-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||     

HOME   ଜିଲ୍ଲା

*ଦୁଇ ନାବାଳକ ଗାଡି ଚାଳକଙ୍କ ଯୋଗୁଁ ବାଇକ ଦୁର୍ଘଟଣାରେ ଜଣେ ମୃତ*

06-Apr-2026



(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଧିନ ବୋରିପଦର ଛକ ନିକଟ ରେ  ଦୁଇ ନାବାଳକ ଗାଡି ଚଳକଙ୍କ ଯୋଗୁଁ ବାଇକ ଦୁର୍ଘଟଣାରେ ଜଣଙ୍କ 
ଜୀବନ ଗଲା। ଦୁର୍ଘଟଣାରେ ଜଣେ ମୃତ ଓ ୨ଜଣ ଆହତ ହେଇଥିବା ଦେଖିବାକୁ ମିଳିଛି। ସୂଚନଯୋଗ୍ୟ ଉମରକୋଟ ଥାନା ଅଧିନ ଡ଼ଙ୍ଗରିଗୁଡ଼ା ଗ୍ରାମର ଜୟସିଂ ଲହରା (୩୭) ଏକ ମୋଟର ସାଇକେଲନଂ   ସିଜି  ୦୪ ସି ଜେଡ୍ ୭୭୫୭ ଯୋଗେ କୌଣସି କାମରେ ଡାବୁଗାଁ ଅଭିମୁଖେ ଆସୁଥିବା ସମୟରେ ପଛପଟରୁ ଘୋଡ଼ାଖୁଣ୍ଟା ଗ୍ରମର ବିଶାଳ ସାହୁ (୧୭) ଓ ଡାବୁଗାଁ  ବ୍ଲକ ଡଙ୍ଗରିଗୁଡ଼ା  ପଞ୍ଚାୟତ ର ଜିତ୍ ସୁନ୍ଦର (୧୭) ଏକ ମୋଟର ସାଇକେଲ ନଂ ଓଡ଼ି ୨୪ଏଲ ୨୩୯୬ ଦ୍ରୁତଗତିରେ ଆସି ପଛପଟୁ ଧକ୍କା ଦେଇଥିଲା ଫଳରେ ଉଭୟ ରାସ୍ତା କଡକୁ ଛିଟିକି ପଡ଼ିଥିଲେ। ଘଟଣା ସ୍ଥଳରେ ଜୟସିଂ ମୃତ୍ୟୁ ବରଣ କରିଥିବାବେଳେ ବିଶାଳ ଓ ଜିତ୍ ଆହତ ହୋଇଛନ୍ତି । ସମସ୍ତଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ଅଣାଯାଇଥିଲା । ସେଠାରେ ବିଶାଳଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟା ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଛି । ଜିତ୍ଙ୍କ ଅବସ୍ଥା ଠିକ ଥିବାରୁ ତାଙ୍କୁ ଘରକୁ ଛାଡି ଦିଆଯାଇଛି । ଉଭୟ  ଗାଡି କୁ ପୋଲିସ୍ ଜବତ କରିଥିବା ନେଇ ସୂଚନା ମିଳିଛି। କିନ୍ତୁ  *ଡାବୁଗାଁ ଥାନା ଏଫ୍ ଆଇ ଆର୍ ରେ ଗୋଟିଏ ମଟର ସାଇକେଲ ନ‌ଂ କୁ ଓଡି ୨୪ ଏଲ୍ ୨୩୯୬ ସ୍ଥାନରେ ଓଡି  ୧୦ ସି ୧୭୮୨ ନଂ ଦେଇ କି ଘଟଣା ଟି କୁ ଚାପି ଦିଆଯାଉଛି*।ଆମ ପ୍ରତିନିଧି ଥାନା ଅଧିକାରୀ ଙ୍କୁ ଘଟଣା ବିଷୟରେ ପଚାରି ବାରୁ ଏହାର ତଦନ୍ତ ଚାଲିଛି ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି। ନାବାଳକ ଙ୍କ ବାଇକ ଧକ୍କା ରେ ଜଣ ଙ୍କ ଜୀବନ ଚାଲିଗଲା ହେଲେ ଏମାନଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି କିପରି ଏମାନଙ୍କୁ ଛାଡ଼ି ଦିଆଯାଇଛି। ନାବାଳ ଗାଡି ଚଳାଇବା ସମୟରେ ଯଦି କଣସି ଦୁର୍ଘଟଣା ଘଟେ ତେବେ ତାଙ୍କ ବାପା ମା ଙ୍କୁ RTO ୨୫ ହଜାର ଟଙ୍କା ଜରିମାନା ପକାଇବା ନିଅମ ରହିଛି ବର୍ତ୍ତମାନ ଏହି ଜରିମାନା ଆଦାୟ ହେଉଛି କି ନାହିଁ ଦେଖିବାକୁ ବାକି ରହିଲା।ଏହି ଘଟଣା ପରେ ଡାବୁଗାଁ ପୋଲିସର କାର୍ଯ୍ୟଦକ୍ଷତା ଉପରେ  ଜନସାଧାରଣଙ୍କ ମଧ୍ୟରେ ପ୍ରଶ୍ନବାଚୀ  ସୃଷ୍ଟି କରୁଛି କାରଣ  ମିଳିଥିବା ସୂଚନା ପ୍ରକାରେ ଦୁର୍ଘଟଣା ଘଟଇଥିବା  ବାଇକ ବଦଳରେ ଆନ୍ୟ ବାଇକ ଜବତ କରାଯାଇଥିବା । ଜିଲ୍ଲା ପ୍ରଶାସନ ଏହାର ତଦନ୍ତ କରି ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜନସାଧାରଣଙ୍କ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026

You Might Also Like