-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

*ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ସ୍ମୃତିଚାରଣ ସଭା*

06-Apr-2026



(ରଂଜିତ ମହାନ୍ତି )
ବରୀ: ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତ ର ଭଳିନୂଆଗାଁ ର ସଂଗଠନ ପ୍ରେମୀ,ଜଗା ଶିଶୁ ସାହିତ୍ୟ ସଂସଦ ର ସଭ୍ୟ, ଘରୋଇ ହୋମିଓପ୍ୟାଥିକ୍ ଚିକିତ୍ସକ ସଂଘ(ପି. ଏଚ୍.ପି.ଏ) ର ପ୍ରତିଷ୍ଠାତା ସଭ୍ୟ ହୋମିଓପ୍ୟାଥିକ୍ ଚିକିତ୍ସକ ଡଃ ଗୁରୁଚରଣ ସାହୁ ଙ୍କର ଏକାଦଶାହ ଉପଲକ୍ଷେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଅଛି।ଶିଶୁ ସାହିତ୍ୟିକ ସାମ୍ବାଦିକ ଡ଼ ଅଜୟ କୁମାର ଜେନା ସଭାପତିତ୍ବ ରେ ପ୍ରଥମେ ଦିବଂଗତ ଆତ୍ମା ଙ୍କ ସଦ୍ଗତି ନିମନ୍ତେ ଏକ ମିନିଟ୍ ନୀରବ ପ୍ରାର୍ଥନା ଓ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଯାଜପୁର ବିଶ୍ଵ ହିନ୍ଦୁ ପରିଷଦ ର ସମରସତ୍ତା ପ୍ରମୁଖ ଚିତ୍ତ ରଞ୍ଜନ ପରିଡ଼ା,ରମେଶ ଚନ୍ଦ୍ର ନାୟକ,ଦୋଳ ଗୋବିନ୍ଦ ଦାସ, ସୁରେଶ୍ ଚନ୍ଦ୍ର ପରିଡ଼ା,ସୁଜିତ୍ କୁମାର ସାହୁ,ବିଜୟ ବେହେରା,ନରୋତ୍ତମ ସାହୁ, ସୁଷ୍ମନ୍ତ୍ ଦାସ,ପ୍ରଭାତ କୁମାର ସାହୁ,କାର୍ତ୍ତିକ ଚନ୍ଦ୍ର ଦାସ, ଅର୍ଜୁନ ଚନ୍ଦ୍ର ମହାନ୍ତି, ସୁବ୍ରତ କୁମାର ନାୟକ, ବ୍ରଜ କିଶୋର ଧଳ, ପି.ଏଚ୍.ପି ମୁଖ୍ୟ ଉପଦେଷ୍ଟା ନିହାର ରଞ୍ଜନ ବିଶ୍ଵାଳ, ଡଃ ଅଶୋକ କୁମାର ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ସାହୁ ଙ୍କ ପରୋପକାର, ସମୟାନୁବର୍ତ୍ତିତା, ସେବା ପରାୟଣତା,ଆଧ୍ୟାତ୍ମିକତା ଏବଂ ଦୃଢ଼ ସଂଗଠକ ହିସାବରେ ସାଂଗଠାନିକ ଗୁଣ ବିଷୟରେ ସ୍ମୃତିଚାରଣ କରିଥିଲେ । ପୁତ୍ର ରଶ୍ମି ରଞ୍ଜନ ସାହୁ, ଜ୍ୟୋତି ରଞ୍ଜନ ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like