-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା ପିସି & ପିଏନଡିଟି ଉପଦେଷ୍ଠା କମିଟି ବୈଠକ ଅନୁଷ୍ଠିତ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ l

07-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଜିଲ୍ଲା ସ୍ତରୀୟ ପିସି ପି ଏନ ଡି ଟି ଉପଦେଷ୍ଠା କମିଟି ବୈଠକ ଜିଲ୍ଲାପାଳ ଡା ନୃପରାଜ ସାହୁଙ୍କର ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ନୂତନ ଭାବେ ମନୋନୀତ ହୋଇଥିବା ସଭ୍ୟ ସଭ୍ୟାଙ୍କୁ ସ୍ୱାଗତ କରାଯାଇଥିଲା l ଜିଲ୍ଲାପାଳ ଡା ନୃପରାଜ ସାହୁ କନ୍ୟା ଭୃଣ ହତ୍ୟାକୁ ରୋକିବା ପାଇଁ ନୂତନ ସଭ୍ୟ ସଭ୍ୟାଙ୍କ ସହଯୋଗ ଓ ସେମାନଙ୍କର ସକ୍ରିୟ ଅଂଶଗ୍ରହଣ ପାଇଁ ଅନୁରୋଧ କରିଥିଲେ l ଏଥିପାଇଁ ପ୍ରଶାସନିକ ତତ୍ପରତା ସହିତ ଜନ ସଚେତନତା ଆବଶ୍ୟକ ବୋଲି ସୂଚାଇଥିଲେ l ଜିଲ୍ଲାରେ ବର୍ତ୍ତମାନ ୧୪ ଟି ଅଲଟ୍ରା ସାଉଣ୍ଡ କ୍ଲିନିକ କାର୍ଯ୍ୟକ୍ଷମ ଥିବାବେଳେ ତନ୍ମଧ୍ୟରୁ ୭ ଟି ସରକାରୀ ହସ୍ପିଟାଲଗୁଡିକରେ ଅଛି l ଓଡିଶାରେ ଜନ୍ମ ସମୟରେ ଲିଙ୍ଗର ଅନୁପାତ ୧୦୦୦ ପୁଅରେ ୯୨୩ ଝିଅ ଜନ୍ମ ହେଉଥିବା ବେଳେ ସୋନପୁର ଜିଲ୍ଲାରେ ତାହା ୯୧୪ ଅଛି l ଏହା ଜିଲ୍ଲା ପାଇଁ ଏକ ଚିନ୍ତାର ବିଷୟ ହୋଇଥିବାରୁ ଆଗାମୀ ଦିନରେ ବ୍ୟାପକ ସଚେତନତା ପାଇଁ କାର୍ଯ୍ୟକ୍ରମ ନିର୍ଧାରଣ କରାଯାଇଛି l ଏହା ସହିତ ଜଣେ ସାଧାରଣ ବ୍ୟକ୍ତି ମଧ୍ୟ ଏଥିରେ ସାମିଲ ହୋଇ ସୂଚନା ପ୍ରଦାନ କଲେ ୨୫୦୦୦/- ପୁରସ୍କାର ଦିଆଯିବାର ବ୍ୟବସ୍ଥା ସହ ତାଙ୍କର ନାମ ତଥ୍ୟ ଗୋପନ ରଖାଯିବ l ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ଉଷାରଣୀ ଦାସ, ଉପ ଜିଲ୍ଲାପାଳ ଡା ସୌମ୍ୟ ରୁପା ରଥ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡା ପ୍ରକାଶ ଦଣ୍ଡସେନା, ଡା ଦୈତ୍ୟ ନାରାୟଣ ପାଢ଼ୀ, ପୂର୍ବତନ ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ, ଡା ନରେନ୍ଦ୍ର ମେହେର ଭେଷଜ ବିଶେଷଜ୍ଞ, ଡା ଡି କେ ପୁରୋହିତ ଶିଶୁ ରୋଗ ବିଶେଷଜ୍ଞ, ଡା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ, ରୂପକ କୁମାର ମହାପାତ୍ର, ଜିଲ୍ଲା କାର୍ଯ୍ୟକମ ପରିଚାଳକ,  ସହକାରୀ ପବ୍ଲିକ ପ୍ରଶିକ୍ୟୁଟର ଅଜିତ୍ ହୋତା, ସମାଜସେବୀ ମନୋରଞ୍ଜନ ତ୍ରିପାଠୀ, ରେଆର ଏନ୍ ଜି ଓ ର ଅଞ୍ଜଳି ନେଗୀ ପ୍ରମୁଖ ଉପସ୍ଥିତ ଥିଲେ l ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସ୍ୱାଗତ ଭାଷଣ ଦେଇଥିବାବେଳେ ଶୋଭାନା ଦାସ ଉପସ୍ଥାପନା ସହ ଧନ୍ୟବାଦ ଅର୍ପଣ କରିଥିଲେ l ଏହି କମିଟି ର ଚାରି ଜଣ ନୂତନ ସଦସ୍ୟ ଡାକ୍ତର ପାଢ଼ୀ, ସମାଜସେବୀ ଶ୍ରୀ ତ୍ରିପାଠୀ,  ଶ୍ରୀମତୀ ନେଗି, ଆଇନଜୀବୀ ଶ୍ରୀ ହୋତା ଙ୍କୁ ଜିଲ୍ଲପାଳ ଙ୍କ ଦ୍ୱାରା ସମ୍ୱର୍ଦ୍ଧିତ କରା ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like