-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||     

HOME   ଜିଲ୍ଲା

*ଓଡ଼ିଆ ପକ୍ଷ ପାଳନ ଅବସରରେ ନବରଙ୍ଗପୁର ମହାବିଦ୍ୟାଳୟ ରେ ରକ୍ତ ଦାନ ଶିବିର*

08-Apr-2026



(ପ୍ରିୟଦର୍ଶିନୀ ପାତ୍ର)
ଓଡ଼ିଶା ସରକାରଙ୍କ ନିଷ୍ପତ୍ତି ଓ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଚଳିତ ବର୍ଷ ସାରା ରାଜ୍ୟରେ ୦୧ ଏପ୍ରିଲ୍ ୨୦୨୬ ରୁ ୧୪ ଏପ୍ରିଲ୍ ୨୦୨୬ ମଧ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଅଛି ।ଏହି ଅବସରରେ ନବରଙ୍ଗପୁର ମହାବିଦ୍ୟାଳୟ, ନବରଙ୍ଗପୁର ଠାରେ କଲେଜର ଯୁବ ରେଡ଼କ୍ରସ୍ ଓ ଜାତୀୟ ସେବା ଯୋଜନା ତରଫରୁ ଆଜି ତା ୦୮.୦୪.୨୦୨୬ ଦିନ କଲେଜ ପ୍ରେକ୍ଷାଳୟ କକ୍ଷରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଶ୍ରୀ ଗୌରିଶଙ୍କର ମାଝି, ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ ତଥା କଲେଜ ପରିଚାଳନା କମିଟିର ସଭାପତି ଶ୍ରୀ ତପନ କୁମାର ଖୁଣ୍ଟିଆ, ଉପଜିଲ୍ଲାପାଳ ଶ୍ରୀ ପ୍ରକାଶ ଚନ୍ଦ୍ର ମିଶ୍ର, ଜିଲ୍ଲା ସୂଚନା ଓ ଜନ ସଂପର୍କ ଅଧିକାରୀ ଶ୍ରୀ ମନୋଜ କୁମାର ବେହେରା ଓ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଘାସିଆ ହରିଜନ ଇତ୍ୟାଦି ଉପସ୍ଥିତ ରହି ରକ୍ତ ଦାନର ଉପକାର ଓ ଉତ୍ତମ ସ୍ଵାସ୍ଥ୍ୟ ସମର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ ।
ଶିବିରକୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ ଉଦଘାଟନ କରିଥିଲେ । ପ୍ରାଧ୍ୟାପିକା ଶ୍ରୀମତି ସଙ୍ଗୀତା ତ୍ରିପାଠୀ ସ୍ବାଗତ ସମ୍ଭାଷଣ ଦେବା ସହ ପ୍ରାଧ୍ୟାପକ ଶ୍ରୀ ପ୍ରବୀଣ କୁମାର ବେହେରା ପରିଚାଳନା ଓ ଦର୍ଶନ ଶାସ୍ତ୍ର ଅଧ୍ୟାପକ ଶ୍ରୀ ସମ୍ଭୁ ପ୍ରସାଦ ହୋତା ଧନ୍ୟବାଦ୍ ଅର୍ପଣ କରିଥିଲେ ।
ଜିଲ୍ଲା ଯୁବ ରେଡକ୍ରସ୍ ଦାୟିତ୍ୱରେ ଥିବା ଅଧ୍ୟାପକ ଶ୍ରୀ ଦିଲ୍ଲୀପ ହୋତା, କାଉନସେଲର ଅଧ୍ୟାପିକା ରଜନୀ ମିଞ୍ଜ,ଜାତୀୟ ସେବା ଯୋଜନା ଦାୟିତ୍ୱରେ ଥିବା ସଂଯୋଜିକା ସୁଶ୍ରୀ ଅନୁପମା ମାଝୀ , ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦାୟିତ୍ୱରେ ଥିବା ଶ୍ରୀ ରହିମ ଖରା ତଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଆସିଥିବା ଏକ ଡ଼ାକ୍ତରୀ ଦଳ ରକ୍ତଦାନ କାର୍ଯ୍ୟ ପରିଚାଳନା କରିଥିଲେ ।ମହାବିଦ୍ୟାଳୟର ଛାତ୍ର ଛାତ୍ରୀ, ପ୍ରାକ୍ତନ ଛାତ୍ର, ଅଣ ଶିକ୍ଷକ କର୍ମଚାରୀ ଓ ଅଧ୍ୟାପକ ଅଧ୍ୟାପିକା ଏହି ଶିବିରରେ ଅଂଶ ଗ୍ରହଣ କରିଥିଲେ । ସମୁଦାୟ 20 ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026

You Might Also Like