-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ଖପ୍ରାଖୋଲରେ କାଳବୈଶାଖୀର ତାଣ୍ଡବ : କୁଆପଥର ବର୍ଷାରେ ଭୟଙ୍କର କ୍ଷୟକ୍ଷତି

07-Apr-2026



ଖପ୍ରାଖୋଲ(ଉମେଶ  ଦଣ୍ଡସନା): ବଲାଙ୍ଗିର ଜିଲ୍ଲାର ଖପ୍ରାଖୋଲ ବ୍ଲକ ଅଧୀନ ପଡ଼ିଆବାହାଲ, ଚଙ୍ଗରିଆ ଏବଂ ଆଖପାଖ ଅଞ୍ଚଳ ବାଙ୍କିବାହାଲ ଓ ଗମ୍ଭାରୀ ଅଞ୍ଚଳରେ ଆଜି ଦିନ ପ୍ରାୟ ୨ଟା ସମୟରେ ହଠାତ୍ କାଳବୈଶାଖୀର ପ୍ରଭାବ ଦେଖାଦେଇଥିଲା । ଅଚାନକ ଆକାଶ ଘନାନ୍ଧକାର ହୋଇ ପବନ ସହିତ ମୁସଳଧାର ବର୍ଷା ଏବଂ ପ୍ରବଳ କୁଆପଥର ବର୍ଷା ଆରମ୍ଭ ହୋଇଥିଲା । ହଠାତ୍ ପାଗ ପରିବର୍ତ୍ତନର ତୀବ୍ର ପ୍ରଭାବରେ ଲୋକମାନଙ୍କ ଜୀବନ ଓ ଜୀବିକା ଉପରେ ଭୟଙ୍କର ପ୍ରଭାବ ପଡ଼ିଛି । ଚାଷୀମାନେ କଷ୍ଟକରି ଲୋନ ଆଣି ଚାଷ କରିଥିବା ଫସଲ ଭାରି କ୍ଷତିଗ୍ରସ୍ତ ହୋଇଛି । ବହୁତ ଘରର ଖପର ଭାଙ୍ଗିଯାଇ ଘର ଭିତରେ ପାଣି ପସିଯାଇଛି, ଯାହା ଫଳରେ ଲୋକମାନେ ଦୁର୍ଦ୍ଦଶାରେ ପଡ଼ିଛନ୍ତି । ସବୁଠାରୁ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଥିଲା ବାଙ୍କିବାହାଲ ଓ ଗମ୍ଭାରୀ ଅଞ୍ଚଳରେ, ଯେଉଁଠାରେ ରାସ୍ତାଘାଟ ଓ ଚାରିପାଖ କୁଆପଥରରେ ଢାକିଯାଇଥିଲା । ସେହି ଦୃଶ୍ୟ ହିମାଚଳ ପ୍ରଦେଶର ବରଫ ପତନକୁ ସ୍ମରଣ କରାଇଥିଲା । ଏହି ଅସାଧାରଣ ଦୃଶ୍ୟକୁ ଦେଖି କେତେକ ଲୋକ ଆଶ୍ଚର୍ଯ୍ୟଚକିତ ହେବା ସହ ଖୁସି ମଧ୍ୟ ହୋଇଥିଲେ, ଯଦିଓ ଏହା ପଛରେ ଥିବା କ୍ଷୟକ୍ଷତି ଅତ୍ୟନ୍ତ ଗଭୀର । ସମଗ୍ର ଅଞ୍ଚଳରେ ଏହି କାଳବୈଶାଖୀ ଜନଜୀବନକୁ ବ୍ୟାପକ ଭାବେ ପ୍ରଭାବିତ କରିଥିବାବେଳେ, କ୍ଷତିର ସଠିକ୍ ଅନୁମାନ ଓ ପ୍ରଶାସନୀୟ ସହାୟତା ପ୍ରତି ଲୋକମାନଙ୍କ ଆଶା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like