ୍କ  ସମ୍ମୁଖରେ ନୂତନ ଶିକ୍ଷାର୍ଥୀଙ୍କୁ ଖଡ଼ି ଛୁଆଁଇ ସାମୂହିକ ଭାବେ ବିଦ୍ୟାରମ୍ଭ କରାଇଥିଲେ । ଏହି ଅବସରରେ ଶିଶୁ ବାଟିକାରେ ୧୦ ଜଣ ଶିଶୁ ନାମ ଲେଖାଇବା ସହ ଅନ୍ୟାନ୍ୟ ଶ୍ରେଣୀ ଯଥା ଷଷ୍ଠ , ନବମରେ ମଧ୍ୟ ନୂତନ ଶିକ୍ଷାର୍ଥୀ ନାମ ଲେଖାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026

You Might Also Like