-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||     

HOME   ଜିଲ୍ଲା

ଗୋମାତା ଙ୍କ ସୁରକ୍ଷା କୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବି ଜଣାଇଲା ଶିବସେନା

07-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ଶିବସେନା ଦଳ ପକ୍ଷରୁ ଗୋମାତାଙ୍କୁ ରାଜ୍ୟ ମାତା ଭାବରେ ଘୋଷଣା କରି ତାଙ୍କ ସୁରକ୍ଷା କୁ ସୁନିଶ୍ଚିତ କରିବାପାଇଁ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ.ନୃପରାଜ ସାହୁ ଙ୍କ  ମାର୍ଫତରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଗୋ ହତ୍ୟା କରୁଥିବା ବ୍ୟକ୍ତି ଙ୍କୁ ମୃତ୍ୟୁ ଦଣ୍ଡ ଦେବା ସହ ଗୋଚାଲାଣ କାରୀ ଙ୍କୁ ଦଶବର୍ଷ କାରାଦଣ୍ଡ  ଓ ଦଶଲକ୍ଷ ଟଙ୍କା ର ଜୋରିମାନା ଆଦାୟ କରିବା ସହ  ଅସହାୟ ବୁଲା ଗୋରୁଗାଈ ଙ୍କ ଥଇଥାନ କରିବା ପାଇଁ ଉନ୍ନତ ଧରଣର ଗୋସାଲା ନିର୍ମାଣ କରିବା  ତଥା ଗୋରକ୍ଷକ  ଙ୍କ ସୁରକ୍ଷା ସହ ଗୋ ସୁରକ୍ଷା ସହିଦ ପରିବାରଙ୍କୁ ୩୦ଲକ୍ଷ ଟଙ୍କା ର ଆର୍ଥିକ ସହାୟତା ପ୍ରଦାନ ତଥା ଓଡିଶା ର ସମସ୍ତ  ଗୋଚର ଜମି ଜବର ଦଖଲ  ମୁକ୍ତ କରିବା  ପାଇଁ ଓ ସମସ୍ତ  ମୃତ ଗୋମାତା ଙ୍କ ଚମଡା ଓ ମାଂସ କୁ ବିକ୍ରି କରାନଯାଇ ସସମ୍ମାନେ ଗୋମାତା ଙ୍କ ଶବସତ୍କାର କରିବା ପ୍ରଭୃତି ଦାବିପତ୍ରରେ ଉଲ୍ଲେଖ କରାଯାଇଛି‌ ।  ଆଜି ଏହି ଦାବିପତ୍ର ପ୍ରଦାନ ସମୟରେ ଜିଲ୍ଲା ଶିବସେନା ସଭାପତି ଶିବ ପ୍ରସାଦ ଦାଶ, ସଂପାଦକ ଶମ୍ଭୁ ପ୍ରସାଦ ହୋତା,ଏସ୍ ସି ସେଲ୍ ସଭାପତି ରାଜୁ ଜଗଦଲା, ଓବିସି ମୋର୍ଚ୍ଚା ସଭାପତି  ସରୋଜ କୁମାର ବାରିକ ଗୋ ସୁରକ୍ଷା  ଆଶିଷ କୁମାର ଷଡ଼ଙ୍ଗୀ, ଗୋବିନ୍ଦ ଚନ୍ଦ୍ର ନାୟକ,ଚନ୍ଦନ ଦେହେରୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026

You Might Also Like