-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||     

HOME   ଜିଲ୍ଲା

ଆଗାମୀ ଦିନରେ ପ୍ରକଳ୍ପ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ - ନରସିଂହ

08-Apr-2026



ବଲାଙ୍ଗିର(ପ୍ରେରଣା ଖବର): ରାଜ୍ୟ ହେଉ କି ଦେଶର କୌଣସି ବି ଜଳସେଚନ ପ୍ରକଳ୍ପ ଲୋକଙ୍କ ପାଇଁ ପିଇବା ପାଣି ତଥା ଚାଷ ପାଇଁ ଜଳସେଚନ କରିଥାଏ । ଆହୁରି ମଧ୍ୟ ପରବର୍ତ୍ତି ସମୟରେ ସେ ଅଂଚଳର ସୌନ୍ଦର୍ଯିକରଣ ପାଇଁ ପର୍ଯ୍ୟଟକଙ୍କୁ ଅନେକ ମାତ୍ରାରେ ଆକୃଷ୍ଟ କରିଥାଏ । ଆମ ଅଂଚଳର ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଅଂଚଳରେ ଏପରି ସୌନ୍ଦର୍ଯିକରଣ ପାଇଁ ପଦକ୍ଷେପ ନେବା ଯେପରି କି ଏହା ପରବର୍ତ୍ତି ସମୟରେ ଏକ ଉନ୍ନତ ପର୍ଯ୍ୟଟନ ସ୍ଥଳି ମାନ୍ୟତା ପାଇବ ତା ସହ ପର୍ଯ୍ୟଟକଙ୍କ ଆଗାମନ ଫଳରେ ଏ ଅଂଚଳର ଆର୍ଥିକ ବିକାଶ କରିବ ବୋଲି ଲୋୟର ସୁକତେଲ ଡ୍ୟାମ ଅଂଚଳରେ ଅନୁଷ୍ଠିତ ବନଦୁର୍ଗା ମହୋତ୍ସବ ର ଅଧ୍ୟକ୍ଷ ତଥା ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ମହୋତ୍ସବ କୁ ଉଦ୍‌ଘାଟନ କରି ନିଜ ଅଭିଭାଷଣରେ କହିଛନ୍ତି । ସେ ଏହା ମଧ୍ୟ କହିଛନ୍ତି ଯେ ବିଗତ ସରକାର ସମୟରେ ଏହାର

