-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||     

HOME   ଜିଲ୍ଲା

ହଳଦୀ ଗ୍ରାମରେ କାଳବୈଶାଖୀରେ ଉଡ଼ିଗଲା ଘର ଛପର

06-Apr-2026



 

ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)ଡାବୁଗାଁ ବ୍ଲକ ଚଚରାଗୁଡ଼ା ପଞ୍ଚାୟତ ହଳଦୀ ଗ୍ରାମରେ  କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ୪ଟି ଘରର ଆଜବେଷ୍ଟସ୍ ଛପର ଉଡ଼ି ଯାଇଥିବା ବେଳେ ଭୈରବ ମନ୍ଦିର ଓ ନୂତନ ଭାବେ ନିର୍ମିତ ଭୋଗ ମଣ୍ଡପର ଟିଣ ଛପର ଉଡ଼ି ଯାଇଛି।ହଳଦୀ ଗ୍ରାମର

ଦୀନବନ୍ଧୁ ନାୟକଙ୍କ ଝିଅ ବାହାଘର ରବିବାର ଥିବା ବେଳେ କାଳବୈଶାଖୀ ପ୍ରଭାବରେ ଘରର ଛପର ସମ୍ପୂର୍ଣ୍ଣ ଭାବେ ଉଡ଼ି ଯାଇ ମୂଲ୍ୟବାନ ଆସବାବପତ୍ର ବର୍ଷାରେ ଭିଜି ନଷ୍ଟ ହୋଇଯାଇଛି। କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ସହିତ ପ୍ରବଳ ପବନ ହୋଇଥିଲା। ପବନର ଗତି ଏତେ ତୀବ୍ର ଥିଲା ଯେ, ହଳଦୀ ଗ୍ରାମର ଦୀନବନ୍ଧୁ ନାୟକ, ବାଲଚାନ୍ଦ ଜାନି, ଜଗବନ୍ଧୁ ଜାନି ଓ ଜୟସିଂହ ଭତରାଙ୍କ ଘର ଆଜବେଷ୍ଟସ୍ ଉଡ଼ି ଯାଇଥିଲା । ଆଜବେଷ୍ଟସ୍ ଖଣ୍ଡ ଖଣ୍ଡ ହୋଇ ପଡ଼ିଥିଲା। କୁଆପଥର ବର୍ଷା ସହ ପବନ ବହୁ ଥିବାରୁ କ୍ଷତିଗ୍ରସ୍ତ ୪ଟି ପରିବାର ପଡ଼ୋଶୀଙ୍କ ଘର ଗୁଡ଼ିକରେ ଆଶ୍ରୟ ନେଇଥିଲେ | ରାତି ୮ଟାରେ କାଳବୈଶାଖୀର ପ୍ରଭାବ କମିବା ପରେ କ୍ଷତିଗ୍ରସ୍ତ ପରିବାର ନିଜ ଘରକୁ ଯାଇ ଦେଖିବା ବେଳକୁ ଘର ମଧ୍ୟରେ ଥିବା ଖାଦ୍ୟଶସ୍ୟ ସହ ବହୁ ମୂଲ୍ୟବାନ ଆସବାବପତ୍ର ସବୁ ବର୍ଷାରେ ଓଦା ହୋଇ ନଷ୍ଟ ହୋଇଯାଇଥିବା ଦେଖିଥିଲେ । ଗ୍ରାମର ଦୀନବନ୍ଧୁ ନାୟକଙ୍କ ଝିଅ ଚୁମୁକିଙ୍କ ବାହାଘର ରବିବାର ଥିବା ବେଳେ ବିବାହ କାର୍ଯ୍ୟ କିଭଳି ହେବ ସେନେଇ ପରିବାର ଚିନ୍ତାରେ ପଡିଛନ୍ତି। କ୍ଷତିଗ୍ରସ୍ତ ପରିବାରକୁ ସରକାରଙ୍କ ତରଫରୁ ତୁରନ୍ତ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like