-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଏନ କ୍ୱା ସ ରେ ସୁବର୍ଣ୍ଣପୁରର ଜିଲ୍ଲା ଓଡ଼ିଶାରେ ପ୍ରଥମ ସ୍ଥାନ ଅଧିକାର l

07-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଏକ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ଅନୁଷ୍ଠାନର ଗୁଣବତ୍ତା ସୁନିଶ୍ଚିତ କମିଟି ବୈଠକ ଜିଲ୍ଲାପାଳ ଡା ନୃପରାଜ ସାହୁଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ଶ୍ରୀ ସାହୁ ଏକାଧିକ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଏନ କ୍ୱା ସ ସାର୍ଟିଫିକେଟ ପାଈଁ ଆବଶ୍ୟକ ସହଯୋଗ ଦେଵା ପାଇଁ ଆଶ୍ୱାସନା ଦେଇଥିଲେ l ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଉକ୍ତ ବୈଠକରେ ସୂଚନା ଦିଆଯାଇଥିଲା ଯେ, ୨୦୨୫-୨୬ ବର୍ଷରେ ସାରା ଓଡ଼ିଶାରେ ସୁବର୍ଣ୍ଣପୁର ଜିଲ୍ଲାର ୬୨ ଟି ସ୍ୱାସ୍ଥ୍ୟ ଉପକେନ୍ଦ୍ର - ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଏନ କ୍ୱା ସ ପାଇଥିବାରୁ ଓଡ଼ିଶାରେ ପ୍ରଥମ ହୋଇପାରିଛି l ଉକ୍ତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ଉଷା ରାଣୀ ଦାସ, ଡା ପ୍ରକାଶ ଦଣ୍ଡସେନା, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ, ରୂପକ କୁମାର ମହାପାତ୍ର, ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ, ହିତେଶ କୁମାର ତ୍ରିପାଠୀ, ସହ ପରିଚାଳକ ଗୁଣବତ୍ତା ସୁନିଶ୍ଚିତ, ଅନାଦି ଚରଣ ସାହୁ ସହକାରୀ ଯନ୍ତ୍ରୀ ଉପସ୍ଥିତ ଥିଲେ l ହିତେଶ ତ୍ରିପାଠୀ ଏନ କ୍ୱା ସ ର ଜିଲ୍ଲାର ଉପଲବ୍ଧିକୁ ବର୍ଣନା କରିଥବା ବେଲେ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like