-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ଓଡ଼ିଆ ପକ୍ଷରେ ଦେବାଳୟ ଏବଂ ଐତିହ ସ୍ଥଳୀ ଗୁଡ଼ିକରେ ପୌର ପରିଷଦ, ସୋନପୁର ଦ୍ୱାରା ସ୍ୱଚ୍ଛତା ଅଭିଯାନ |

06-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଓଡ଼ିଆ ପକ୍ଷ ପାଳନର ଷଷ୍ଠ ଦିନରେ ସକାଳ ୭ ଟା ରେ ସୋନପୁର ପୌର ପରିଷଦ ପକ୍ଷରୁ ଜିଲ୍ଲାର ଦେବାଳୟ ଓ ଐତିହ୍ୟ ସ୍ଥଳୀମାନଙ୍କରେ ସ୍ୱଚ୍ଛତା ଅଭିଯାନ ଆୟୋଜିତ ହୋଇଯାଇଛି। ଏହି ଅଭିଯାନରେ ମାଁ ସୁରେଶ୍ୱରୀ ପୀଠ ଏବଂ ରାମେଶ୍ୱର ମନ୍ଦିର ପ୍ରାଙ୍ଗଣ ସଫା କରାଯାଇଥିଲା।
କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱଚ୍ଛତାର ଗୁରୁତ୍ୱ ଉଲ୍ଲେଖ କରିଥିଲେ। ଏହାସହିତ ପୌର ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଋଷି ମାଝୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀମତୀ ଯମୁନା ପ୍ରଧାନ, ଜିଲ୍ଲା କ୍ରୀଡା ଓ ଯୁବ ସେବା ଅଧିକାରୀ ଶ୍ରୀ ଚିତ୍ତ ରଞ୍ଜନ ମିଶ୍ର ଓ ଜିଲ୍ଲା ନିଜାରତ ଅଧିକାରୀ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ଅଗ୍ନିଶମ ବିଭାଗ ଅଧିକାରୀ ଧୀରେନ୍ଦ୍ର ନାଥ ଦେ ପ୍ରମୁଖ ଉପସ୍ଥିତ ଥିଲେ।
ସୋନପୁର-ମନମୁଣ୍ଡା ର ସ୍ୱଚ୍ଛ ଭାରତ ସଂଗଠନ, ସୋନପୁର  ମହାବିଦ୍ୟାଳୟର ଏନ୍‌.ସି‌.ସି ଛାତ୍ରଛାତ୍ରୀ , ପୌର ପରିଷଦ ସ୍ବଚ୍ଛ ସାଥୀ ଓ ସଚେତନ ନାଗରିକମାନେ ସକ୍ରିୟ ଭାବେ ଭାଗନେଇଥିଲେ। ପୌର ପରିଷଦର ସମସ୍ତ କର୍ମଚାରୀମାନଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା।
ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ଥିଲା ସମସ୍ତଙ୍କୁ ପ୍ରତିଦିନ ନିଜ ଘର, ସାହି ଓ ଧାର୍ମିକ ସ୍ଥଳୀମାନଙ୍କୁ ସଫା ରଖିବା ପାଇଁ ସଚେତନ କରିବା, ଓ ସମଗ୍ର ପରିବେଶ ସୁରକ୍ଷା ବୋଲି ପୌର ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ମାଝୀ ସୂଚନା ଦେଇଛନ୍ତି |
ଏହା ଛଡା ସମସ୍ତଙ୍କୁ ପୌର ପରିଷଦ ପକ୍ଷରୁ ଏହା ମଧ୍ୟ ଅନୁରୋଧ କରାଯାଇଛି ଯେ ସେମାନେ ପ୍ରତ୍ୟେକ ଦିନ ତାଙ୍କ ଘର ପାଖକୁ ଆସୁଥିବା ଅଳିଆ ସଂଗ୍ରହ ଗାଡ଼ିରେ ତାଙ୍କ ଘରୁ ବାହାରୁ ଥିବା ଶୁଖା ଏବଂ ଓଦା ଅଳିଆକୁ ପୃଥକ ପୃଥକ ଭାବରେ ସଂଗ୍ରହ ଗାଡ଼ିରେ ଦିଅନ୍ତୁ। ଏହା ଅଳିଆର ପୁନରାବୃତ୍ତି, ପ୍ରଦୂଷଣ ନିୟନ୍ତ୍ରଣ ଏବଂ ଜୈବିକ ଖତ ତିଆରି ରେ ସାହାଯ୍ୟ କରିଥାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like