ସୌନ୍ଦର୍ଯିକରଣ ପାଇଁ ଏହାର ଅନୁଦାନ ଆସିଥିଲା । କାହିଁକି କେ ଜାଣି ସେ ସମୟରେ ଅନୁଦାନକୁ ଫେରାଇ ନିଆଗଲା । ବର୍ତ୍ତମାନର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏଠି ଏକ ମିନି ଷ୍ଟଡିୟମ ଏବଂ ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲାଭଳିଆ ଏକ ସୁନ୍ଦର ଉଦ୍ୟାନ ନିର୍ମାଣ ପାଇଁ ଅନୁରୋଧ କରିଥିଲେ । ଧନ୍ୟବାଦ ଦେବି ମୁଖ୍ୟମନ୍ତ୍ରୀଙ୍କୁ ସେ ମୋର ଅନୁରୋଧ ରକ୍ଷା କରି ଉଭୟ ପ୍ରକଳ୍ପ ପାଇଁ ରାଜି ହେବା ସହ ଏହାର ସର୍ବେକ୍ଷଣ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ପଠେଇ ସାରିଲେଣି । ବହୁତ ଶିଘ୍ର କାମ ଆରମ୍ଭ ହେବ ବୋଲି ଆଶା କରାଯାଏ । ଗତ ସରକାରକୁ କଟାକ୍ଷ କରି ଶ୍ରୀ ମିଶ୍ର କହିଥିଲେ ଅସମ୍ପୁର୍ଣ୍ଣ ସୁକତେଲ ପ୍ରକଳ୍ପକୁ ଉଦ୍‌ଘାଟନ କରି ତତ୍‌କାଳିନ ମୁଖ୍ୟମନ୍ତ୍ରୀ ବୁଡି ଅଂଚଳର ଲୋକଙ୍କ ସମସ୍ୟାକୁ ବଢାଇ ଦେଇଛନ୍ତି । ଆଜି ପର୍ଯ୍ୟନ୍ତ ପ୍ରକଳ୍ପରୁ ଚାଷୀ ପାଣି ପାଇପାରିନାହାନ୍ତି । ଏ ବର୍ଷ ମଧ୍ୟ ଏହା ଯେ ସମ୍ପୁର୍ଣ୍ଣ ହେବ ମୁଁ ସନ୍ଦେହରେ ଅଛି । ଏପରି କି ଅନେକ ବିସ୍ତାପିତ ତାଙ୍କର କ୍ଷତିପୁରଣ ଆଜି ପର୍ଯ୍ୟନ୍ତ ପାଇ ପାରିନାହାନ୍ତି । ବାରମ୍ବାର ପ୍ରଶାସନକୁ ଏ ବାବଦରେ ଅବଗତ ତଥା ଅନୁରୋଧ କରାଯାଇଛି । ଯଦି ବିସ୍ତାପିତଙ୍କ ଏ ନ୍ୟାର୍ଯ୍ୟ ଦାବିକୁ ସମାଧାନ କରାନଯାଏ ତେବେ ବୁଡି ଅଂଚଳବାସୀ ଯିଏ ବି ଯେଉଁଠୁ ଥାଏ ପୁଣି ଏକତ୍ରିତ ହେବେ ଏବଂ ତିବ୍ର ଆନ୍ଦୋଳନ କରିବେ ବୋଲି ଶ୍ରୀ ମିଶ୍ର ଚେତାବନି ଦେଇଛନ୍ତି । ମହୋତ୍ସବ ଏକ ମାଧ୍ୟମ ଯାହା ଦ୍ୱାରା ବୁଡି ଅଂଚଳବାସୀଙ୍କ ମଧ୍ୟରେ ଭାବର ଆଦାନ ପ୍ରଦାନ ହେବ ଏବଂ  ଏହା ହେଲେ ଏହି ଅଂଚଳ ତଥା ଅଂଚଳବାସୀଙ୍କ ବିକାଶ କରିବା ସହଜ ହେବ ବୋଲି ଶ୍ରୀ ମିଶ୍ର

କହିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପୂର୍ବତନ ମୁଖ୍ୟଯନ୍ତ୍ରୀ ବେଲାର ସିଂ ଭୋଇ, ତ୍ରିଲୋଚନ ମହାପାତ୍ର, ସାନ୍ତନୁ ସିଂ ଯୋଗ ଦେଇଥିବା ବେଳେ ସରପଂଚ ସଂଜୟ ଗଡତ୍ୟା ସଭାପତିତ୍ୱ କରିଥିଲେ ଏବଂ ବିକାଶ ରଂଜନ ରଥ ସଭା ସଂଯୋଜନା କରିଥିଲେ । ଏହି ଅବସରରେ ସାନନ୍ଦ ସିକା ଓ ସାଥୀଙ୍କର ଲୋକନୃତ୍ୟ ତହକ ପରିବାର ଦ୍ୱାରା କୋଶଲି କବିତା ଆସର ଏବଂ ଅନିଲ ନାଏକ ଙ୍କ ସାଥୀଙ୍କ ଦ୍ୱାରା କଂସ ଦରବାର ର ଆୟୋଜନ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମ ସୁପରିଚାଳନା ପାଇଁ କୈଳାସ ଚନ୍ଦ୍ର ସିଂଦେଓ, ଅଜୟ ଗଡତ୍ୟା, ବ୍ୟାସଦେବ ବନଛୋର, ପ୍ରମୋଦ ପଟେଲ, ଭରତ ସାହୁ, ନରେନ୍ଦ୍ର ବିଶି, ଜୟକୃଷ୍ଣ ମିଶ୍ର ପ୍ରମୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026

You Might Also Like