-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ଓଡ଼ିଶା ରାଜ୍ୟ କୃଷକ ସଂଗଠନ ଅତାବିରାର ବାର୍ଷିକ ସଭା ୭ରେ; ଯୋଗ ଦେବେ ୩ ଜିଲ୍ଲାର କୃଷକ ସଂଗଠନ

06-Apr-2026



ଅତାବିରା(ଆକାଶ ମିଶ୍ର) ଓଡ଼ିଶା ରାଜ୍ୟ କୃଷକ ସଂଗଠନ ଅତାବିରାର ବାର୍ଷିକ ସାଧାରଣ ସଭା ଆସନ୍ତା ୭ ତାରିଖ ଲାଦରପାଲିସ୍ଥିତ ରାମଚଣ୍ଡୀ ମନ୍ଦିର କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହେବ। ଏଥିରେ ବରଗଡ଼, ସମ୍ବଲପୁଲ ଓ ସୋନପୁର ଜିଲ୍ଲାର ବିଭିନ୍ନ ଚାଷୀ ସଂଗଠନର ସଦସ୍ୟ, ନେତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ କୃଷକର ଉନ୍ନତି  ସକାଶେ ସଂଗଠିତ ଲଢ଼େଇ କରିବା, ଧାନ ବିକ୍ରିରେ ହେଉଥିବା ସମସ୍ୟା ଓ ତା’ର ସମାଧାନ, ସମସ୍ତ କୃଷକଙ୍କୁ ପେନସନ ପ୍ରଦାନ, କୃଷି କ୍ଷେତ୍ରରେ ବିଦ୍ୟୁତ ସଂପୂର୍ଣ୍ଣ ମାଗଣା ଆଦି ବିଷୟ ଆଲୋଚନାର ପ୍ରସଙ୍ଗ ରହିବ ବୋଲି ସଂଗଠନ ପକ୍ଷରୁ ଆହୁତ ସାମ୍ବାଦିକ ସମ୍ମିଳନୀରେ ସଂଗଠନର ସଭାପତି ବୀରେନ୍ଦ୍ର କର ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ କାର୍ଯ୍ୟକାରୀ ସଭାପତି ଟିକେଲାଲ ମିଶ୍ର, ଭୁବନ ପ୍ରଧାନ, କୁବେର ପ୍ରଧାନ ଯୋଗ ଦେଇଥିଲେ। ସମାବେଶ ପରେ ସରକାର ଉପରେ ଚାପ ପ୍ରୟୋଗ କରିବା ପାଇଁ ଆଲୋଚନା ହେବ। ଚାଷ ଓ ଚାଷୀ ସମାସ୍ୟା ନେଇ କେହିଁ ଚାଷୀ ସଂଗଠନ ବା ବ୍ୟକ୍ତିଗତ ଭାବେ ଲଢ଼େଇ କରିଲେ ସରକାର କେସ, ଗିରଫ, ଜେଲ ଦେବା ଭଲି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। କିଛି ଦିନ ତଳେ ନବ ନିର୍ମାଣ କୃଷକ ସଂଗଠନର ଅନ୍ୟତମ ଯୁବ ଚାଷୀ ନେତା ପ୍ରଦ୍ୟୁମ୍ନ ପାଢ଼ୀଙ୍କୁ ଗିରଫ କରି ଜେଲ ଦଣ୍ଡ ଭଲି ପରିସ୍ଥିତି ଦେଖିବାକୁ ମିଳିଲା। ଏ ସମସ୍ୟା ନେଇ ସଂଗଠିତ ହୋଇ ଲଢ଼େଇ କରିବାକୁ ଆହ୍ବାନ କରିବା ପାଇଁ ଉଦ୍ୟମ କରାଯିବ ବୋଲି ଜଣାଇଥିଲେ। ଏହି ସମାବେଶରେ ବହୁ ସଂଖ୍ୟାରେ ଚାଷୀ ଯୋଗ ଦେବାକୁ ଅନୁରୋଧ କରାଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026

You Might Also Like