-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

06-Apr-2026



ଭୁବନେଶ୍ୱର(ପ୍ରେରଣା ଖବର): ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି କଂଗ୍ରେସ ଭବନଠାରେ ଆୟୋଜିତ ପ୍ରେସ ସମ୍ମୀଳନୀରେ କାଠଯୋଡ଼ି ଟେଣ୍ଡରକୁ ନେଇ ରାଜ୍ୟ ସରକାରଙ୍କୁ କଠୋର ଭାବରେ ସମାଲୋଚନା କରାଯାଇଥିଲା। ପ୍ରାୟ ୨୦୦କୋଟିର କାଠଯୋଡ଼ି ସେତୁ ପ୍ରକଳ୍ପକୁ ଏସପିଏସ୍ କନଷ୍ଟ୍ରକ୍ସନ୍  କମ୍ପାନୀକୁ ଦେବା ସିଦ୍ଧାନ୍ତକୁ କଂଗ୍ରେସ “ଜନସୁରକ୍ଷା ଏଵଂ ଲୋକଙ୍କ ଜୀବନ ସହ ଖେଳ” ବୋଲି କହିଛି। ବରିଷ୍ଠ କଂଗ୍ରେସ ପ୍ରବକ୍ତା ସୋନାଲି ସାହୁ ବିହାରର ବିବାଦିତ ସୁଲତାନଗଞ୍ଜ ଖୋଗାରିଆ ପୋଲ ଭୁଶୁଡିବା ଘଟଣାକୁ ଉଦ୍ଧୃତ କରି କହିଥିଲେ ଯେ, ଏହି କମ୍ପାନୀ ତିଆରି କରୁଥିବା ୧୭୦୦ କୋଟିରୁ ଅଧିକ ମୂଲ୍ୟର ସେତୁ ତିନିଥର ଭାଙ୍ଗି ପଡ଼ିବା ଘଟଣା ସମଗ୍ର ଦେଶରେ ଚର୍ଚ୍ଚାର ବିଷୟ ହୋଇଥିଲା ଏବଂ ଏହା କେବଳ ଦୁର୍ଘଟଣା ନୁହେଁ, ବରଂ କମ୍ପାନୀର ଗୁରୁତର ଅବହେଳା, ନିମ୍ନମାନର କାର୍ଯ୍ୟ , ନିମ୍ନମାନର ସାମଗ୍ରୀ, ଦକ୍ଷତାର ଅଭାବ, ତ୍ରୁଟିପୂର୍ଣ୍ଣ ଡିଜାଇନ୍ ଓ କାର୍ଯ୍ୟ ସମ୍ପାଦନ ବିଫଳତାର ପ୍ରମାଣ। ସେ କହିଥିଲେ ଯେ  ଆଇଆଇଟି ରୁରକିର ରିପୋର୍ଟ ଏହି ପ୍ରକଳ୍ପରେ ଗଭୀର ତ୍ରୁଟି ଥିବା ଚିହ୍ନଟ କରିଥିଲା ଏବଂ ସମ୍ପୂର୍ଣ୍ଣ ସେତୁକୁ ପୁନଃନିର୍ମାଣ କରିବା ପାଇଁ ସୁପାରିଶ କରିଥିଲା, ଯାହାକୁ  ପାଟଣା ହାଇକୋର୍ଟ ମଧ୍ୟ ଗୁରୁତ୍ୱ ସହ ଗ୍ରହଣ କରିଥିଲେ ଏବଂ କାହିଁକି ଏ କମ୍ପାନୀ କଳା ତାଲିକା ଭୁକ୍ତ ହେବନାହିଁ ବୋଲି ପ୍ରଶ୍ନ କରିଥିଲେ ।

ଅନ୍ୟତମ ପ୍ରବକ୍ତା ଡ. ମନୀଷା ଦାସ ପଟ୍ଟନାୟକ ସରକାରଙ୍କୁ ସିଧା ଟାର୍ଗେଟ କରି କହିଥିଲେ ଯେ, ଏପରି ବିବାଦିତ, ଦାଗୀ ଓ ବାରମ୍ବାର ବିଫଳ ହେଉଥିବା କମ୍ପାନୀକୁ ଓଡିଶାରେ ଦାୟିତ୍ୱ ଦେବା ଅର୍ଥ ପ୍ରକୃତରେ ଲୋକଙ୍କ ଜୀବନକୁ ବିପଦରେ ପକାଇବା। ସେ କହିଥିଲେ ଯେ ବିହାର ଘଟଣା କେବଳ ଯାନ୍ତ୍ରିକ ତ୍ରୁଟି ନୁହେଁ, ବରଂ ପ୍ରଶାସନିକ ଅବହେଳା ଓ ନିୟନ୍ତ୍ରଣର ଅଭାବକୁ ମଧ୍ୟ ସ୍ପଷ୍ଟ କରିଛି, ଯାହାକୁ ଜାତୀୟ ସବୁଜ ପ୍ରାଧିକରଣ ( ଏନଜିଟି) ପର୍ଯ୍ୟନ୍ତ ନେଇଯିବାକୁ ପଡ଼ିଥିଲା। ଡ. ପଟ୍ଟନାୟକ ପ୍ରଶ୍ନ କରିଥିଲେ ଯେ କେଉଁ ଯୋଗ୍ୟତା ଆଧାରରେ ଏହି କମ୍ପାନୀକୁ ଚୟନ କରାଗଲା, ପୂର୍ବ ଟେଣ୍ଡର କାହିଁକି ବାତିଲ୍ କରାଗଲା ଓ ଏହାର ପଛରେ କାହାର ଲାଭ ରହିଛି। ସେ ସଚେତନ କରିଥିଲେ ଯେ ଯଦି ଏହିପରି ଅବହେଳା ଜାରି ରହେ, ତେବେ ଓଡିଶାରେ ମଧ୍ୟ ଏକ ବଡ଼ ଦୁର୍ଘଟଣା ଘଟିପାରେ ଓ ତାହାର ଦାୟିତ୍ୱ ସରକାରଙ୍କୁ ନେବାକୁ ପଡ଼ିବ।ଶେଷରେ କଂଗ୍ରେସ ସରକାରଙ୍କୁ ସଚେତନ କରି କହିଛି ଯେ ଜନସୁରକ୍ଷା ସହ କୌଣସି ପ୍ରକାରର ସାଲିସ କେବେ ମଧ୍ୟ ଗ୍ରହଣଯୋଗ୍ୟ ନୁହେଁ ଏବଂ ଏହି ଟେଣ୍ଡର ପ୍ରକ୍ରିୟାର ତୁରନ୍ତ ପୁନଃବିଚାର ନ କରାଗଲେ ଆଗକୁ ଆନ୍ଦୋଳନ ତୀବ୍ର କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like