-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ପ୍ରେମ ବିଶ୍ବାସଘାତକତା ମାମଲା, ଖପ୍ରାଖୋଲ ଏସ ଵି ଆଇ କର୍ମଚାରୀଙ୍କ ବିରୋଧରେ ଥାନାରେ ଅଭିଯୋଗ , ଅଭିଯୁକ୍ତ ଫେରାର୍

06-Apr-2026



ବଲାଙ୍ଗୀର/ଖପ୍ରାଖୋଲ(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲର ବିଶ୍ବାସଘାତକ ବ୍ୟାଙ୍କ କର୍ମଚାରୀଙ୍କ  ପ୍ରେମ ପ୍ରତାରଣା ମାମଲା ଜନସାଧାରଣଙ୍କ ବିଶ୍ବାସକୁ ଦୋହଲାଇ ଦେଇଛି। 
   ସୂଚନାରୁ ପ୍ରକାଶ ଯେ, ପାଟଣାଗଡ ଉପଖଣ୍ଡ ଲରମ୍ଭା ପୋଲିସ ସୀମା ଅନ୍ତର୍ଗତ ଡାଙ୍ଗବାହାଲ ଗ୍ରାମର ବାସିନ୍ଦା ନରେନ୍ଦ୍ର ଭୋଇ ପୂର୍ବରୁ ଖପ୍ରାଖୋଲର ଏସବିଆଇ ରେ କ୍ୟାସିୟର ଭାବରେ କାର୍ଯ୍ୟ କରୁଥିଲେ। ଭାରତୀୟ ଷ୍ଟେଟ ବ୍ୟାଙ୍କର ପୂର୍ବତନ କର୍ମଚାରୀ ଜଣେ ଯୁବତୀଙ୍କୁ  ବିବାହର ପ୍ରତିଶୃତି ଦେଇ ପ୍ରେମଫାଶରେ ପକାଇ ତାଙ୍କୁ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି।

ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଯୁବତୀ ଜଣକ ଅଭିଯୋଗ କରିଥିଲେ ଯେ, ପ୍ରେମ ବାହାନାରେ ଖପ୍ରାଖୋଲ ବ୍ଲକ କଲୋନିର ଜଣେ ଯୁବତୀଙ୍କ ସହ ସମ୍ପର୍କ ଗଢ଼ି ଉଠିଥିଲା। ପରେ, ବରଗଡ଼ ଜିଲ୍ଲାର ପଦମପୁର ନିକଟସ୍ଥ ଏସ ଵି ଆଇ ତାଲପାଲି ଶାଖାକୁ ସ୍ଥାନାନ୍ତର ହେବା ପରେ, ସେ ନିଜକୁ ଦୂରେଇ ରଖୁବା ଆରମ୍ଭ କରିଥିଲେ ଏବଂ ପୀଡିତା ଙ୍କୁ ବିଭିନ୍ନ ଆଳରେ ଠକି ଚାଲିଥିବା ପୀଡିତା ଅଭିଯୋଗ କରିଛନ୍ତି । ପୀଡିତାଙ୍କ କହିବା କଥା ହେଲା, ନରେନ୍ଦ୍ର ଭୋଇ ଅନ୍ୟତ୍ର ବିବାହ କରିଛନ୍ତି।
ଏହା ଜାଣିବା ପରେ ପୀଡିତା ଜଣକ ନ୍ୟାୟ ପାଇଁ ଖପ୍ରାଖୋଲ ପୋଲିସ ଷ୍ଟେସନର ଦ୍ବାରସ୍ଥ ହୋଇଛନ୍ତି ।
ଏହି ସମୟରେ, ଅଭିଯୁକ୍ତ ଫେରାର୍ ହୋଇଯାଇଥିବାରୁ ତାଙ୍କ ବିରୁଦ୍ଧରେ ସନ୍ଦେହ ଆହୁରି ଘନୀଭୂତ ହୋଇଛି। ଖପ୍ରାଖୋଲ ପୋଲିସ ଷ୍ଟେସନରେ ମାମଲା (କେସ୍ ନଂ.୬୩/୨୦୨୬) ରୁଜୁ କରାଯାଇଛି।
ଭାରତୀୟ ନ୍ୟାୟ ସଂହିତା ୬୯, ୩୫୧(୨), ୩(୫) ସହିତ ଏସ ସି ଆଣ୍ଡ ଏସ ଟି (ଅତ୍ୟାତାର ନିବାରଣ) ଆଇନର ଧାରା ୩(୧) (ଆର )(ଏସ ) ଏବଂ ୩(୨)(ଭି) ରେ ଏକ ମାମଲା ରୁଜୁ ହୋଇଛି। ଯଦି ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରା ନ ଯାଏ ତେବେ  ଆଗାମୀ ଦିନରେ ପୀଡିତା ବଲାଙ୍ଗିର ଏସ.ପି ଙ୍କୁ ଭେଟିବା ସହିତ ଭୁବନେଶ୍ବର ମହିଳା କମିଶନରଙ୍କ ଦ୍ୱାରସ୍ଥ ହେବେ ବୋଲି ବିଭିନ୍ନ ଗଣମାଧ୍ୟମ ଆଗରେ କାନ୍ଦି କାନ୍ଦି ଦୁଃଖ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like