-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ରାଜ୍ୟ

ବଦଳିବ ବନ୍ଧକଟା ର ଚିତ୍ର... ରାଣୀ ବନ୍ଧର ପୁନଃରୁଦ୍ଧାର କାମର ଶୁଭାରମ୍ଭ କଲେ କଳିକେଶ

06-Apr-2026



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ସହରରେ ପ୍ରାୟ ୧୭ଟି ବନ୍ଧ ରହିଛି। କିନ୍ତୁ କୌଣସି ବନ୍ଧର ପାଣି ଉପଯୋଗୀ ହୋଇରହିନାହିଁ। ସେଥିପାଇଁ ଜନଅସନ୍ତୋଷ ଦେଖାଦେଇଥିଲା । ଏବେ ପୌରପାଳିକା ୭ଟିବନ୍ଧର ପୁନଃରୁଦ୍ଧାର କାମ କରାଇବାକୁ ଯୋଜନା କରିଛି। ଚଳିତବର୍ଷ ପ୍ରାୟ ୨୩ କୋଟି ଟଙ୍କା ଖର୍ଚ୍ଚରେ ଏହି ବନ୍ଧ ଗୁଡିକର ପଙ୍କୋଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାମ କରାଯିବ । ଆଜି ୧୩ ନମ୍ବର ୱାର୍ଡରେ ଥିବା ରାଣିବନ୍ଧର ପୁନଃରୁଦ୍ଧାରକାମର ଶୁଭାରମ୍ଭ କରାଯାଇଛି । ବଲାଙ୍ଗୀର ବିଧାୟକ କଳିକେଶନାରାୟଣ ସିଂଦେଓ ଏହାର ଶୁଭାରମ୍ଭ କରିଛନ୍ତି । ଆଜି ଅପରାହ୍ନ ୫ଟା ବେଳେ ଟିକ୍ରାପଡା ଛକରେ ବିଧାୟକଙ୍କୁ ସ୍ଥାନୀୟ ଅଞ୍ଚଳବାସୀ ଭବ୍ୟସ୍ୱାଗତ କରିଥିଲେ । ସେମାନଙ୍କର ପୂର୍ବରୁ କରାଯାଇଥିବା ଦାବି ମୁତାବକ ରାଣୀବନ୍ଧର ପୁନଃରୁଦ୍ଧାର କାମ କରାଯାଉଛି । ସ୍ଥାନୀୟ କାଉନସିଲର ଇସମତଆରା ଖାନଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ ଏକ ଶୋଭାଯାତ୍ରାରେ ବିଧାୟକ କଳିକେଶ ସିଂଦେଓଙ୍କୁ ସ୍ୱାଗତ କରାଯାଇ ଶୋଭାଯାତ୍ରାରେ ଟିକ୍ରାପଡାଛକରୁ ଦୈନିକବଜାର ଦେଇ ସିନେମାହଲରୋଡ ପଟୁ ରାଣିବନ୍ଧକୁ ନିଆଯାଇଥିଲା । ସେଠାରେ ବିଧାୟକ କଳିକେଶନାରାୟଣ ସିଂଦେଓ,ପୌରାଧ୍ୟକ୍ଷା ଲିକା ସାହୁ, ଉପାଧ୍ୟକ୍ଷା ଗାୟିତ୍ରୀ ଭୋଇ, ପୌର ନିର୍ବାହୀଅଧିକାରୀ ସନ୍ତୋଷ କୁମାର ବେହେରା, କାଉନସିଲର ଇସମତ ଆରା ଖାନ ପୂଜାର୍ଚ୍ଚନା ସହିତ ନଡିଆ ବାଡେଇ ଉନ୍ନୟନକାମର ଶୁଭାରମ୍ଭ କରିଥିଲେ । ବନ୍ଧର ପାଣି ଶୁଖାଇବାକୁ ଖୋଳାଯାଇଛି । ପାଣି ନିସ୍କାସନ କରି ଶୁଖିଲେ ପଙ୍କୋଦ୍ଧାର କାମ ଆରମ୍ଭ ହେବ ବୋଲି ପୌରାଧ୍ୟକ୍ଷା ଲିକା ସାହୁ କହିଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ସହିତ ବରିଷ୍ଠ ବିଜେଡି ନେତା ଭଗବାନ ବଗର୍ତ୍ତି,ପ୍ରଦୀପ ସାହୁ,ପ୍ରକାଶ ନେପାକ,ମୁନା ସାହୁ, ପ୍ରବୀଣ ଦର୍ଜି,ମୁନା ଖାନ,ବିଧୂଭୁଷଣ ତ୍ରୀପାଠୀ,ମୁନୁ ପୋଢ, ଚନ୍ଦ୍ରମଣୀ ତ୍ରୀପାଠୀ,ସନ୍ତୋଷ ଦନ୍ତା,କାଉନସିଲର ତଥା ବିଜେଡି ନଗର ସଭାପତି ଶମ୍ଭୁ ନାଗ,୧୬ନମ୍ବର କାଉନସିଲର ସନ୍ତୋଷିନୀ କୁଅଁର, ୮ନମ୍ବର କାଉନସିଲର ନନ୍ଦିନୀ ପୋଢ, କାଉନସିଲର ସରିତା ଦାସ, ଶତ୍ରୁଘ୍ନ ନାଗ, ଲଲାଟେନ୍ଦୁ ପଟ୍ଟନାୟକ, ଗଙ୍ଗାଧର ଚାନ୍ଦ, ଲେଙ୍କା ସାହୁଙ୍କ ସମେତ ବହୁସଂଖ୍ୟାରେ ସ୍ଥାନୀୟ ଲୋକ ଓ ବିଜେଡି ନେତାଗଣ ଉପସ୍ଥିତ ଥିଲେ । ସେହିପରି ପୌରଯନ୍ତ୍ରୀ ଇଂ.କୃଷ୍ଣପ୍ରସାଦ ବେହେରା,କନିଷ୍ଠଯନ୍ତ୍ରୀ ଇଂ.ରୋଜାଲିସା ରାଉ.ଠିକାକାମ ପାଇଥିବା ଦୀପକ ନାଗ ପ୍ରମୁଖ ଉପସ୍ଥିତ ଥିଲେ।  
 ପ୍ରକାଶ ଯେ, ପୂର୍ବରୁ କନ୍ଧପାଲିବନ୍ଧ, ତାଲପାଲିବନ୍ଧ, ଗେଟସରୋବର ଇତ୍ୟାଦି ବନ୍ଧର ପୁନଃରୁଦ୍ଧାର ପାଇଁ ଜଳନିସ୍କାସନ କାମ ଆରମ୍ଭ କରାଯାଇ ସାରିଛି । ଠିକ ସେହିପରି ଅଧାହୋଇ ପଡିଥିବା ମହାରାଣୀସାଗର କାମ ମଧ୍ୟ ଆରମ୍ଭ କରାଯାଇସାରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like