-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||     

HOME   ଜିଲ୍ଲା

 ଦୁର୍ନୀତିର ଗନ୍ତାଘର ପାଲଟିଛି ଟିଗଲ ପଞ୍ଚାୟତ ♦️ ଫାର୍ମ ପଣ୍ଡ ନାମରେ ଲକ୍ଷାଧିକ ଟଙ୍କା ଚଳୁ ଘଟଣାର କେବେ ହେବ ତଦନ୍ତ ?

08-Apr-2026



କାଲିମେଳା:(ସନ୍ତୋଷ କୁମାର ପଣ୍ଡା): ଆଦିବାସୀ ଅଧ୍ୟୁଷିତ କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ଗ୍ରାମପଞ୍ଚାୟତରେ ମିଥ୍ୟା ବିଲ୍ କରି ଲକ୍ଷାଧିକ ଟଙ୍କା ଲୁଟ କରାଯିବା ଅଭିଯୋଗ ହୋଇଛି । ଆର୍ଥିକ ବର୍ଷ ୨୦୨୪-୨୫ ରେ ମନୋରେଗା ଯୋଜନା ର ଫାର୍ମ ପୋଣ୍ଡ ଖନନ ନାଁରେ ତିନୋଟି କେସ ରେକର୍ଡ ଖୋଲା ଯାଇଥିଲା । ସେଥିରେ ଏମଭି -୧୧୨ ଗ୍ରାମର ତିନି ଜଣଙ୍କୁ ହିତାଧିକାରୀ ଦର୍ଶାଯାଇଛି । ଏମାନଙ୍କ କୋଡ଼ ନଂ ହେଲା ୨୪୩୧୦୧୦୦୨୦/ଆଇ ଏଫ/ ୧୧୨୦୪୧୮୯, ୧୧୨୩୨୮୪୨ ଓ ୧୧୨୩୨୯୦୩ ରହିଅଛି । ଏବଂ ଗୋଟିଏ ଫାର୍ମ ପୋଣ୍ଡ ଖନନ ପିଛା ଦେଢ଼ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ମୂଲ୍ୟ ରହିଅଛି । ତେବେ ଏହି ଘଟଣାକୁ ନେଇ ବିଭିନ୍ନ ଖବରକାଗଜରେ ଖବର ପ୍ରକାଶିତ ହେବା ପରେ ମଧ୍ୟ ଅଜି ପର୍ଯ୍ୟନ୍ତ ସେହି ଫର୍ମ ପଣ୍ଡ କାମର ତଦନ୍ତ ହେଇ ନାହିଁ କି ତାହାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ l ଏଭଳି ଫାର୍ମ ପଣ୍ଡ ନାମରେ ଲକ୍ଷାଧିକ ଟଙ୍କା ଚଳୁ କରୁଥିବା ଅଧିକାରୀଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ l ପ୍ରଶାସନ ତତ୍ପର ଦେଖାଇ ଏହି ଘଟଣାରେ ଯେଉଁ ଅଧିକାରୀ କିମ୍ବା କେଉଁ କେଉଁ ବ୍ୟକ୍ତି ସାମିଲ ଅଛନ୍ତି ତାହାର ତଦନ୍ତ କରିବା ସହ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦରକାର lକାଗଜ କଲମରେ ଫାର୍ମ ପୋଣ୍ଡ ଖନନ ଦର୍ଶାଯାଇଥିବା ବେଳେ କୈଣସି ହିତାଧିକାରୀଙ୍କ ଜମିରେ ଫାର୍ମ ପୋଣ୍ଡ ଖନନ ଆଦୈ କରାଯାଇନାହିଁ । ନାମକୁ ମାତ୍ର ମାଷ୍ଟର ରୋଲ୍ ରେ ବିଭିନ୍ନ ଜବ କାଡ ଧାରିଙ୍କ ନାମ ଦର୍ଶାଯାଇଛି କିନ୍ତୁ ସ୍ଥାନୀୟ ଶ୍ରମିକ ଙ୍କୁ ରୋଜଗାର ଯୋଗାଇ ଦିଆଯାଇନାହିଁ । କାଲିମେଳା ସମିତିରେ ଏହି ଯୋଜନାର ଅର୍ଥକୁ ଫାର୍ମ ପୋଣ୍ଡ ନାଁରେ ଅନ୍ୟାନ୍ୟ ଗ୍ରାମ ପଞ୍ଚାୟତରେ ମଧ୍ୟ ଏପରି ମିଥ୍ୟା ବିଲ୍ କରାଯିବା ବିଶ୍ଵସ୍ତ ସୂତ୍ରରୁ ସୂଚନା ମିଳୁଛି । ତେବେ ଟିଗଲ ଗ୍ରାମପଞ୍ଚାୟତ ସମେତ ଅନ୍ୟ ଗ୍ରାମ ପଞ୍ଚାୟତର ଫାର୍ମ ପୋଣ୍ଡ ଗୁଡ଼ିକୁ ଭିଜିଲାନ୍ସ ତଦନ୍ତ କରିବାକୁ ଦାବି ହେଉଛି । ସଂପୃକ୍ତ ଗ୍ରାମ ରୋଜଗାର ସେବକ ଏବଂ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ଏ ସଂପର୍କରେ ଯୋଗାଯୋଗ କରାଯାଇଥିଲା । ତେବେ ଆର୍ଥିକ ବର୍ଷ ୨୦୨୪ -୨୫ ରେ ଆମେ ନଥିଲୁ ବୋଲି ତାଙ୍କ ପ୍ରତିକ୍ରିୟାରେ ଜଣାଇଛନ୍ତି । ଅପରପକ୍ଷରେ ଅଭିଯୋଗ ହେବାପରେ ଉକ୍ତ ତିନୋଟି ଫାର୍ମ ପୋଣ୍ଡ ମଧ୍ୟରୁ ଗୋଟିଏ ଫାର୍ମ ପୋଣ୍ଡ ବର୍ତ୍ତମାନ ସପ୍ତାହ ତଳେ ମେସିନ ଦ୍ବାରା ଖନନ କାର୍ଯ୍ୟ ଶେଷ କରାଯାଇଛି । ତେବେ ଏପରି ଭାବରେ ଆଦିବାସୀ ଅଧ୍ୟୁଷିତ କାଲିମେଳା ସମିତିରେ ଶ୍ରମିକ ଙ୍କୁ କାମ ଯୋଗାଇବା ନାଁରେ ମନୋରେଗା ଯୋଜନାର ଟାର୍ଗେଟ ପୂରଣ କରାଯିବା ଅଭିଯୋଗ ହେଉଛି ।ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ସହ ଯେଉଁ ଅଧିକାରୀ କିମ୍ବା ଯେଉଁ ଯେଉଁ ବ୍ୟକ୍ତି ସାମିଲ ଅଛନ୍ତି ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026

You Might Also Like