-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ପଣ୍ଡିତ ଦିନଦୟାଲ ଉପାଧ୍ୟାୟ  ପ୍ରଶିକ୍ଷଣ ଶିବିର ଉଦଘାଟିତ

07-Apr-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର କଲ୍ୟାଣ ମଣ୍ଡପ ଠାରେ 2 ଦିନ ଧରି ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇ ଯାଇଛି । ଏଥିରେ ମଣ୍ଡଳ ସଭାପତି ହିମାଂଶୁ ସାହୁ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଶିବିର ରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହଲିଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜୁନ।ଗଡ ର ପୂର୍ବତନ ଏନ୍ ଏ ସି  ଚେୟାରମେନ ମୁକେଶ ଅଗ୍ରୱାଲ , ବରଗଡ଼ ବି ଜେ ପି ଜିଲ୍ଲା ସଭାପତି ଅରୂପା ସାହୁ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ବି ଜେ ପି ର କାର୍ଯ୍ୟକର୍ତ୍ତା ନିର୍ମାଣ , ମୋଦି ମୂଲ୍ୟ ବୋଧ , ସମାଜ କଲ୍ୟାଣ ଉପରେ ନିଜକୁ ନିଜେ ନିୟୋଜିତ କରିବେ ।ଏହାସହ କର୍ମୀମାନେ ଗୋଟିଏ ନାରାଦେଇ ଆଗକୁ ବଢ଼ିବାରେ ସକ୍ଷମ ହେବେ ସେହି ନାରା ହେଲା ସବକା ସାଥ , ସବକା ବିଶ୍ୱାସ , ସବକା ବିକାଶ ନେଇ ଏହି ପ୍ରଶିକ୍ଷଣ ଶୁଭାରମ୍ଭ ହୋଇଛି । ଏହା ଆଗଲପୁର  ର 1 ନମ୍ବର ଜୋନ ରେ  9 ଗୋଟି ଗ୍ରାମ ପଞ୍ଚାୟତ ର 49 ଟି ବୁଥ ରେ 11 ଟି କମିଟି ଗଠନ କରାଯାଇ ଆଗାମୀ ନିର୍ବାଚନ ରେ ବିଜେପି ର ଲଢ଼ୁଆସେନା ଗଠନ ପାଇ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଉଛି l ଏହା ସହିତ ସରକାରଙ୍କ ସଫଳତା ଓ ଉନ୍ନୟନ କାର୍ଯ୍ୟ ଏକାତ୍ମ ମାନବବାଦ ର ସଂକଳ୍ପ କୁ ନେଇ ଆଲୋଚନା ହୋଇଥିଲା ।

ଏହା ବ୍ୟତୀତ ଉପସ୍ଥିତ ବିଜେପି କର୍ମୀ ଓ ଅତିଥି ମାନେ ଦିନଦୟାଲ ଉପାଧ୍ୟାୟ, , ଭାରତ ମାତା , ଶ୍ୟାମପ୍ରସାଦ ମୂଖାର୍ଜୀ ଙ୍କ ଫଟୋ ଚିତ୍ର ରେ ପୁଷ୍ପମାଲ୍ୟ ଓ ଧୂପଦୀପ ଦେଇ ପୂଜା ଅର୍ଚ୍ଚନା କରିଥିଲେ । ଏହି ଉଦ୍ଘାଟନୀ ଉତ୍ସବ ରେ ନବୀନ ମହାକୁର , ପାଣ୍ଡବ ପୁ ଟେ ଲ , ସୁକେଶ ଥପ।, ସିଭିଲ ସାହୁ , ପ୍ରେମାନନ୍ଦ ପଧାନ , ନିଲକଣ୍ଠ ସାହୁ , ଚମ୍ପେଶ୍ୱର ଦୋରା , ଗୀତାଞ୍ଜଳି ଭୋଇ , ଅଞ୍ଜଳି ପାତ୍ର , ସଞ୍ଜୟ ମେହେର , ନିଳୀମା ସାହୁ , ଫକୀର ସାହୁ , ଜୟନ୍ତ ସେଠ, ଡିଙ୍ଗର ଜାଲ ପ୍ରମୁଖ ଶତାଧିକ ବିଜେପି କର୍ମୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like