-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଦକ୍ଷ ସଂଗଠକ ପ୍ରମୋଦ ସାହୁ ଙ୍କ ପରଲୋକ 

07-Apr-2026




ବଲାଙ୍ଗୀର(ପ୍ରେରଣା ଖବର): ବାଲାଙ୍ଗୀରର ଜଣାଶୁଣା ଦକ୍ଷ ସଂଗଠକ ତଥା ଜଣେ ମେଳାପୀ ମଣିଷ ଭାବରେ ସମସ୍ତଙ୍କ ପରିଚିତ ପ୍ରମୋଦ ସାହୁଙ୍କ ମାତ୍ର ୫୩ ବର୍ଷ ବୟସରେ ଆଜି  ହୃଦଘାତରେ ପରଲୋକ ହୋଇଯାଇଛି। ଗତ କିଛି ଦିନ ତଳେ ପ୍ରମୋଦଙ୍କୁ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ପରିବାର ଲୋକେ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପରେ ପରେ  ବିଭିନ୍ନ ସ୍ୱାସ୍ଥ୍ୟଗତ ଜଟିଳ ସମସ୍ୟା ଦେଖାଯିବା ସହ ତାଙ୍କ କିଡ଼ନୀ ଆକ୍ରାନ୍ତ ହେବାରୁ ତାଙ୍କୁ

ଗୁରୁତର ଅବସ୍ଥାରେ ବୁର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତରଙ୍କ ସମସ୍ତ ପ୍ରଚେଷ୍ଟା ସତ୍ୱେ ଆଜି ପ୍ରମୋଦଙ୍କ ପରଲୋକ ହୋଇଯାଇଛି। ବଲାଙ୍ଗୀର ମୁନିସିପାଲିଟିର ପୂର୍ବତନ ଅଧ୍ୟକ୍ଷ ପ୍ରଦୀପ ସାହୁ ଙ୍କ ସାନ ଭାଇ ପ୍ରମୋଦ ବିଜେପି ର ଦୃଢ଼ ସମର୍ଥକ ରହିବା ସହ ବଲାଙ୍ଗୀର ଏକ୍ସନ କମିଟି ସମେତ ବିଭିନ୍ନ ସାମାଜିକ ସଂଗଠନ ସହିତ ଜଡିତ ଥିଲେ। ଆଜି ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ପ୍ରମୋଦଙ୍କ ଟିକ୍ରାପଡା ସ୍ଥିତ ବାସଭବନରେ ନିଜର ଜ୍ଞାତି କୁଟୁମ୍ବ ଓ ବନ୍ଧୁ ସ୍ୱଜନ ଙ୍କ ଭିଡ଼ ଜମିଥିଲା। ମୃତ୍ୟୁ ଶଯ୍ୟା ନିକଟରେ ପ୍ରମୋଦ ଙ୍କ ବିଧବା ପତ୍ନୀ  ଝରଣା ଓ ଦୁଇ ପୁଅ ସ୍ୱାଗତ ସଙ୍ଗମ ଏବଂ ସ୍ୱସ୍ତିକ ସଙ୍ଗମ ଉପସ୍ଥିତ ଥିଲେ।

ପ୍ରମୋଦଙ୍କ ଅକାଳ ବିୟୋଗରେ ପାଟଣାଗଡ଼ ବିଧାୟକ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂହଦେଓ, ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ ଓ ବିଜେପି ଜିଲ୍ଲା ସଭାପତି ଶ୍ରୀବତ୍ସ ବେହେରା ଗଭୀର  ଶୋକପ୍ରକାଶ କରିବା ସହ ବଲାଙ୍ଗୀର ଜଣେ ଦୃଢ଼ ସଂଗଠକଙ୍କୁ ହରାଇଲା ବୋଲି କହିଛନ୍ତି। ଆଜି ବିଭୁତି ପଡା ସ୍ମଶାନ ଘାଟ ଠାରେ  ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।  ପ୍ରମୋଦଙ୍କ ବଡ ପୁଅ ସ୍ୱାଗତ ସଙ୍ଗମ ମୁଖାଗ୍ନି ଦେଇଥିଲେ। ପ୍ରମୋଦଙ୍କ ଅକାଳ ବିୟୋଗରେ ବଲାଙ୍ଗୀର ଟିକ୍ରାପଡା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like