-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ନଅଗାଁ (ଖ) ଠାରେ ବିଜେପି ର 47 ତମ ପ୍ରତିଷ୍ଠା ଦିବସ ପାଳିତ

06-Apr-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ ( ଖ) ଠାରେ ବିଜେପି ର 47 ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ପାତ୍ର ଏବଂ ମୁଖ୍ୟବକ୍ତା ଭାବେ ରାଜ୍ୟ ଉପସଭାପତି ଅଶୋକ ମିଶ୍ର ଯୋଗ ଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ କେନ୍ଦ୍ର ଓ ରାଜ୍ୟ ରେ ବିଜେପି ସରକାରଙ୍କ ଐତିହାସିକ ଉପଲବ୍ଧି ବିଷୟରେ ଉଲ୍ଲେଖ କରିଥିଲେ l

ଏହିପରି ଭାରତୀୟ ଚିନ୍ତାଧାରା , ସଂସ୍କୃତି , ରାଷ୍ଟ୍ରବାଦ ଓ ସମର୍ପଣ ର ମୁଖ୍ୟ ବୋଧ ଉପରେ ମତାମତ ପ୍ରକାଶ କରିଥିଲେ l ବିଜେପି ର ସଂଘର୍ଷ ମୟ ଇତିହାସ , ଦେଶ ସେବା ରେ ଏହାର ଅବଦାନ ଓ ଆଗାମୀ ଦୃଷ୍ଟିକୋଣ ବିଷୟ ରେ ଉଦବୋଧନ ଦେଇଥିଲେ । ଏହା ବ୍ୟତୀତ ନଅଗାଁ (ଖ) କାର୍ଯ୍ୟାଳୟ ରେ ଡ. ଶ୍ୟାମା ପ୍ରସାଦ ମୂଖାର୍ଜୀ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇ ବିଶ୍ୱଶାନ୍ତି ପାଇଁ ପୂଜାଅର୍ଚ୍ଚନା କରାଯାଇ ଥିଲା । ଧୂଜା ଉତ୍ତୋଳନ ଓ  "ବନ୍ଦେ ମାତରଂ" ଗାନ କରାଯାଇ ଦଳର ବରିଷ୍ଠ କର୍ମକର୍ତ୍ତା ମାନଙ୍କୁ ସମ୍ବର୍ଦ୍ଧନା କରାଯାଇ ଥିବାବେଳେ ମିଶ୍ରଣ ପର୍ବ ଅନୁଷ୍ଠିତ କରାଗଲା l ଏହି ମିଶ୍ରଣ ପର୍ବ ରେ ଲୋଇସିଂହା ସରପଞ୍ଚ ନବକିଶୋର ନାଏକ ନିଜର ସମର୍ଥକ ମାନଙ୍କ ସହ ବିଜେପି ରେ ବିଧିବଦ୍ଧ ଭାବେ ଯୋଗ ଦେଇଥିଲେ l ଆଜିର ପ୍ରତିଷ୍ଠା ଦିବସ ରେ ଲୋଇସିଂହା ବିଧାୟକ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ , ଆଗଲପୁର ପ୍ରତିନିଧି ପିତାମ୍ବର କଣ୍ଟା, ସରୋଜ ସାହୁ , ପ୍ରଶାନ୍ତ ନାୟକ , ହିମାଂଶୁ ସାହୁ , ସଞ୍ଜୟ ମେହେର , ପାଣ୍ଡବ ପୁଟେଲ , ସିଭିଲ ସାହୁ , ରାଜୀବଲୋଚନ ଭୋଇ , ନୀଳକଣ୍ଠ ସାହୁ , ରିଙ୍କୁ ସାହୁ, କୁମର ପାଣ୍ଡେ, ସୁନିଲ ଦାସ , ସରପଞ୍ଚ ହିମାଞ୍ଚଲ ମେହେର, ସରପଞ୍ଚ କିରନ ସାହୁ, ଅଜିତ କୁମାର ପଣ୍ଡା , ମଣ୍ଟୁ ମେହେର ପ୍ରମୁଖ ଲୋଇସିଂହ। ନିର୍ବାଚନ ମଣ୍ଡଳୀ  ର ବିଭିନ୍ନ ସ୍ଥାନରୁ ଏକ ହଜାର ରୁ ଉର୍ଦ୍ଧ ବିଜେପି କାର୍ଯ୍ୟକର୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like