-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ହନୁମାନ ଜନ୍ମୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

06-Apr-2026



ଅତାବିରା(ଆକାଶ ମିଶ୍ର): ଆସନ୍ତା ୧୪ ତାରିଖ ହନୁମାନ ଜୟନ୍ତୀ ପାଇଁ ହସ୍ପିଟାଲ ଛକ ହନୁମାନ ମନ୍ଦିରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ  ହୋଇଯାଇଛି। ବିଶ୍ବ ହିନ୍ଦୁ ପରିଷଦ ଓ ବଜରଂଗ ଦଳ ପକ୍ଷରୁ ଆହୁତ ଏହି ବୈଠକରେ ବିଭିନ୍ନ ସଂଗଠନ, ସମାଜିକ କର୍ମୀ ଯୋଗ ଦେଇ ପ୍ରତି ବର୍ଷ ଭଲି ଏଥର ବହୁ ଆଡ଼ମ୍ବର ସହ ପାଳନ କରିବା ପାଇଁ ନିଷ୍ପତ୍ତି ହୋଇଥିଲା। ମହା ବିଷୁବ ସଂକ୍ରାନ୍ତି ଦିନ ସ୍ଥାନୀୟ ହନୁମାନ ମନ୍ଦିରରେ ହୋମ ଯଜ୍ଞ ହେବାର କାର୍ଯ୍ୟକ୍ରମ ରହିଛି। ରେଂଗାଲିକେମ୍ପ କାଲି ମନ୍ଦିରରୁ ଏକ ଅତାବିରାକୁ ଏକ ବାଇକ ରାଲି ହେବା ସହ ଅପରାହ୍ଣରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରୁ ଏକ ଭବ୍ୟ ଶୋଭାଯାତ୍ରା  ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ବିଭିନ୍ନ ପାରମ୍ପାରିକ କଳା ପ୍ରଦର୍ଶନ ହେବା ସହ ବ୍ଳକର ବିଭିନ୍ନ ଅଂଚଳରୁ ସହସ୍ରାଧିକ ବଜରଂଗୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ବଜରଂଗ ଦଳ ପ୍ରାନ୍ତ ବ, ଊପାଦସନା ପ୍ରମୁଖ ପରମେଶ୍ବର ପଟେଲ, ବିଶ୍ବ ହୁନ୍ଦୁ ପରିଷଦ ପ୍ରାନ୍ତ ସହ ସେବା ପ୍ରମୁଖ ଅଶ୍ବିନୀ ମେହେର, ଅତାବିରା ବ୍ଳକ ସଭାପତି ମନିଶ ଶର୍ମା,ଗୋଡ଼ଭଗା ବଜରଂଗଦ ଦଳର ସଦସ୍ୟ, ଦିବାକର ପ୍ରଧାନ, ବୀରେନ୍ଦ୍ର କର, ସୁରେନ୍ଦ୍ର ସ୍ବାଇଁ, ଫକିର କର୍ଣ୍ଣ, କାଲୁ ପଟେଲ, ସତ୍ୟନାରାୟଣ ମିଶ୍ର, ସୁବ୍ରତା ପାଢ଼ୀ, କ୍ଷିରେଶ୍ବରୀ ସ୍ବାଇଁ, ସଂଯୁକ୍ତା ମିଶ୍ର, ପୁଷ୍ପକ ଗାଇଗରିଆ, ବୀରେନ ହୋତା, ପ୍ରଶାନ୍ତ ଭୋଇ, ପୂର୍ଣ୍ଣଚନ୍ଦ୍ର ମେହେର,  କଷ୍ଟ ସାହୁ, ପ୍ରଭାସ ମଲ୍ଲିକ, ଝାସକେତନ ପ୍ରଧାନ, ସରୋଜ ପ୍ରଧାନ, ସୁଧିର ବାରିକ, ସହଦେବ ରାଉତ, ତାରାଚାନ୍ଦ କଣ୍ଟା, ପିଣ୍ଟୁ, ଉମେଶ, ରିକନ ବେହେରା, ଆୟୁଷ, ସୁଜିତ୍ ପ୍ରମୁଖ ଉପସ୍ଥିତ ଥିଲେ। ହନୁମାନ ଜନ୍ମୋତ୍ସବ ସମିତି ସଭାପତି ବିଧାୟକ ନିହାର ମହାନନ୍ଦ ଯୋଗ ଦେଇ ପ୍ରସୁ୍ତି ନେଇ ଆଲୋଚନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like