-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||     

HOME   ଜିଲ୍ଲା

ବିଜେପୁର ମିଳିତ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ ,ସନ୍ତୋଷ ସଭପତି, ସୌମ୍ୟରଞ୍ଜନ ସଂପାଦକ ମନୋନୀତ

06-Apr-2026



ବରପାଲି -(ସୁଦାମ ଦୀପ )    ବରଗଡ଼ ଜିଲ୍ଲା ବିଜେପୁର ମିଳିତ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ସନ୍ତୋଷ ଵାଗଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାରୋହରେ ସୁନନ୍ଦ ମିଶ୍ର, ସୌମ୍ୟରଞ୍ଜନ ପଧାନ,ରାଜେଶ ସାହୁ,ଶଶି ଭୂଷଣ ସାହୁ ମଞ୍ଚାସୀନ ଥିଲେ। ଅମୀୟ ପ୍ରସାଦ ଭୋଇଙ୍କ ପରିଚାଳନାରେ ପ୍ରାକ୍ତନ ସଭାପତି ବାସୁଦେବ ପଧାନ ଉଦ୍ଦେଶ୍ୟ ଜ୍ଞାପନ, ଅକ୍ଷୟ ସାହୁ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ। ସଂପାଦକ ସୌମ୍ୟରଂଜନ ପଧାନ ବାର୍ଷିକ ବିବରଣୀ ପଠନ କରିଥିଲେ।ବିଜୟ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ପ୍ରାକ୍ତନ ସଭାପତି ଭାଗବତ ସାହୁ ଓ ବରିଷ୍ଠ ଶିକ୍ଷକ ସୂମନ୍ତ ଗଡତୀୟାଙ୍କର ତତ୍ତ୍ଵାବଧାନରେ ନିର୍ବାଚନ ପାଇଁ ଆଲୋଚନା ହୋଇଥିଲା।ହେଲେ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପ୍ରସ୍ତାବ କ୍ରମେ ପୂର୍ବତନ ପରିଚାଳନା କମିଟି ସଦସ୍ୟ ମାନଙ୍କୁ ପୁଣି ଗୋଟିଏ ବର୍ଷ ପାଇଁ ମନୋନୟନ କରାଯାଇଥିଲା। ସନ୍ତୋଷ ଵାଗ ସଭାପତି, ସୁନନ୍ଦ ମିଶ୍ର ଉପସଭାପତି, ସୌମ୍ୟରଞ୍ଜନ ପଧାନ ସଂପାଦକ, ରାଜେଶ ସାହୁ ସହ ସଂପାଦକ,ଶଶି ଭୂଷଣ ସାହୁ କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଥିଲେ। ସେହିପରି ପରିଚାଳନା କମିଟିର ସଦସ୍ୟ ଭାବେ ବାସୁଦେବ ପଧାନ, ଅଚ୍ୟୁତାନନ୍ଦ ମାଝୀ ,ଘନଶ୍ୟୀମ ଦଣ୍ଡସେନା,ବିଡିଓ ସାହୁ ,ପ୍ରେମରାଜ ପଧାନ,ପ୍ରଶାନ୍ତ ପଣ୍ଡା ,ଆର୍ତ୍ତତ୍ରାଣ ଚୌହାନ ,ଶୈଳେନ୍ଦ୍ର ନାରାୟଣ ମିଶ୍ର ,ଭୋଜରାଜ ମଲ୍ଲିକ,ସୀତାରାମ ଦୀପ,ଦୁର୍ବାଦଳ ବଡଗୁଛିଆ,ଯଦୁମଣି ସୁନା,ହୃଦମଣି ସାହୁ,ଅଭିଶେକ ଦାଶ ପ୍ରମୁଖ ମନୋନୀତ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026

You Might Also Like