-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||     

HOME   ଜିଲ୍ଲା

ନିଆରା ପରମ୍ପରା ର ବିଦାୟ ସମ୍ବର୍ଦ୍ଧନା-ଗର୍ଭରାଇ ମନ୍ଦିର ପ୍ରାଙ୍ଗଣରେ ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶିକ୍ଷକର ଆଶୀର୍ବାଦ କାମନା

06-Apr-2026



(ପ୍ରିୟଦର୍ଶିନୀ ପାତ୍ର)
ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ସେମଳା ସାଧନ କେନ୍ଦ୍ର ବୁଟିଆଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ  ନିଆରା ପରମ୍ପରା  ୫ମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ଏକ ନିଆରା ବିଦାୟ ସମ୍ବର୍ଦ୍ଧନା ସଭା ଗର୍ଭରାଇ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ହୋଇଥିଲା। ଶିକ୍ଷା ମନ୍ଦିରରୁ ବିଦାୟ ନେଉଥିବା ପିଲାମାନଙ୍କ ଭବିଷ୍ୟତ ଜୀବନ ଉଜ୍ଜ୍ୱଳ ଓ ଶିକ୍ଷା ଜୀବନରେ ଉତ୍ତରୋତ୍ତର ଉନ୍ନତି ହେଉ ବୋଲି ଶିକ୍ଷକମାନେ ତାଙ୍କୁ ଆଶୀର୍ବାଦ ଜଣାଇଥିଲେ।
ଶିକ୍ଷକମାନେ ପିଲାମାନଙ୍କୁ ଭଗବାନଙ୍କ ଦିବ୍ୟ ସନ୍ତାନ ଭାବେ ଦେଖି ତାଙ୍କର ମାନସିକ ଓ ନୈତିକ ଗଢ଼ାଣି ପାଇଁ ନିଜ ଜୀବନ ଉତ୍ସର୍ଗ କରୁଥିବା କଥା ଏହି ସଭାରେ ପ୍ରକାଶ ପାଇଥିଲା। ନୂଆ କୋଟ ଗର୍ଭରାଇ ମନ୍ଦିରରେ ପିଲାମାନଙ୍କୁ ବିଦାୟ ଦେବାର ଏହି ନୂତନ ପରମ୍ପରା ସମାଜ ଓ ଶିକ୍ଷା ଜଗତ ପାଇଁ ଏକ ପ୍ରେରଣାଦାୟକ ଓ ଅବିସ୍ମରଣୀୟ ଘଟଣା ଭାବେ ପରିଗଣିତ ହୋଇଛି।
ଏହି ଅବସରରେ ସିଆରସିସି ବାବୁଲାଲ ସାଗର ନିଜ ଉଦ୍ବୋଧନରେ କହିଥିଲେ ଯେ ଶିକ୍ଷକଙ୍କ ଜୀବନ ପିଲାମାନଙ୍କ ଗଢ଼ାଣି ପାଇଁ ସମର୍ପିତ। ଶିକ୍ଷକଙ୍କ ସ୍ନେହ, ନିଷ୍ଠା ଓ ପରିଶ୍ରମ ଦ୍ୱାରା ପିଲାମାନେ ଭଲ ମଣିଷ ଭାବେ ଗଢ଼ିଉଠନ୍ତି। ଶିକ୍ଷକ ରମେଶ ଵେନିଆ,ପରମେଶ ନାୟକ  ଏହି ସେବାମୂଳକ କାର୍ଯ୍ୟ ପାଇଁ ଗ୍ରାମବାସୀ, ଅଭିଭାବକ ଓ ସମାଜ ପାଇଁ ଚିରଦିନ ସ୍ମରଣୀୟ ହୋଇ ରହିବ ବୋଲି ସେ କହିଥିଲେ।
ଏହି ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଗ୍ରାମବାସୀ, ଅଭିଭାବକ ଓ ଶିକ୍ଷକମାନଙ୍କ ମଧ୍ୟରେ ଗଭୀର ସମ୍ମାନ ଓ ସନ୍ତୋଷର ପରିବେଶ ସୃଷ୍ଟି କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like