-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଓଡ଼ିଆ ପକ୍ଷ ଅବସରରେ ଶିଶୁ କଥା ଦିବସ♦️ "ଶିଶୁ ମାନଙ୍କ ଭାଷା ଓ ଚିନ୍ତନ ଶକ୍ତି କୁ ଉନ୍ନତ କରିବା ଆମର ପ୍ରଥମ କର୍ତ୍ତବ୍ୟ"

07-Apr-2026



ବଲାଙ୍ଗୀର(ପ୍ରେରଣା ଖବର): ଓଡ଼ିଆ ପକ୍ଷ-୨୦୨୬ ପାଳନ ଅବସରରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ପ୍ରାକ୍ଟିସିଂ ବିଦ୍ୟାଳୟ ଠାରେ 'ଶିଶୁ କଥା ଦିବସ' ପାଳିତ ହୋଇଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ସସ୍ମିତା ନାଗ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି

ଭାବେ ବଲାଙ୍ଗୀର ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ତରଣୀ ସୁନା,ନିମନ୍ତ୍ରିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା,ସେବାଶ୍ରୀ ଭୋଇ,ସମ୍ମାନୀତ ଅତିଥି ଭାବେ ସିଆରସିସି ଗିରିଶ ବେହେରା ଯୋଗ ଦେଇଥିଲେ।ଶିଶୁ ବାଟିକା ର ୧୫ଜଣ ଶିଶୁଙ୍କୁ ଛବିଲ ମଧୁ ବର୍ଣ୍ଣବୋଧ ପୁସ୍ତକ ଓ ୩୫ଜଣ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଶିଶୁଲେଖା ପୁସ୍ତକ ମୁଖ୍ୟ ଅତିଥି ଶ୍ରୀ ସୁନା ବଣ୍ଟନ କରିଥିଲେ।ନିଜ ବକ୍ତବ୍ୟରେ ଶ୍ରୀ ସୁନା ଶିଶୁ ମାନେ ହେଉଛନ୍ତି ଆମ ସମାଜର ସବୁଠାରୁ ମୂଲ୍ୟବାନ ସମ୍ପଦ।ଶିଶୁମାନଙ୍କ ର ଭାଷା ଓ ଚିନ୍ତନ ଶକ୍ତିକୁ ଉନ୍ନତ କରିବା ଆମର ପ୍ରଥମ କର୍ତ୍ତବ୍ୟ ବୋଲି କହିବା ସହ ତାଙ୍କର ଶିକ୍ଷା,ସଂସ୍କାର ଓ ଚିନ୍ତାଧାରା ଉପରେ ଦେଶର ଭବିଷ୍ୟତ ନିର୍ଭର କରେ ବୋଲି କହିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା ନିଜ ବକ୍ତବ୍ୟରେ

ଏହି ଦିବସ ପାଳନ ଅବସରରେ ବର୍ଣ୍ଣବୋଧ ଓ ଶିଶୁଲେଖା ପୁସ୍ତକ ବଣ୍ଟନ ଛାତ୍ରଛାତ୍ରୀଙ୍କ ମନରେ ନୂତନ ଆଗ୍ରହ ସୃଷ୍ଟି କରିବା ସହ ତାଙ୍କର ଲେଖନ କୌଶଳ,ଚିନ୍ତନ ଶକ୍ତି ଓ ସୃଜନଶୀଳତାକୁ ଆହୁରି ଉନ୍ନତ କରିବ ବୋଲି କହିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ବେହେରା ନିଜ ବକ୍ତବ୍ୟରେ ଜୀବନରେ ସଫଳତା ପାଇଁ ଶ୍ରମ,ଶିଷ୍ଟାଚାର ଓ ସତ୍ୟ ନିଷ୍ଠା ଆବଶ୍ୟକ ବୋଲି କହିବା ସହ ଶିଶୁମାନଙ୍କ ମନୋବୃତ୍ତି କୁ ବୁଝି ସେମାନଙ୍କୁ ଭଲ ଦିଗରେ ପରିଚାଳନା କରନ୍ତୁ ବୋଲି ଉପସ୍ଥିତ ସମସ୍ତ ଶିକ୍ଷୟତ୍ରୀ ତଥା ଅଭିଭାବକ ଅଭିଭାବିକା ମାନଙ୍କୁ କହିଥିଲେ।କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଶିକ୍ଷୟତ୍ରୀ ଯମୁନାବାଲା ମଲ୍ଲିକ,ମୀନା ପଧାନ,ମମତା ରଥ, ଯୋଗମୟୀ ଗେଜୋ,ପାଚିକା ଜୟା ପୋଢ଼,ବିଦ୍ୟାଳୟ ପରିଚାଳନା କମିଟି ର ସମସ୍ତ ସଭ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like