-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

“ ବର୍ଣ୍ଣବୋଧ ଦିବସ” ଓଡ଼ିଆ ପକ୍ଷ ପାଳନ : ସେମଳା କ୍ଲଷ୍ଟରରେ "ବର୍ଣ୍ଣବୋଧ" ପୁସ୍ତକ ବଣ୍ଟନ

08-Apr-2026



(ପ୍ରିୟଦର୍ଶିନୀ ପାତ୍ର)
ପାପଡ଼ାହାଣ୍ଡି ବ୍ଲକର ସେମଳା କ୍ଲଷ୍ଟରରେ ଓଡ଼ିଆ ପକ୍ଷ ପାଳନ ଅବସରରେ “ମଧୁ ବର୍ଣ୍ଣବୋଧ ଦିବସ” ଉତ୍ସାହ ଓ ଉତ୍ସବମୂଖର ପରିବେଶରେ ପାଳିତ ହୋଇଥିଲା। ଏହି ଅବସରରେ କ୍ଲଷ୍ଟର ରିସୋର୍ସ ସେଣ୍ଟର କୋଓର୍ଡିନେଟର (ସିଆରସିସି) ବାବୁଲାଲ ସାଗରଙ୍କ ତରଫରୁ ସେମଳା କ୍ଲଷ୍ଟର ଅଧୀନରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ସେମଳା ଓ ଡୁମୁରିପଦର ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ “ମଧୁ ବର୍ଣ୍ଣବୋଧ” ପୁସ୍ତକ ବଣ୍ଟନ କରାଯାଇଥିଲା।
କାର୍ଯ୍ୟକ୍ରମରେ ଉତ୍କଳ ମାଟିର ପିଲାମାନଙ୍କ ମନରେ ଓଡ଼ିଆ ଭାଷା ପ୍ରତି ଆସକ୍ତି ଓ ଭଲପାଇବା ବୃଦ୍ଧି ପାଇଁ “ମଧୁ ବର୍ଣ୍ଣବୋଧ” ପୁସ୍ତକର ଗୁରୁତ୍ୱ ବିଷୟରେ ଆଲୋକପାତ କରାଯାଇଥିଲା। ପ୍ରାଥମିକ ସ୍ତରରେ ଭାଷା ଶିକ୍ଷାର ଭିତ୍ତି ସୁଦୃଢ କରିବାରେ ଏହି ପୁସ୍ତକର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଅଭିଭାଷଣରେ ଉଲ୍ଲେଖ କରାଯାଇଥିଲା। ସିଆରସିସି ବାବୁଲାଲ ସାଗର ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଆ ଭାଷାର ସମୃଦ୍ଧ ପାରମ୍ପରିକତା ଓ ସଂସ୍କୃତି ସମ୍ବନ୍ଧରେ ଜଣାଇ ଦେଇଥିଲେ ଏବଂ ମଧୁସୂଦନ ରାଓଙ୍କ ରଚିତ “ମଧୁ ବର୍ଣ୍ଣବୋଧ” ପୁସ୍ତକ ଓଡ଼ିଆ ଶିଶୁ ଶିକ୍ଷାରେ କେତେଟା ଗୁରୁତ୍ୱ ବହନ କରେ ସେଥିପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ଶିକ୍ଷକ ନିର୍ମଳ କୁମାର ବେହେରା ଓ ଶିକ୍ଷୟିତ୍ରୀ ମିନତୀ ମାଝୀ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଆ ଭାଷା ଶିକ୍ଷାର ଗୁରୁତ୍ୱ, ସଠିକ ଉଚ୍ଚାରଣ ଓ ଶୁଦ୍ଧ ଲେଖନୀ ଅଭ୍ୟାସ ବିଷୟରେ ଜଣାଇଥିଲେ। ସେମାନେ କହିଥିଲେ ଯେ “ମଧୁ ବର୍ଣ୍ଣବୋଧ” ହେଉଛି ଓଡ଼ିଆ ଶିଶୁ ଶିକ୍ଷାର ଏକ ଅମୂଲ୍ୟ ଗ୍ରନ୍ଥ, ଯାହା ଛୋଟ ପିଲାମାନଙ୍କ ଭାଷା ଜ୍ଞାନ ବିକାଶରେ ବହୁତ ସାହାଯ୍ୟ କରେ।
କାର୍ଯ୍ୟକ୍ରମ ସମୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡ଼ିଆ ଭାଷା ପ୍ରତି ଆଗ୍ରହ ଓ ଉତ୍ସାହ ଦେଖିବାକୁ ମିଳିଥିଲା। ଶେଷରେ ଉପସ୍ଥିତ ଶିକ୍ଷକମାନେ ସିଆରସିସି ବାବୁଲାଲ ସାଗରଙ୍କ ଏହି ସୁନ୍ଦର ପ୍ରୟାସ ପାଇଁ ଧନ୍ୟବାଦ ଜଣାଇଥିଲେ ଓ ଏପରି କାର୍ଯ୍ୟକ୍ରମ ଆଗାମୀ ଦିନରେ ମଧ୍ୟ ଚାଲୁ ରହିବାକୁ ଆଶା ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like